ସ୍ବତନ୍ତ୍ର କାର୍ଗୋ ବିମାନରେ ଆସିଲା କୋଭିଡ୍‌-୧୯ କିଟ୍‌

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଜାରି ରହିଥିବାରୁ କାର୍ଗୋ ବିମାନ ଯୋଗେ ଓଡ଼ିଶାକୁ ଔଷଧ ଓ ମେଡିକାଲ ସାମଗ୍ରୀ ପରିବହନ ଜାରି ରହିଛି। ତେବେ ବୁଧବାର ଏକ ସ୍ବତନ୍ତ୍ର କାର୍ଗୋ ବିମାନରେ କୋଭିଡ୍‌-୧୯ ପାଇଁ ଟେଷ୍ଟିଂ କିଟ୍‌ ସହ ଅନ୍ୟ ମେଡିକାଲ ସରଞ୍ଜାମ ଆସିଛି। ଏୟାର ଇଣ୍ଡିଆର ଏଆଇ-୧୪୭୩ ବିମାନରେ ଏହି ସାମଗ୍ରୀ ଦିଲ୍ଲୀରୁ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ ଓଡ଼ିଶା ରାଜ୍ୟ ଔଷଧ ନିଗମ ଓ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟରକୁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

ପ୍ରଶାସନ କଲା ନାହିଁ, ନିଜେ ତିଆରି କଲେ ରାସ୍ତା

ଖଡ଼ିଆଳ,୧୭ା୭ (ସୁଜିତ କୁମାର ପ୍ରଧାନ)- ଖଡ଼ିଆଳ ଏନ୍‌ଏସି ୱାର୍ଡ ନଂ.୧୧ ପୁଟୁପଡ଼ା ମୁଖ୍ୟ ରାସ୍ତା ଖାଲଖମାପୂର୍ଣ୍ଣ ରହିଥିଲା। ବର୍ଷା ଦିନରେ ରାସ୍ତା କାଦୁଅ ହେବା ସହ ଖାଲରେ…

ହଠାତ ଲଣ୍ଡନରେ ପହଞ୍ଚିଲେ ରୋହିତଙ୍କ ମା’ବାପା, ଲର୍ଡସ ଦିନିକିଆ ପରେ ସନ୍ନ୍ୟାସ ନିଶ୍ଚିତ!

ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଇତିହାସର ସବୁଠାରୁ ସଫଳ ବ୍ୟାଟରଙ୍କ ମଧ୍ୟରୁ ଅନ୍ୟତମ ରୋହିତ ଶର୍ମାଙ୍କ ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ଇଂଲଣ୍ଡ ବିପକ୍ଷରେ…

ଦାରିଙ୍ଗବାଡି ଅଞ୍ଚଳରେ ଲଗାଣ ବର୍ଷା: ଏକାଧିକ ସ୍ଥାନରେ ଉପୁଡ଼ିଲା ଗଛ, ସମସ୍ୟା ଘେରରେ…

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଗତ ତିନି ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ସମଗ୍ର ଅଞ୍ଚଳ…

ଏନ୍‌ଇଇଟିରେ କ୍ଷୀରୋଦଙ୍କ ସଫଳତା

କଲମପୁର,୧୭ା୭(ଗଣେଶରାମ ବାଗ): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ବଲାଗାଁର କ୍ଷୀରୋଦ କାଣ୍ଡ ଏନ୍‌ଇଇଟିରେ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ବଲାଗାଁର ତ୍ରିନାଥ କାଣ୍ଡ…

 ଥୁଆମୂଳ ରାମପୁର ବ୍ଲକରେ ଭବ୍ୟ ରଥଯାତ୍ରା: ପ୍ରବଳ ବର୍ଷା ସତ୍ତ୍ୱେ ଶ୍ରଦ୍ଧାଳୁ ଟାଣିଲେ ରଥ

ଥୁଆମୂଳ ରାମପୁର, ୧୭।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସଦର ମହକୁମା ସମେତ ଗୋପୀନାଥପୁର, ମହୁଲପାଟଣା, କର୍ଲାପାଟ ଓ ଗୁଣୁପୁର ଆଦି ସ୍ଥାନରେ…

ଫାଇନାଲ ଦେଖିବାକୁ ଯିବେ ନାହିଁ ଆର୍ଜେଣ୍ଟିିନା ରାଷ୍ଟ୍ରପତି, କାହିଁକି ଜାଣନ୍ତୁ..

ବୁଏନ୍ସ ଏରିଜ, ୧୭ା୭: ଆର୍ଜେଣ୍ଟିନା ରାଷ୍ଟ୍ରପତି ଜାଭିଏର୍‌ ମିଲେଇଙ୍କର ଏକ ଅନ୍ଧବିଶ୍ୱାସ ରହିଛି। ଏଥିପାଇଁ ସେ ରବିବାର ଆର୍ଜେଣ୍ଟିନା ଓ ସ୍ପେନ୍‌ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri