ସ୍ବଚ୍ଛ ଭାରତ ଅଭିଯାନ: ମୋଦିଙ୍କୁ ମିଳିବ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’

ଓ୍ବାଶିଂଟନ,୨୪।୯: ସ୍ବଚ୍ଛ ଭାରତ ଅଭିଯାନ ଅନ୍ତର୍ଗତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାରେ ‘ଗ୍ଲୋବାଲ ଗୋଲ୍‌ କିପର ଆଓ୍ବାର୍ଡ’ ପ୍ରଦାନ କରାଯିବ। ବିଲ୍‌-ମିଲେଣ୍ଡା ଫାଉଣ୍ଡେସନ୍‌ ପକ୍ଷରୁ ଏହି ପୁରସ୍କାର ଦିଆଯିବ। ବିଶ୍ୱସ୍ତରରେ ଅବା ନିଜ ଦେଶରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ରାଜନେତାଙ୍କୁ ଏହି ଫାଉଣ୍ଡେସନ ପକ୍ଷରୁ ପୁରସ୍କୃତ କରାଯାଇଥାଏ। ସୂଚନାଯୋଗ୍ୟ, ଭାରତରେ ମୋଦି ୨୦୧୪ ଅକ୍ଟୋବର ୨ଠାରୁ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରିଥିଲେ। ଏହା ଦ୍ୱାରା ୫୦ କୋଟି ଲୋକ ଉପକୃତ ହୋଇପାରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଟ୍ରମ୍ପଙ୍କୁ ଇରାନର ଭୟଙ୍କର ଚେତାବନୀ: ଯଦି ବନ୍ଦରଗୁଡ଼ିକ ପ୍ରତି ବିପଦ ସୃଷ୍ଟି ହୁଏ, ତା’ହେଲେ…

ଓ୍ବାଶିଂଟନ୍‌,୧୩।୪: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ଏକ ନୂତନ ଏବଂ ଗମ୍ଭୀର ମୋଡ଼ ନେଇଛି। ଆମେରିକା ଇରାନର ଉପସାଗରୀୟ ବନ୍ଦରଗୁଡ଼ିକର ନୌସେନା ଅବରୋଧ ଘୋଷଣା…

ବିଶ୍ୱଯୁଦ୍ଧ ଆରମ୍ଭ! ନେତାନ୍ୟାହୁଙ୍କ ବଡ଼ ଘୋଷଣା: ଶେଷ ହୋଇପାରେ…ସାରା ବିଶ୍ୱରେ ଭୟଙ୍କର ବାତାବରଣ

ଓ୍ବାଶିଂଟନ୍‌,୧୩।୪: ଇରାନ ଏବଂ ଆମେରିକା ମଧ୍ୟରେ ଇସଲାମାବାଦ ଆଲୋଚନା ବିଫଳ ହେବା ପରେ, ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଧମକ ଦେଇଛନ୍ତି। ଆମେରିକା ନୌସେନା…

ପଞ୍ଚଭୂତରେ ବିଲୀନ ହେଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ; ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ, ପୁଅ ଦେଲେ ମୁଖାଗ୍ନି

ମୁମ୍ବାଇ,୧୩।୪: ବଲିଉଡରେ ଶୋକର ଲହରୀ ଖେଳିଯାଇଛି । ସିନେମା ଏବଂ ସଙ୍ଗୀତ ଜଗତ ଜଣେ କିମ୍ବଦନ୍ତୀ ଗାୟିକାଙ୍କୁ ହରାଇଛି । ଆଶା ଭୋସଲେ ଦଶନ୍ଧି ଧରି ଚଳଚ୍ଚିତ୍ର…

ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?

ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…

ପ୍ରଥମେ ୫୦% ଟାରିଫ୍‌ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି

ଓ୍ବାଶିଂଟନ୍‌,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri