ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ ୬୯,୦୦୦ କୋଟି ଟଙ୍କାର ବ୍ୟୟ ବରାଦ ବଜେଟରେ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ପୋଲିସ କମିଶନରଙ୍କ ଘରେ ଲାଗିଲା ନୋଟିସ

ମୁମ୍ବାଇ,୨୩।୧୧: ବେଆଇନ ଅର୍ଥ ଆଦାୟ ମାମଲାରେ ସ୍ଥାନୀୟ ଅଦାଲତ ମଙ୍ଗଳବାର ମୁମ୍ବାଇର ପୂର୍ବତନ ପୋଲିସ କମିଶନର ପରମବୀର ସିଂଙ୍କୁ ପଳାତକ ଘୋଷଣା କରିଛନ୍ତି। ଏପରି କି...

କରୋନା ସଙ୍କଟ: ୪୦,୦୦୦ କଏଦୀଙ୍କୁ ମିଳିଛି ଅସ୍ଥାୟୀ ଜାମିନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ଲାଗି ଦେଶରେ ଲକ୍‌ଡାଉନ୍‌...

ମୋବାଇଲ ଟାରିଫ ବଢାଇବେ ଭୋଡାଫୋନ-ଆଇଡିଆ,ଏୟାରଟେଲ

ନୂଆଦିଲ୍ଲୀ,୧୯-୧୧: ଡିସେମ୍ବର ୧ରୁ ଭୋଡାଫୋନ-ଆଇଡିଆ ଏବଂ ଏୟାରଟେଲ ଭଳି କମ୍ପାନୀ ସେମାନଙ୍କ ସର୍ଭିସ ରେଟ୍‌ ବଢାଇବା ନେଇ ସୂଚନା ଦେଇଛନ୍ତି। ଏହି କମ୍ପାନୀଗୁଡିକ ବର୍ତ୍ତମାନ ବିଭିନ୍ନ...

ବଜେଟ ପୂର୍ବରୁ ଉଦ୍ୟୋଗ ଜଗତକୁ ଭେଟିବେ ସୀତାରାମନ

ନୂଆଦିଲ୍ଲୀ,୯-୬: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ନିଜର ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ପୂର୍ବରୁ ଦେଶର ପ୍ରମୁଖ ଉଦ୍ୟୋଗ ସଂଗଠନଗୁଡ଼ିକର ପ୍ରତିନିଧିଙ୍କୁ ଭେଟିବେ। ଆସନ୍ତା ୧୧ରେ ହେବାକୁ...

ବିଏସ୍‌ଏନ୍‌ଏଲର ଶସ୍ତା ପ୍ଲାନ୍‌

ନୂଆଦିଲ୍ଲୀ: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌) ଶନିବାର ଦେଶରେ ସବୁଠାରୁ ଶସ୍ତା ପ୍ଲାନ୍‌ର ଶୁଭାରମ୍ଭ କରିଛି। କମ୍ପାନୀ ୪୭ ଟଙ୍କା ମୂଲ୍ୟର ଏକ ନୂତନ ରିଚାର୍ଜ...

ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ଟପିଲା…

ନୂଆଦିଲ୍ଲୀ, ୧୦।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ...

ଯେସାକୁ ତେସା ରାଜନୀତି କଲେ ସିଦ୍ଧୁ

ନୂଆଦିଲ୍ଲୀ,୫।୧୨: ପଞ୍ଜାବ ରାଜନୀତିରେ ନିଜ ପାଇଁ ବଡ଼ ସମ୍ଭାବନା ଖୋଜୁଥିବା ଅରବିନ୍ଦ କେଜ୍‌ରିୱାଲଙ୍କୁ ରବିବାର ଦିଲ୍ଲୀରେ କଂଗ୍ରେସ ଘେରିଛି। କେଜ୍‌ରିୱାଲ ଯେଉଁ ପ୍ରସଙ୍ଗରେ ପଞ୍ଜାବରେ ନିଜର...

ବିମୁଦ୍ରୀକରଣ ବେଳେ ଜମା ହୋଇପାରି ନ ଥିଲା ୧.୧୭ କୋଟି ଅଚଳ ଟଙ୍କା: ସୁପ୍ରିମକୋର୍ଟ ଗଲେ ବ୍ୟବସାୟୀ

ନୂଆଦିଲ୍ଲୀ,୩୧ା୮: ବିମୁଦ୍ରୀକରଣ ବେଳେ ୧ କୋଟି ୧୭ ଲକ୍ଷ ଅଚଳ ଟଙ୍କା ଜମା କରିପାରି ନ ଥିବା ତାମିଲନାଡୁର ଜଣେ ବ୍ୟବସାୟୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...

Advertisement
Archives

Model This Week