Advertisement
Posted inଜାତୀୟ

ସ୍ବଚ୍ଛ ଭାରତ ଅଭିଯାନରେ ସାମିଲ ହେଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୩।୭: ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ଭାଜପାର କେତେଜଣ ଏମ୍‌ପି। ଏମାନେ ସଂସଦ ଭବନ ପରିସରରେ ଶନିବାର ଝାଡ଼ୁ ମାରୁଥିବା ଦେଖାଯାଇଛି। ଏଥିରେ ସାମିଲ ହୋଇଥିବା ବଡ ବଡ ନେତାଙ୍କ ମଧ୍ୟରେ ଅଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା, ହେମା ମାଳିନୀ ଓ ଅନୁରାଗ ଠାକୁର।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଖଣି ଭୁଶୁଡିବା ଘଟଣା: ୮ ମୃତଦେହ ଉଦ୍ଧାର

ଆଇଜୋଲ,୧୫।୧୧: ମିଜୋରାମର ହନ୍ତିଆଲ ଜିଲାର ଏକ ପାହାଡ ଉପରେ ଥିବା ପଥର ଖଣି ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ଅତି କମରେ ୮ ଜଣଙ୍କର ମୃତ୍ୟୁ...

ପଶୁ ଚୋରି ସନ୍ଦେହରେ ୩ ଜଣଙ୍କୁ ପିଟିପିଟି ମାରିଦେଲେ ଗାଁ ଲୋକେ

ପାଟଣା, ୧୯।୭: ବିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ପଶୁ ଚୋରି ସନ୍ଦେହରେ ୩ ଜଣଙ୍କୁ ପିଟିପିଟି ହତ୍ୟା କରିଛନ୍ତି ଗାଁ ଲୋକେ। ପୋଲିସ ମୃତଦେହ...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି

ନୂଆଦିଲ୍ଲୀ,୫।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ଅବସର ବୟସ ସୀମା ୬୦ ବର୍ଷରୁ କମିବନି। ଏନେଇ ସରକାରଙ୍କ ପକ୍ଷରୁ କୌଣସି ଯୋଜନା ନାହିଁ ବୋଲି କାର୍ମିକ ରାଜ୍ୟ...

ନିର୍ବାଚନରେ ମାଗଣା ଉପହାର ଦେବା ମାମଲା, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୬।୭ : ର୍ନିବାଚନ ସମୟରେ ରାଜନୈତିକ ଦଳମାନଙ୍କ ଦ୍ୱାରା ମାଗଣା ଉପହାର ପ୍ରଦାନ ରୋକିବା ପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କଠାରୁ ଜବାବ ଲୋଡ଼ିଛନ୍ତି। ସୁପ୍ରିମକୋର୍ଟ...

ଅସୁସ୍ଥ ମୁଲାୟମଙ୍କୁ ଭେଟିଲେ ଯୋଗୀ

ଲକ୍ଷ୍ନୌ, ୧୦।୬:ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ମୁଲାୟମ ସିଂହ ଯାଦବଙ୍କୁ ଭେଟିଛନ୍ତି। ଏଥିସହ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ପଚାରି...

୨୬୭ ଦିନ ପରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୧୨।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ...

ଫାରୁକ୍‌-ଉମର ନଜରବନ୍ଦ, ମେହବୁବାଙ୍କ ଉପରେ କଟକଣା

ଶ୍ରୀନଗର,୧୪।୨: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନଫରେନ୍ସ୍‌ର ନେତା ଫାରୁକ୍‌ ଅବଦୁଲ୍ଲା ଏବଂ ତାଙ୍କ ପୁଅ ଉମର ଅବଦୁଲ୍ଲାଙ୍କୁ ନଜରବନ୍ଦ କରାଯାଇଥିବା ଅଭିଯୋଗ ହୋଇଛି।...

ସ୍ଥିତି ପୁଣି ଅଣାୟତ୍ତ ମୁହାଁ, ସକ୍ରିୟ ମାମଲା ଲକ୍ଷେ ୧୫ ହଜାର ଟପିଲା…

ନୂଆଦିଲ୍ଲୀ, ୬।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

Advertisement
Archives

Model This Week