ସ୍ପାର୍ସକୁ ଟପିଲା କରୋନା: ମୃତ୍ୟୁ ସଂଖ୍ୟା ୮୧୧ ଛୁଇଁଲା

ବେଜିଂ,୯।୨: ଚାଇନାର କରୋନା ମହାମାରୀ ଯୋଗୁ ହାହାକାର ସୃଷ୍ଟି ହୋଇଛି। ଦେଶର ୩୦ଟିରୁ ଅଧିକ ସହରରେ ସନ୍ଦିଗ୍ଧ ଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୮୧୧ରେ ପହଞ୍ଚିଛି। ୨୦୦୨-୨୦୦୩ରେ ସ୍ପାର୍ସ ଯୋଗୁ ହୋଇଥିବା ମୃତ୍ୟୁ ସଂଖ୍ୟାକୁ ଏହା ଟପିଯାଇଛି। ସ୍ପାର୍ସ ଯୋଗୁ ଏଠାରେ ୭୭୪ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ୮ ହଜାର ୯୮ ଜଣ ସ୍ପାସା ଦ୍ୱାରା ସଂକ୍ରମିତ ହୋଇଥିଲେ। ତେବେ ଏବେ କରୋନା ମୃତ୍ୟୁ ସଂଖ୍ୟା ସ୍ପାର୍ସ ରେକର୍ଡ ଭାଙ୍ଗିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭ ହଜାର ଶହେ ୯୮ରେ ପହଞ୍ଚିଛି। ସେହିପରି ସନ୍ଦିଗ୍ଧଙ୍କ ସଂଖ୍ୟା ୨୮ ହଜାର ୯ ଶହ ୪୨ରେ ପହଞ୍ଚିଛି। ଇତିମଧ୍ୟରେ ୨ ହଜାର ୬ଶହ ୪୯ ଲୋକଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। କରୋନା ସଂକ୍ରମିତଙ୍କର ୩ ଲକ୍ଷ ୭୧ ହଜାର ୯ଶହ ୫ ଜଣ ନିକଟ ସମ୍ପର୍କୀୟ ଥିବା ସରକାରୀ ଭାବେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକା ନେଲେ ମିଳିବ ୧୦ ଲକ୍ଷ ଟଙ୍କା

ଓ୍ବାଶିଂଟନ୍‌,୧୪।୫: କରୋନା ମହାମାରୀ ମଧ୍ୟରେ ସମଗ୍ର ଦେଶର ସରକାର ଲଗାତର ଟିକା ନେବାକୁ ପ୍ରୋତ୍ସାହିତ କରୁଛନ୍ତି। କରୋନା ଟିକା କେବଳ ଲୋକଙ୍କୁ ସୁରକ୍ଷା ଦିଏ ନାହିଁ,...

ଆଫଗାନିସ୍ତାନରେ ଯୌନ ଦାସତ୍ୱ ଆଶଙ୍କା ବଢ଼ିଲା…

କାବୁଲ,୧୭।୮: ଆଫଗାନିସ୍ତାନରେ ତାଲିବାନର ପ୍ରତ୍ୟାବର୍ତ୍ତନ ଦ୍ୱାରା ମହିଳାମାନେ ଅଧିକ ଭୟଭୀତ ହୋଇପଡ଼ିଛନ୍ତି। ଜୁଲାଇ ଆରମ୍ଭରେ, ସେ ତାଲିବାନ ସଦସ୍ୟଙ୍କ ସହିତ ଦେଶର ୧୫ ବର୍ଷ ବାଳିକାଙ୍କଠାରୁ...

ଅଷ୍ଟ୍ରେଲିଆରେ ଭୟଙ୍କର ବନ୍ୟା

ସିଡନୀ,୩।୩: ସପ୍ତାହେ ଧରି ଲଗାଣ ବର୍ଷାରେ ଅଷ୍ଟ୍ରେଲିଆରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ବର୍ତ୍ତମାନ ସୁଦ୍ଧା ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ...

ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ଦେଶର ମାନ୍ୟତା ଦେଲା ରୁଷିଆ

ମସ୍କୋ,୨୨ ।୨: ୟୁକ୍ରେନ ମାମଲାରେ ଏକ ବଡ ପଦକ୍ଷେପ ସ୍ୱରୂପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ପୂର୍ବ ୟୁକ୍ରେନର ବିଦ୍ରୋହୀ ଅଞ୍ଚଳ ଡେନେତ୍ସକ ଓ...

ଭାଇ ଚାହୁଁଥିଲେ ୫ମ ସନ୍ତାନ, ଏହି ଇଚ୍ଛାକୁ ସ୍ତ୍ରୀ ନୁହନ୍ତି; ଏମିତି ପୂରଣ କଲେ ଭଉଣୀ

ଓ୍ବାଶିଂଟନ,୨୬।୪: ସମାଜରେ ଭାଇ-ଭଉଣୀ ସମ୍ପର୍କ ସବୁଠୁ ପବିତ୍ର ସମ୍ପର୍କ ବୋଲି କୁହାଯାଏ। ମାତ୍ର ଯେତେବେଳେ ଶୁଣିବାକୁ ମିଳେ ଯେ, ଭାଇଙ୍କ ପିଲାକୁ ଭଉଣୀ ଜନ୍ମ ଦେଇଛନ୍ତି...

ପାକିସ୍ତାନରେ ନିର୍ମାଣ ହେବ ମନ୍ଦିର, ପାଣ୍ଠି ଯୋଗାଇବେ ସରକାର

କରାଚୀ,୧ା୧- ପାକିସ୍ତାନର ଉତ୍ତରପଶ୍ଚିମ ପ୍ରଦେଶ ଖାଇବର ପାଖତୁଖ୍ବାରେ ଚଳିତ ସପ୍ତାହରେ ମୁସଲମାନ ଗୋଷ୍ଠୀ ଏକ ମନ୍ଦିରକୁ ସମ୍ପୂର୍ଣ୍ଣ ଭାଙ୍ଗି ଦେଇଥିଲେ। ଏହାର ଭିଡିଓ ଭାଇରାଲ ହେବା...

ପୂର୍ବତନ ସ୍ତ୍ରୀଙ୍କୁ ୫,୫୦୦ କୋଟି ଦେବେ ଦୁବାଇ ଶାସକ

ଲଣ୍ଡନ, ୨୧ା୧୨: ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ) ଶାସକ ଶେଖ୍‌ ମହମ୍ମଦ ବିନ୍‌ ରସିଦ୍‌-ଅଲ୍‌-ମୁକ୍ତମ୍‌ ଏବଂ ତାଙ୍କ ପୂର୍ବତନ ସ୍ତ୍ରୀ ହାୟା ବିଣ୍ଟ ଅଲ୍‌ ହୁସେନ୍‌(୪୭)ଙ୍କ ମଧ୍ୟରେ...

ପାକିସ୍ତାନର ପ୍ରଧାନମନ୍ତ୍ରୀ ଦୌଡରେ ଶହବାଜ ଶରିଫ

ଇସଲାମାବାଦ,୧୦ ।୪: ପାକିସ୍ତାନରେ ଶନିବାର ରାତି ଅଧରେ ରାଜନୈତିକ ଡ୍ରାମା ଦେଖିବାକୁ ମିଳିଥିଲା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ସଂସଦରେ ଇମ୍ରାନ ଖାଁଙ୍କ ବିରୋଧରେ ହୋଇଥିବା...

Advertisement
Archives

Model This Week