ସ୍ପେନରେ ୨୪ ଘଣ୍ଟାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ

ମାଡ୍ରିଡ଼,୪।୪:ସ୍ପେନ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଶନିବାର ସୁଦ୍ଧା ସେଠାରେ ୭,୦୨୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଵା ସହ ୮୦୯ ଜଣଙ୍କ ମୃତ୍ୟୁ ହୋଇଛି। ୟୁରୋପ ଗଣମାଧ୍ୟମର ସୂଚନା ଅନୁଯାୟୀ ଏବେସୁଦ୍ଧା ୟୁରୋପରେ ୧୧,୭୪୪ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରହିଛି ୧୨୪,୭୩୬ ଏମାନଙ୍କ ମଧ୍ୟରୁ ୩୪,୨୧୯ ଜଣ ସୁସ୍ଥ ହୋଇଛନ୍ତି। ୬,୫୦୦ ଜଣ ଆଇସିୟୁରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଣ୍ଡନରେ ଦିଲ୍ଲୀ ହିଂସାକୁ ବିରୋଧ: ଶାହାଙ୍କ ଇସ୍ତଫା ଦାବି

ଇଂଲଣ୍ଡ,୧।୩: ଦିଲ୍ଲୀରେ ଘଟିଥିବା ଭିଡ ହିଂସାର ପ୍ରଭାବ ବିଦେଶରେ ମଧ୍ୟ ଦେଖିବାକୁ ମିଳିଛି। ଏହା ବିରୋଧରେ ଲଣ୍ଡନ, ପ୍ୟାରିସ୍‌,ବ୍ରସେଲ୍ସ୍‌, ଜେନେଭା, ହେଲସିଙ୍କ୍‌,କାରାକୋୱ, ଦି ହଗ୍‌, ଷ୍ଟକ୍‌ହୋମ୍‌,...

ଘରେ ପହଞ୍ଚୁଛି ଆଲ୍‌କୋହଲ

ଦୁବାଇ,୧୦।୪: କରୋନା ସଂକ୍ରମଣ ଭୟରେ ରାସ୍ତାଘାଟ ଶୂନ୍‌ଶାନ୍‌, ସବୁକିଛି ଠପ୍‌। ବ୍ୟବସାୟିକ କାରବାର ବନ୍ଦ ହୋଇଯାଇଥିବାରୁ ଅନ୍ୟ ଦେଶଗୁଡ଼ିକ ଭଳି ବିପୁଳ ରାଜସ୍ବ ହରାଇବାରେ ଲାଗିଛି...

ଆକ୍ରାନ୍ତ ପୋଲିସ ଅଧିକାରୀଙ୍କ ସ୍ତ୍ରୀ କରୋନା ପିଜିଟିଭ

କଟକ ଅଫିସ,୩୦।୬: କଟକ ସିଡିଏ ସେକ୍ଟର ୯ରୁ ପୂର୍ବରୁ ଜଣେ ପୋଲିସ ଅଧିକାରୀ କରୋନାରେ ସଂକ୍ରମିତ ହୋଇଥିଲେ। ଫଳରେ ପରିବାର ବର୍ଗଙ୍କ ସ୍ବାବ୍‌ ସଂଗ୍ରହ କରାଯାଇ...

ଏଲନ ମସ୍କଙ୍କ ଜୀବନକୁ ଭୟ, କହିଲେ କେହିବି କରିପାରେ ଗୁଳି, ଖୋଲା କାରରେ କୁଆଡେ ଯାଉନାହିଁ

ୱାଶିଂଟନ,୫ ।୧୨: ଟୁଇଟରର ନୂଆ ମାଲିକ ତଥା ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ଏବେ ଜୀବନକୁ ଭୟ କରୁଛନ୍ତି । ଶନିବାର ମସ୍କ...

କରୋନା ପାଇଁ ବେଜିଂକୁ ଦାୟୀ କଲେ ନିକ୍କି ହେଲି

ୱାଶିଂଟନ,୨୮ ।୨: ଆମେରିକାନ ରିପ୍ଲିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ନିକ୍କି ହେଲି ମଙ୍ଗଳବାର କହିଛନ୍ତି କୋଭିଡ-୧୯ ସମ୍ଭବତଃ ଚାଇନାର ଲାବୋରୋଟୋରିରୁ ଆସିଛି, ସେଥିପାଇଁ ଚାଇନାକୁ ଦିଆଯାଉଥିବା...

ପ୍ରତ୍ୟର୍ପଣ ବିଳମ୍ବ ଲାଗି ଆଣ୍ଟିଗୁଆ ବିଚାରପତିଙ୍କୁ ଲାଞ୍ଚ ଦେଇଛନ୍ତି ଚୋକ୍‌ସି

ସେଣ୍ଟ ଜନ୍ସ,୧୪।୧: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଆଣ୍ଟିଗୁଆରେ ନିଜର ସୁରକ୍ଷା ପାଇଁ ପୋଲିସ ଓ ବିଚାରପତିଙ୍କୁ ଲାଞ୍ଚ ଦେଇଥିବା ତଦନ୍ତରୁ ଜଣାପଡ଼ିଛି। ଜଣାଶୁଣା...

ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ...

ଗୋଟାବାୟା, ବାସିଲଙ୍କୁ ଏୟାରପୋର୍ଟରେ ଅଟକାଇଲେ

କଲମ୍ବୋ,୧୩ା୭: ଶାନ୍ତିପୂର୍ଣ୍ଣ ଉପାୟରେ କ୍ଷମତା ହସ୍ତାନ୍ତର କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଶ୍ରୀଲଙ୍କାର ୭୩ ବର୍ଷୀୟ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ମଙ୍ଗଳବାର ଦୁବାଇକୁ ପଳାୟନ ଉଦ୍ୟମ...

Advertisement
Archives

Model This Week