Posted inଜାତୀୟ

ସ୍ବଚ୍ଛତା ଅଭିଯାନ: ଗୀତ ଗାଇ ଲୋକଙ୍କୁ ସଚେତନ କରୁଛନ୍ତି ମ୍ୟୁନିସିପାଲିଟି କର୍ମଚାରୀ ମହାଦେବ ଯାଦବ

ପୁଣେ,୧୮।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଦେଶରେ ସ୍ବଚ୍ଛତା ଅଭିଯାନ ଜାରି ରଖିଛନ୍ତି। ପୁଣେ ମ୍ୟୁନିସିପାଲିଟିରେ କାମ କରୁଥିବା ମହାଦେବ ଯାଦବ ରାସ୍ତା ଘାଟ ସଫା କରିବା ସମୟରେ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ଲାଗି ଗୀତ ଗାଉଛନ୍ତି। ଏସବୁ ଗୀତ ସେ ନିଜେ ରଚନା କରିଛନ୍ତି। ଶୁଖିଲା ଏବଂ ତରଳ ଆବର୍ଜନା ଭିନ୍ନ ଭିନ୍ନ ସ୍ଥାନରେ ପକାଇବା ଲାଗି ସେ ଲୋକଙ୍କୁ ଗୀତ ମାଧ୍ୟମରେ ଅନୁରୋଧ କରୁଛନ୍ତି। ମହାଦେବଙ୍କ ଗୀତ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବହୁ ଲୋକ ମହାଦେବଙ୍କ ଏଭଳି ନିଆରା ପ୍ରୟାସକୁ ସ୍ବାଗତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ

ମୋଦିଙ୍କୁ ରାଖୀ ପଠାଇଲେ ପାକିସ୍ତାନ ଭଉଣୀ ନୂଆଦିଲ୍ଲୀ,୭।୮: ଆଗକୁ ଆସୁଛି ରକ୍ଷାବନ୍ଧନ। ଭାଇ ହାତରେ ରାଖୀ ବାନ୍ଧିବାକୁ ଭଉଣୀମାନେ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ...

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଖୁବଶୀଘ୍ର ଆରମ୍ଭ ହେବ ଫ୍ରି ଯୋଗ କ୍ଲାସ

ଚଣ୍ଡିଗଡ଼,୩।୪: ପଞ୍ଜାବବାସୀଙ୍କ ପାଇଁ ଖୁସି ଖବର। ଏବେ ପଞ୍ଜାବର କିଛିି ଜିଲାରେ ମିଳିବ ମାଗଣା ଯୋଗ ଶିକ୍ଷା। ମୁଖ୍ୟମନ୍ତ୍ରୀ ଯୋଗଶାଳା ମାଧ୍ୟମରେ ରାଜ୍ୟର ଲୋକଙ୍କୁ ମାଗଣା...

ହସ୍ପିଟାଲରେ ଭର୍ତ୍ତି ହେଲେ ସୁଶାନ୍ତ ସିଂ ରାଜପୁତଙ୍କ ପିତା

ପାଟନା,୨୦।୧୨-ଦିବଂଗତ ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପିତା କେକେ ସିଂହ ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ହରିୟାଣା...

ମହାଶିବରାତ୍ରି ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧।୨: ପବିତ୍ର ମହାଶିବରାତ୍ରି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ମୋଦି ଟୁଇଟ କରି ଦେଶବାସୀଙ୍କୁ...

ଆଦାର ପୁନାଓ୍ବାଲା: ଘୋଡ଼ା ବେପାରୀରୁ ଭାକ୍ସିନ୍‌ ଉଦ୍ୟୋଗ ବାଦଶାହ…

ନୂଆଦିଲ୍ଲୀ,୨୬।୫: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଥିବାବେଳେ ଭାରତର ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ଚର୍ଚ୍ଚାର ପରିସରକୁ ଆସିଥିଲା। ଦେଶର ସାଧାରଣ ଲୋକେ ପୂର୍ବରୁ...

ଭାରତ ପାଇଁ ସତର୍କ ଘଣ୍ଟି

ନୂଆଦିଲ୍ଲୀ, ୧୮।୧: ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ସମସ୍ତଙ୍କ ଅପେକ୍ଷା ଥିଲା ଟିକାକୁ। ସଂକ୍ରମଣର ପ୍ରାୟ ବର୍ଷେ ପରେ ଆମେରିକା, ବ୍ରିଟେନ,...

୨୪୬ ମହିଳା ସେନା ଅଧିକାରୀଙ୍କ ପଦୋନ୍ନତି ପାଇଁ ସ୍ବତନ୍ତ୍ର ଚୟନ ବୋର୍ଡ ଗଠିତ: କେନ୍ଦ୍ରର ଜବାବ…

ନୂଆଦିଲ୍ଲୀ,୧୩।୧୨ : କେନ୍ଦ୍ର ସରକାର ମଙ୍ଗଳବାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି ଯେ ୨୪୬ ମହିଳା ସେନା ଅଧିକାରୀଙ୍କ ପଦୋନ୍ନତି ପାଇଁ ଏକ ସ୍ବତନ୍ତ୍ର ଚୟନ ବୋର୍ଡ ଗଠନ...

ତାରିଖ ପରେ ତାରିଖ, ୭୦ ବର୍ଷ ଧରି ବିଚାରଧୀନ ରହିଛି ୧୯୫୩ ମସିହାର ମହାରାଷ୍ଟ୍ରର ଏକ ମାମଲା…

ନୂଆଦିଲ୍ଲୀ,୯।୧ : ଦେଶର କୋର୍ଟରେ ୪ କୋଟିରୁ ଅଧିକ ମାମଲା ବିଚାରାଧୀନ ଅଛି। ବିଚାରାଧୀନ ମାମଲାଗୁଡ଼ିକ ଉପରେ ନ୍ୟାୟିକ ବିଦ୍ୱାନମାନେ ପ୍ରଶ୍ନ ଉଠାଉଛନ୍ତି। କିନ୍ତୁ ଦେଶର...

Advertisement
Archives

Model This Week