ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା

ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮୧୧ରେ ପହଞ୍ଚିଛି। ୨୦୦୨-୨୦୦୩ରେ ସ୍ପାର୍ସ ଯୋଗୁ ହୋଇଥିବା ମୃତ୍ୟୁ ସଂଖ୍ୟାକୁ ଏହା ଟପିଯାଇଛି। ସ୍ପାର୍ସ ଯୋଗୁ ଏଠାରେ ୭୭୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୮ ହଜାର ୯୮ ଜଣ ସ୍ପାସା ଦ୍ୱାରା ସଂକ୍ରମିତ ହୋଇଥିଲେ। ତେବେ ଏବେ କରୋନା ମୃତ୍ୟୁ ସଂଖ୍ୟା ସ୍ପାର୍ସ ରେକର୍ଡ ଭାଙ୍ଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ଶହେ ୯୮ରେ ପହଞ୍ଚିଛି। ସେହିପରି ସନ୍ଦିଗ୍ଧଙ୍କ ସଂଖ୍ୟା ୨୮ ହଜାର ୯ ଶହ ୪୨ରେ ପହଞ୍ଚିଛି। ଇତିମଧ୍ୟରେ ୨ ହଜାର ୬ଶହ ୪୯ ଲୋକଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। କରୋନା ସଂକ୍ରମିତଙ୍କର ୩ ଲକ୍ଷ ୭୧ ହଜାର ୯ଶହ ୫ ଜଣ ନିକଟ ସମ୍ପର୍କୀୟ ଥିବା ସରକାରୀ ଭାବେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିପାରେ ଯୁଦ୍ଧ ଆଶଙ୍କା

ମସ୍କୋ,୨୧ା୨: ୟୁରୋପ ଉପରୁ ଯୁଦ୍ଧ ଆଶଙ୍କା ଟଳିପାରେ। ରୁଷିଆ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କିଙ୍କ ସହ ଫ୍ରାନ୍ସର ରାଷ୍ଟ୍ରପତି ଏମାନୁଏଲ୍‌...

ସାମାଜିକ କାର୍ଯ୍ୟରେ ଲୋକଙ୍କ ଯୋଗଦାନକୁ ପ୍ରୋତ୍ସାହନ ଦେଉଛି ଏନ୍‌ଜିଓ

ବିଶ୍ୱ ଏନ୍‌ଜିଓ ଦିବସ ପ୍ରତିବର୍ଷ ୨୭ ଫେବୃୟାରୀରେ ପାଳନ କରାଯାଏ। ୨୦୧୦ରେ କାଉନ୍‌ସିଲ ଅଫ୍‌ ବାଲ୍‌ଟିକ ସି ଷ୍ଟେଟ୍ସ (ସିବିଏସ୍‌ଏସ୍‌)ର ୯ମ ବାଲ୍‌ଟିକ ସି ଏନ୍‌ଜିଓ...

ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ: ଆମେରିକା ଉସୁକାଉଥିବା ଅଭିଯୋଗ…

ମସ୍କୋ/ଓ୍ବାଶିଂଟନ,୭।୧୨ : ୟୁକ୍ରେନ କ୍ରମାଗତ ଦ୍ୱିତୀୟ ଥର ପାଇଁ ରୁଷିଆରେ ପ୍ରବେଶ କରି ଏହାର ଅନ୍ୟ ଏକ ବାୟୁସେନା ବେସକୁ ଧ୍ୱଂସ କରିଛି। ଡ୍ରୋନ ଆକ୍ରମଣରେ...

ବ୍ରୋଭାରୀରେ ରୁଷିଆର ଏୟାର ଷ୍ଟ୍ରାଇକ୍‌

କ୍ୱିଭ୍‌,୧୨।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୧୭ଦିନରେ ପହଞ୍ଚିଥିବା ବେଳେ ଏବେ ବି ଯୁଦ୍ଧ ଜାରି ରହିଛି। ରୁଷୀୟ ସୈନ୍ୟମାନେ ୟୁକ୍ରେନର...

ପୁଣି ଭାରତକୁ ପ୍ରଶଂସା କଲେ ଇମ୍ରାନ: କହିଲେ,କାହା ଆଗରେ ନଇଁପଡେ ନାହିଁ ଭାରତ

ଇସଲାମାବାଦ,୧୪।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ପୁଣିଥରେ ଭାରତର ସ୍ବାଧୀନ ବୈଦେଶିକ ନୀତିକୁ ପ୍ରଶଂସା କରିଛନ୍ତି। ଲାହୋରରେ ଆୟୋଜିତ ଏକ ରାଲିରେ ଭାରତର ବୈଦେଶିକ...

୫୦୦ କୋଟି ଲୋକ ଶୋଷରେ ହେବେ ଆଉଟୁପାଉଟୁ…

ଓ୍ବାଶିଂଟନ,୬।୧୦: ଏବେ ପୃଥିବୀରେ ଜାରି ରହିଥିବା ବିଶ୍ୱ ତାପନ ଏବଂ ଜଳବାୟୁ ପରିବର୍ତ୍ତନ ଧାରାରେ ପରିବର୍ତ୍ତନ ନ ଆସିଲେ ଆଉ ୩୦ ବର୍ଷ ପରେ ୨୦୫୦...

ଜଣଙ୍କ ଶରୀରରେ ୨ ଭାରିଆଣ୍ଟ

ବ୍ରସେଲ୍ସ, ୧୨ା୭: ଏକା ଥରକରେ କରୋନା ଭୂତାଣୁର ଆଲ୍‌ଫା ଏବଂ ବିଟା ଭାରିଆଣ୍ଟରେ ଆକ୍ରାନ୍ତ ହୋଇଥିବା ବେଲ୍‌ଜିୟମର ଜଣେ ୯୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା...

୧୩ ବର୍ଷ ନାବାଳକଙ୍କ ଦ୍ୱାରା ଗର୍ଭବତୀ ହେଲେ ୩୧ ବର୍ଷ ବୟସ୍କା ମହିଳା…

ଓ୍ବାଶିଂଟନ,୫।୩ : ଆମେରିକାର କଲୋରାଡୋ ରାଜ୍ୟର ଜଣେ ମହିଳା ସ୍ବୀକାର କରିଛନ୍ତି ଯେ ତାଙ୍କର ୧୩ ବର୍ଷ ବୟସ୍କ ନାବାଳକଙ୍କ ସହିତ ଶାରୀରିକ ସମ୍ପର୍କ ଅଛି।...

Advertisement
Archives

Model This Week