ସ୍ନାନ ପୂର୍ଣ୍ଣିମା, ରଥଯାତ୍ରାରେ ଯୋଗଦେବେ ସୋରଡ଼ା ରାଜା

ସୋରଡ଼ା,୧୭ା୬(ଡି.ଏନ୍‌.ଏ.)-ସୋରଡ଼ାର ଜଗନ୍ନାଥଙ୍କ ସ୍ନାନ ପୂର୍ଣ୍ଣିମା ସୋମବାର ପାଳନ କରାଯିବ। ଏଥିରେ ସୋରଡ଼ା ରାଜା ଡ.ଦେବଦତ୍ତ ସିଂହ ଦେଓ ଯୋଗଦେବେ। ସ୍ଥାନୀୟ ରାଜବଂଶର ରାଜା ଜଗନ୍ନାଥ ସିଂହ ଦେଓ ୧୯୮୩ରେ ଏଠାରେ ଅନୁଷ୍ଠିତ ବିଶ୍ୱଶାନ୍ତି ମହାଯଜ୍ଞ ଏବଂ ୨୦୦୦ରେ ହୋଇଥିବା ଶଶିଭୂଷଣ ରଥଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଯୋଗଦେଇଥିଲେ। ତେବେ ଚଳିତଥର ତାଙ୍କ ପୁତ୍ର ଡ.ଦେବଦତ୍ତ ସିଂହ ଦେଓ ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରାରେ ଯୋଗଦେବେ ବୋଲି ସ୍ଥିର ହୋଇଛି। ପ୍ରାୟ ଶହେ ବର୍ଷ ପରେ ରଥଯାତ୍ରା କାର୍ଯ୍ୟକ୍ରମରେ ରାଜା ଦେବଦତ୍ତ ଯୋଗଦେବେ ବୋଲି ଆଇନଜୀବୀ ତଥା ପୁରୋହିତ ପ୍ରଭାତ କୁମାର ପାଢ଼ୀ କହିଛନ୍ତି। ପ୍ରକାଶ ଯେ, ମନ୍ଦିର ପକ୍ଷରୁ ରାଧାକୃଷ୍ଣ ପାଣିଗ୍ରାହୀ, ପ୍ରଭାତ ପାଢ଼ୀ, ରଜନୀ ମହାପାତ୍ର, ସଞ୍ଜୟ ପଣ୍ଡା, ଅଶୋକ ପାତ୍ର, ପ୍ରମୋଦ ସାମନ୍ତରାୟ ପ୍ରମୁଖ ଭୁବନେଶ୍ୱର ବାସଭବନକୁ ଯାଇ ଆମନ୍ତ୍ରଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୂପକାଠି ନିଆଁରୁ ଜଳିଗଲା ପିବିସି ପାଇପ

ବ୍ରହ୍ମପୁର ଅଫିସ,୨୦। ୭: ଗଞ୍ଜାମ ଜିଲା ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ଶଶିଭୂଷଣ ମହିଳା ମହାବିଦ୍ୟଳୟ ପାର୍ଶ୍ୱରେ ଥିବା ପୁରୁଣା ଖ୍ରୀଷ୍ଟିୟାନ ସାହିରେ ରଖାଯାଇଥିବା ପିବିସି...

ସ୍କୁଲ ସାରଙ୍କ କୋଚିଂ ସେଣ୍ଟରର ଛୁଆଙ୍କୁ ଦିଆଯାଇଛି ଅଧିକ ମାର୍କ

ଆସିକା/ବୁଗୁଡ଼ା,୨୯।୬: ବିଦ୍ୟାଳୟର ସହକାରୀ ଶିକ୍ଷକଙ୍କ କୋଚିଂ ସେଣ୍ଟରରେ ପଢୁଥିବା ଛାତ୍ରୀଛାତ୍ରଙ୍କୁ ଅଧିକ ମାର୍କ ଦିଆଯାଇଥିବା ବେଳେ ଅନ୍ୟ ଛାତ୍ରୀଛାତ୍ରଙ୍କୁ ଜାଣିଶୁଣି ଦିଆଯାଇଛି କମ୍‌ ମାର୍କ। ସରକାରୀ...

ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୬ା୧୧: ବ୍ରହ୍ମପୁର ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ଗଣେଶ୍ୱର ପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ଉପଯୁକ୍ତ ପ୍ରମାଣ...

ସେନା କର୍ମଚାରୀଙ୍କ ଘରୁ ଚୋରି ଅଭିଯୋଗ

ଦିଗପହଣ୍ଡି,୯ା୨(ଡି.ଏନ.ଏ.)-ଦିଗପହଣ୍ଡି ପୁଞ୍ଜିକଆଁ ଛକ ନିକଟସ୍ଥ ସାରଥି ନରସିଂହ କଲୋନୀର ଅବସରପ୍ରାପ୍ତ ସେନା କର୍ମଚାରୀ ରବୀନ୍ଦ୍ର କୁମାର ଆଚାର୍ଯ୍ୟଙ୍କ ଘରୁ ଶନିବାର ରାତିରେ ଚୋରି ହୋଇଥିବା ଅଭିଯୋଗ...

ଆହାର କେନ୍ଦ୍ରଗୁଡିକରେ ଅବ୍ୟବସ୍ଥା

ଛତ୍ରପୁର,୨୮।୮(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ମହାନଗର ନିଗମ ସମେତ ସମସ୍ତ ସହରାଞ୍ଚଳରେ ଆହାର କେନ୍ଦ୍ର ନିର୍ମାଣ ହୋଇଛି ା ଏଠାରେ ୫ ଟଙ୍କାରେ ଭାତ, ଡାଲମା...

ପୁରୁଷୋତ୍ତମପୁରର ୩୩ ବୁଥ୍‌ ଅତି ସମ୍ବେଦନଶୀଳ

ପୁରୁଷୋତ୍ତପୁର,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ...

ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍‌-କରୋନା ଭାଇରସ୍‌ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍‌ଡାଉନ୍‌ ଲାଗୁ କରାଯିବା ସହ ବିନା ମାସ୍କରେ...

ସବ୍‌ଜେଲ୍‌ ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବ୍‌ଜେଲକୁ ଶୁକ୍ରବାର ଅଚାନକ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ପରିଦର୍ଶନ କରିଛନ୍ତି। ସେଠାରେ ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ଅନୁଧ୍ୟାନ କରିଥିଲେ।

Advertisement
Archives

Model This Week