Posted inଜାତୀୟ

ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କଲେ ପଓ୍ବନ

ନୂଆଦିଲ୍ଲୀ,୧୭।୧: ନିର୍ଭୟା ଗଣବଳାତ୍କାର ଦୋଷୀ ପଓ୍ବନ ଗୁପ୍ତା ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଶୁକ୍ରବାର ସେ ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ(ଏସ୍‌ଏଲ୍‌ପି) ଦାଖଲ କରିଛନ୍ତି। ସେଥିରେ ସେ ଦର୍ଶାଇଛନ୍ତି କି ଘଟଣା ସମୟରେ ଅର୍ଥାତ୍‌ ୨୦୧୨ ମସିହାରେ ସେ ଜଣେ ନାବାଳକ ଥିଲେ। ହେଲେ ଏହାକୁ ଦିଲ୍ଲୀ ହାଇକୋର୍ଟ ଗ୍ରହଣ କରି ନ ଥିଲେ। ସୂଚନାଯୋଗ୍ୟ, ୨୦୧୨, ଡିସେମ୍ବରରେ ପାରାମେଡିକାଲ ଛାତ୍ରୀ ନିର୍ଭୟାଙ୍କୁ ଏକ ଚଳନ୍ତା ବସରେ ରାଜଧାନୀ ଦିଲ୍ଲୀରେ ଗଣବଳାତ୍କାର କରାଯାଇଥିଲା। ଏହାର ଦୋଷୀଙ୍କୁ ଏବେ କୋର୍ଟ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୦ ହଜାର ଜୀବନ ନେଉଛି ଡେଙ୍ଗୁ

ମେ’ ୧୬ରେ ଭାରତରେ ଜାତୀୟ ଡେଙ୍ଗୁ ଦିବସ ପାଳନ କରାଯାଇଥାଏ। ଡେଙ୍ଗୁ ଜ୍ୱର ସମ୍ପର୍କରେ ସଚେତନତା ସୃଷ୍ଟି ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏଡିସ୍‌ ପ୍ରଜାତିର...

ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ତାଣ୍ଡବ ରଚିବା ଆଶଙ୍କା …

ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା...

ପାର୍ଟି ବଦଳିଲେ ଭାଜପା, ଏସ୍‌ପି ପ୍ରାର୍ଥୀ

ଲକ୍ଷ୍ନୌ,୨୪।୧: ଉତ୍ତରପ୍ରଦେଶରେ ନେତାଙ୍କ ଦଳ ବଦଳ ଜାରି ରହିଛି। ଏହି ଅବସରରେ ସମାଜବାଦୀ ପାର୍ଟି ବିଧାୟକ ସୁଭାଷ ରାୟ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ସେହିପରି...

ଭାଜପାର ମାଗଣା କରୋନା ଟିକା ପ୍ରତିଶ୍ରୁତି ଯୋଗୁ ହୋଇନି ଆଚାର ସଂହିତା ଉଲ୍ଲଂଘନ: ନିର୍ବାଚନ କମିଶନ

ନୂଆଦିଲ୍ଲୀ,୩୧।୧୦: ବିହାର ବିଧାନସଭା ନିର୍ବାଚନରେ ଭାଜପା ପକ୍ଷରୁ ଜାରି ହୋଇଥିବା ଘୋଷଣା ପତ୍ରରେ ମାଗଣା କରୋନା ଟିକା ପ୍ରତିଶ୍ରୁତି ଦିଆଯାଇଛି। ଏହାକୁ ନେଇ ସୂଚନା ଅଧିକାର...

ଭାରତ-ଚାଇନା ବିବାଦକୁ ନେଇ ସର୍ବଦଳୀୟ ବୈଠକ: ଏଏପି ବ୍ୟତୀତ ସାମିଲ ହେଲେ ୨୦ ଦଳ

ନୂଆଦିଲ୍ଲୀ,୧୯।୬: ଭାରତ-ଚାଇନା ସୀମା ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅପରାହ୍ନରେ ଏକ ସର୍ବଦଳୀୟ ବୈଠକ ଆୟୋଜିତ ହୋଇଛି। ଏଥିରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ...

କରୋନାରେ ପ୍ରାଣ ହରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ

ଅହମ୍ମଦାବାଦ,୨୭।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। କରୋନା ଅନେକ ଜୀବନ ନେଲାଣି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଖୁଡୀ...

ଶପଥ ନେଲେ ଆନନ୍ଦିବେନ ପଟେଲ

ଭୋପାଳ,୧।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏବେ ସେ ଉତ୍ତର ପ୍ରଦେଶର ରାଜ୍ୟପାଳ ଥିବା ବେଳେ ମଧ୍ୟପ୍ରଦେଶ ରାଜ୍ୟପାଳ...

ମାଇନସ୍‌ ଡିଗ୍ରୀ ତାପମାତ୍ରାରେ ତପସ୍ୟା କଲେ ଯୋଗୀ

ନୂଆଦିଲ୍ଲୀ,୧୬।୨: କୁହାଯାଏ ତପସ୍ୟାର ଶକ୍ତି ଖୁବ୍‌ ଅଧିକ। ଏବେ ଭାଇରାଲ ହୋଇଥିବା ଏକ ଭିଡିଓ ଏହାର ସତ୍ୟତା ସମ୍ପର୍କରେ ସୂଚନା ଦେଉଛି ବୋଲି ଆଲୋଚନା ହେଉଛି।...

Advertisement
Archives

Model This Week