ସ୍ନାନ ବେଦୀରେ ଦାରୁଦିଅଁ

ପୁରୀ ଅଫିସ୍‌,୫।୬: ଶେଷ ହୋଇଛି ପ୍ରତୀକ୍ଷା। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନମଣ୍ଡପରେ ବିଜେ କରିଛନ୍ତି ମହାପ୍ରଭୁ। ନିର୍ଘଣ୍ଟ ସମୟରେ ଠାକୁରଙ୍କ ରାତି ୩ଟା ୧୦ରେ ପହଣ୍ଡି ହୋଇଥିଲା। ସ୍ନାନବେଦୀରେ ବିଜେ କରିବା ପରେ ଆରମ୍ଭ ହୋଇଛି ନୀତିକାନ୍ତି। ମଙ୍ଗଳାର୍ପଣ ରାତି ୧ଟା ୨୫, ପହଣ୍ଡି ୧ଟା ୪୦ ରୁ ଆରମ୍ଭ ହୋଇ ୩ଟା ୧୦ରେ ଶେଷ ହୋଇଥିଲା। ମଦନମୋହନ ବିଜେ ୩ଟା ୪୦, ମଙ୍ଗଳଆଳତି ଭୋର ୪ଟା ୨୦, ମଇଲମ ଓ ତଡପଲାଗି ୪ଟା ୩୫, ଅଧରପୋଛା ୪ଟା ୫୦, ଅବକାଶ ୫ଟା ୩୦, ରୋଷହୋମ ୫ଟା ୪୦ରେ ସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଗରାଇ କଲେଜରେ ତାଲା

ଭୋଗରାଇ, ୧୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ର୍ରତିଷ୍ଠାନ (ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନେ ନାଟ୍ୟ ସଂସଦ ବାର୍ଷିକ ଉତ୍ସବରେ ଓଲିଉଡ଼ର ନାମୀଦାମୀ ଷ୍ଟାର ଏବଂ...

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା...

୨ସପ୍ତାହ ହେଲା ବଢୁଛି ତେଲ ଦର

ଭୁବନେଶ୍ୱର,୩।୪(ବ୍ୟୁରୋ): ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଏପରିକି ଗତ ୨ ସପ୍ତାହ ହେବ ଭାରତ...

ପରୀ ପରିବାରକୁ ମିଳିବ ୯ ଲକ୍ଷ ଟଙ୍କା

ନୟାଗଡ଼ ଅଫିସ,୧।୨: ଭିକ୍ଟିଂ କମ୍ପେନସେସନ୍‌ ଆକ୍ଟ ଜରିଆରେ ପରୀ ପରିବାରକୁ ଦୁଇ ପର୍ଯ୍ୟାୟରେ ମିଳିବ ୯ ଲକ୍ଷ ଟଙ୍କା । ଏନେଇ ରାଜ୍ୟ ଆଇନ ସେବା...

ତଡ଼ପ ଲାଗିହୋଇ ରହିଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨୬ା୧୨(ଡି.ଏନ୍‌.ଏ.): ସୂର୍ଯ୍ୟୋପରାଗ ପାଇଁ ବୁଧବାର ସାକ୍ଷୀଗୋପାଳ ମନ୍ଦିରରେ ସଅଳ ଦେବନୀତି ସମ୍ପନ୍ନ କରାଯାଇଛି। ସନ୍ଧ୍ୟା ସୁଧା ବଡସିଂହାର ଧୂପ ସମାପନ କରାଯିବା ପରେ ଠାକୁରଙ୍କୁ ଗ୍ରହଣ...

ପିଡିଏସ୍‌ ସାମଗ୍ରୀ ବଣ୍ଟନବେଳେ ଗହଳି

ଦାରିଙ୍ଗବାଡ଼ି,୬।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ ବ୍ଲକ ପ୍ରଶାସନ ପକ୍ଷରୁ ବଣ୍ଟନ ସ୍ଥାନରେ ଗୋଲେଇ କରାଯିବା ସହ ଉକ୍ତ ଗୋଲେଇ ମଧ୍ୟରେ...

କରୋନା କାୟା: ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ଟପିଲା

ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ...

ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ...

Advertisement
Archives

Model This Week