Posted inଖେଳ

ସ୍ପାର୍ଟାନ ସହ ମାମଲାର ସମାଧାନ କଲେ ସଚିନ

ନୂଆଦିଲ୍ଲୀ, ୧୫ା୫ (ପି.ଟି.)- ବ୍ୟାଟ୍‌ ପ୍ରସ୍ତୁତକାରୀ କମ୍ପାନୀ ସ୍ପାର୍ଟାନ ବିରୋଧରେ କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର କରିଥିବା ମକଦ୍ଦମାର ଆପୋସ ସମାଧାନ କରିଛନ୍ତି। ଏହି ମାମଲା ଅଷ୍ଟ୍ରେଲିଆର ଫେଡେରାଲ କୋର୍ଟରେ ବିଚାର ଚାଲିଥିଲା। ଚୁକ୍ତି ଖିଲାପକାରୀ ସ୍ପାର୍ଟାନ କ୍ଷମା ପ୍ରାର୍ଥନା କରିବା ପରେ ମାମଲାର ଅନ୍ତ ଘଟିଥିଲା। ବିଶ୍ୱବ୍ୟାପୀ କ୍ରୀଡ଼ା ସାମଗ୍ରୀ ଓ କ୍ରୀଡ଼ା ପୋଷାକର ପ୍ରମୋଟ କରିବା ଉଦ୍ଦେଶ୍ୟରେ ୨୦୧୬ରେ ତେନ୍ଦୁଲକରଙ୍କ ସହ ସ୍ପାର୍ଟାନ ଏକ ଚୁକ୍ତି କରିଥିଲା। ତେନ୍ଦୁଲକରଙ୍କ ଅଭିଯୋଗ ଥିଲା ଉଭୟ ପକ୍ଷ ମଧ୍ୟରେ ସ୍ବାକ୍ଷରିତ ହୋଇଥିବା ରାଜିନାମାକୁ ସ୍ପାର୍ଟାନ କାର୍ଯ୍ୟକାରୀ କରୁନାହିଁ। ଚୁକ୍ତି ଅନୁସାରେ ଏହି କମ୍ପାନୀ ତାଙ୍କୁ ରୟାଲିଟି ଓ ଏଣ୍ଡୋର୍ସମେଣ୍ଟ ଫି’ ଦେଇ ନ ଥିଲା। ଚୁକ୍ତି ବାତିଲ ପରେ ମଧ୍ୟ ସ୍ପାର୍ଟାନ ତେନ୍ଦୁଲକରଙ୍କ ନାମ ଓ ଛବି ବ୍ୟବହାର କରୁଥିଲା। ମାମଲାର ଆପୋସ ସମାଧାନ ହୋଇଥିବାରୁ ସ୍ପାର୍ଟାନର ସିଓଓ ଲେସ୍‌ ଗାଲ୍‌ବ୍ରେଥ୍‌ ଏକ ମିଳିତ ପ୍ରେସ୍‌ ରିଲିଜରେ ତେନ୍ଦୁଲକରଙ୍କ ଧୈର୍ଯ୍ୟକୁ ନେଇ କୃତଜ୍ଞତା ଜ୍ଞାପନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri