ସ୍ବଚ୍ଛ ଭାରତ ମିଶନ ବାଟ୍‌ବନା: ୩ ମାସେ ଭୁଷ୍‌ଲି ଗଲା ପାଏଖାନା

ଅତାବିରା, ୧୨।୯ (ଡି.ଏନ୍‌.ଏ.):  ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଆର ଦେଶଭଟିଲି ଗାଁରେ ସ୍ବଚ୍ଛ ଭାରତ ଯୋଜନା ବାଟ୍‌ବନା ହେଇଛେ। ଉଦେପୁର ଗାଁର କର୍ପୂର ମିର୍ଦ୍ଧା ଆର ତାକର ପୁଓ ଦୟା ମିର୍ଦ୍ଧାକଁର ପାଏଖାନା ତିଆରି କାମ୍‌ ଅତି ଫସ୍‌କା ହେଇଛେ। ଯେନ୍‌ଥିରଲାଗି ତିଆରିର ୩ ମାସ୍‌ ନାଇଁ ଯାଉନୁ କର୍ପୂର ମିର୍ଦ୍ଧାକଁର ପାଏଖାନା ପୂରା ଭୁଷ୍‌ଲି ଯାଇଛେ। ସେନ୍‌ତା ଦୟା ମିର୍ଦ୍ଧାକଁର ପାଏଖାନା ତିଆରି କାମ୍‌ ଏଭ୍‌ତକ ନୁହେ ସରେ। ଦେଶଭଟିଲି ଗାଁର ଦାମୋଦର ସେଣ ନିଜେ ପାଏଖାନା ତିଆର କରିଥିଲେ। ହେଲେ ତାକର ଅଜାନତ୍‌ରେ କିଏ ୧୨ ହଜାର ଟଁକା ଉଠେଇ ନେଇଥିବାର ସେ ବିଡିଓକଁରନେ ଅଭିଯୋଗ କରିଛନ୍‌। ଇ ବାବ୍‌ଦେ ବିଡିଓ ମୂରଲୀଧର ନାୟକକୁଁ ପଚରାଲାରୁ ଘଟନାର ତଦଁତ୍‌ କରି ଠିକାଦାର ଆର ଯନ୍ତ୍ରୀକଁର ବିରୋଧ୍‌ନେ କଡ଼ା ପଦକ୍ଷେପ ନିଆଯିବା ବଲି ସେ କହିଥିଲେ। ସେନ୍‌ତା ଇ ବାବ୍‌ଦେ ଆରଡବ୍ଲ୍ୟୁଏସ୍‌ଏସ୍‌ କନିଷ୍ଠ ଯନ୍ତ୍ରୀ ଆର ଠିକାଦାରକଁର ମତାମତ ନେବାକେ ଚେଷ୍‌ଟା କରାଯାଇଥିଲେ ବି ସମ୍‌ଭବ ନାଇଁ ହେଇପାରି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଏସଇ ଦଶମ ପରୀକ୍ଷାଫଳ: ଭଞ୍ଜନଗର କେଭିର ପାସ୍ ହାର ୧୦୦ ପ୍ରତିଶତ; ବ୍ୟୋମକେଶ ୯୭%, ଶ୍ରେୟା ୯୫%…

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)-ବୁଧବାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ରମାନେ ପୁର୍ବ ବର୍ଷ ଅପେକ୍ଷା ଚଳିତ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି

ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ…

ସାମ୍ବାଦିକତା କ୍ଷେତ୍ରରେ ବଢୁଛି ନିଯୁକ୍ତି ସୁଯୋଗ, ଜଣେ ଭଲ ସାମ୍ବାଦିକ….

ଭଞ୍ଜନଗର,୧୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଶେଷ ବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟ ସମ୍ବର୍ଦ୍ଧନା…

କ୍ଳଚ ତାରରେ ସ୍ତ୍ରୀର ତଣ୍ଟି ଚିପି ହତ୍ୟା ମାମଲା, ଆଜୀବନ କାରାଦଣ୍ଡ ଶୁଣାଇଲେ କୋର୍ଟ

ପାରଳାଖେମୁଣ୍ଡି,୧୫।୪(ଗିରିଧାରୀ ପରିଛା): ବିବାହର ମାତ୍ର ବର୍ଷେ ପରେ ଅଧିକ ଯୌତୁକ ଦାବି କରି ଥରକୁ ଥର ମାନସିକ ଓ ଶାରୀରିକ ନିର୍ଯ୍ୟାତନା ଦେଇ ଶେଷରେ କ୍ଳଚ ତାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri