Posted inଜାତୀୟ

ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତହୋଇ ୬୬ ଫୁଟର ଝାଡୁ ତିଆରିକଲେ ଶିକ୍ଷକ: ସୋସିଆଲ ମିଡ଼ିଆରେ ଭାଇରାଲ

ଜୟପୁର,୨୪।୪: କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତ ହୋଇ ରାଜସ୍ଥାନ ପଲାମୁର ଜଣେ ୨୨ ବର୍ଷ ବୟସ୍କ ଶିକ୍ଷକ ତିଆରି କରିଛନ୍ତି ୬୬ ଫୁଟର ଏକ ଝାଡୁ। ଶିକ୍ଷକ ଅଶୋକ କୁମାର ଠାକୁର ବାସ ସ୍ଥିତ ରାଜକୀୟ ପ୍ରବେଶିକା ସଂସ୍କୃତ ବିଦ୍ୟାଳୟରେ କାର୍ଯ୍ୟ କରୁଛନ୍ତି। ଏବେ ଏହି ଝାଡୁକୁ ରାଣାବାସ ସ୍ଥିତ ମେଘଓ୍ବାଲ ଛାତ୍ରାବାସରେ ରଖାଯାଇଛି। ଏହା ବିଶ୍ୱ ରେକର୍ଡରେ ସ୍ଥାନୀତ ହେବ ବୋଲି ଅଶୋକ କହିଛନ୍ତି। ଅଶୋକଙ୍କୁ ଏହି ଝାଡୁ ନିର୍ମାଣରେ ମାଙ୍ଗିଲାଲ୍‌ ରାଠୋଡ୍‌, ସୁଖଦେବ ଗୋୟଲ, ବିନୋଦ କୁମାର ମେହେରା ପ୍ରମୁଖ ସହଯୋଗ କରିଛନ୍ତି। ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୪ ଅକ୍ଟୋବର ୨ଠାରୁ ସ୍ବଚ୍ଛ ଭାରତ ଅଭିଯାନ ଆରମ୍ଭ କରାଯାଇଥିଲା। ଏହି ମିଶନ ଅଶୋକଙ୍କୁ ବେଶ୍‌ ଆକର୍ଷିତ କରିଥିଲା। ଅଶୋକଙ୍କ ଝାଡୁ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଚାରପତି ରାକେଶ ଜୈନ୍‌ କରିବେ ଲଖିମପୁର ଘଟଣାର ଯାଞ୍ଚ୍‌…

ନୂଆଦିଲ୍ଲୀ,୧୭।୧୧: ଉତ୍ତରପ୍ରଦେଶର ଲଖିମପୁର ଖେରିରେ ଘଟିଥିବା ହିଂସା ଘଟଣାର ଯାଞ୍ଚ୍‌ ପାଇଁ ସୁପ୍ରିମକୋର୍ଟ  ଏସଆଇଟି ଗଠନ କରିଛନ୍ତି। ଯାଞ୍ଚ୍‌ର ତଦାରଖ ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ପଞ୍ଜାବ-ହରିୟାଣା...

କଳ୍ପନା ସୋରେନ ହୋଇପାରନ୍ତି ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୬ ।୮: ଝାଡ଼ଖଣ୍ଡରେ ଏବେ ରାଜନୈତିକ ଝଡ ଲାଗି ରହିଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବିଧାନସଭା ସଦସ୍ୟତା ଉପରେ ଖଣ୍ଡା ଝୁଲୁଛି । ଅବୈଧ...

କେନ୍ଦ୍ରରେ କଂଗ୍ରେସକୁ ଡ୍ରାଇଭର ସିଟ୍‌ ଦେବୁନି: କେସିଆର୍‌

ନୂଆଦିଲ୍ଲୀ/ହାଇଦ୍ରାବାଦ୍‌,୧୫ା୫ : କେନ୍ଦ୍ରରେ କାହାକୁ ସଂଖ୍ୟାଗରିଷ୍ଠତା ମିଳିବ, କାହା ନେତୃତ୍ୱରେ କେନ୍ଦ୍ର ସରକାର ଗଠନ ହେବ, ସେନେଇ ଆଲୋଚନା ପର୍ଯ୍ୟାଲୋଚନା ଆରମ୍ଭ ହୋଇଗଲାଣି। ତେବେ ଆଞ୍ଚଳିକ...

ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ପୂର୍ବାହ୍ନ ୯ଟା ୩୦ରେ ମୋଦିଙ୍କ ୭ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ହୋଇଥିବା...

ଭିଡ଼ ହିଂସାରୁ ମନ୍ଦିରକୁ ସୁରକ୍ଷା ଦେଲେ ମୁସଲମାନ ଯୁବକ: ଭିଡ଼ିଓ ଭାଇରାଲ

ବେଙ୍ଗାଲୁରୁ, ୧୨।୮: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ପୁଲକେଶୀ ନଗରରେ ମଙ୍ଗଳବାର ରାତିରେ ଭିଡ଼ ହିଂସା ଘଟିଛି। ଲୋକେ ମିଳିତ ଭାବେ ପୋଲିସ ଷ୍ଟେଶନ ଏବଂ ସ୍ଥାନୀୟ...

ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ମଧ୍ୟରେ ଭାରତରେ ସାକ୍ଷାତ କଲେ ଆମେରିକା-ମସ୍କୋ ବର୍ହିବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୨।୩: ରୁଷିଆ ଏବଂ ୟୁକ୍ରେନ୍‌ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ପ୍ରଥମ ଥର ମସ୍କୋର ବର୍ହିବ୍ୟାପାର ମନ୍ତ୍ରୀ ସର୍ଗୋଇ ଲାଭରଭ୍‌ ଏବଂ ଆମେରିକାର ବର୍ହିବ୍ୟାପାର...

‘ମୁଁ ପ୍ରଚାରକୁ ଯାଇନାହିଁ, ପରାଜୟ ବିଷୟରେ କହିପାରିବି ନାହିଁ’

ଅହମ୍ମଦାବାଦ,୮।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ଭାଜପା ଗୁଜରାଟରେ ସରକାର ଗଠନ କରିବାକୁ ଯାଉଛି। ଏଠାରେ ଭାଜପା ନିଜର ୨୦...

କରୋନା ସଙ୍କଟ ମଧ୍ୟରେ ଖୋଲିଲା କେଦାରନାଥ କବାଟ

ଡେରାଡୁନ,୧୭।୫: ଦେଶରେ କରୋନା ସଙ୍କଟ ଜାରି ରହିଛି। ଏହାରି ଭିତରେ ଉତ୍ତରାଖଣ୍ଡର ଧର୍ମନଗରୀ କେଦାରନାଥ ଧାମର କବାଟ ଖୋଲିଛି। ସୋମବାର ସକାଳ ୫ଟାରେ ବିଧିବିଧାନ ସହ...

Advertisement
Archives

Model This Week