ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ତିରୁଲଭାଲରୁ ଆସି ସେମାନେ ଗୁରୁବାର ରାୟଗଡ଼ାରେ ପହଞ୍ଚିଛନ୍ତି। ଗଜପତିରୁ ୪୧ଜଣ, ରାୟଗଡ଼ାର ୧୭,କୋରପୁଟର ୧୧,ନବରଙ୍ଗପୁର ୧୨୧, କନ୍ଧମାଳର ୨୩ ଓ ମାଲକାନଗିରି ଜିଲାର ୩ ଜଣ ମିଶି ସର୍ବମୋଟ ୨୧୬ଜଣ ଶ୍ରମିକ ରାୟଗଡ଼ାରେ ପହଞ୍ଚିଛନ୍ତି।
ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା, ଅତିରକ୍ତ ଜିଲାପାଳ ଶରତ ଚନ୍ଦ୍ର ପଣ୍ଡା,ପିଡିଡିଆରଡିଏ ଅମ୍ରିତ ଋତୁରାଜ, ଉପଜିଲାପାଳ ପ୍ରତାପ ଚନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ପ୍ରବାସୀ ଶ୍ରମିକମାନଙ୍କୁ ସ୍ବାଗତ କରିଥିଲେ। ସେହିପରି ରାୟଗଡ଼ା ଜିଲାର ରାମନାଗୁଡ଼ା ବ୍ଲକର ୫ଜଣ, ଗୁଣୁପୁର ୩ ଏବଂ ମୁନିଗୁଡ଼ା ୯ ସର୍ବମୋଟ ୧୭ ଜଣ ଶ୍ରମିକଙ୍କୁ ବିଡିଓଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱର ପରେ ଭଦ୍ରକରୁ ଉଦ୍ଧାର ହେଲା ହଳଦିଆ କଇଁଛ

ଚାନ୍ଦବାଲି, ୧୦ା୮(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବେନ୍ତାଳପୁର ଗଁାର ଏକ ଚାଷ ଜମିରୁ ସୋମବାର ଏକ ହଳଦିଆ ରଙ୍ଗର କଇଁଛ ଉଦ୍ଧାର କରାଯାଇଛି । ବେନ୍ତାଳପୁର ଗଁାର...

ଗୁଣପୁର-ପୁରୀ ଟ୍ରେନ୍‌କୁ ଗଜପତି ଏକ୍ସପ୍ରେସ୍‌ ନାମରେ ନାମିତ କରାଯାଉ

ଗୁଣପୁର,୨୪।୭ (ପ୍ରଦୀପ କୁମାର ପାଢ଼ୀ): ପୁରୀ-ଗୁଣପୁର ଟ୍ରେନ୍‌କୁ ଗଜପତି ଏକ୍ସପ୍ରେସ୍‌ ନାମରେ ନାମିତ କରିବାକୁ ଦାବି ହୋଇଛି। ଏଥିସହ ବିଶାଖାପାଟଣା -ଗୁଣପୁର ଟ୍ରେନକୁ ବଂଶଧାରା ଏକ୍ସପ୍ରେସ୍‌...

ପିଇଓଙ୍କୁ ତାଲା ପକାଇଲେ ସରପଞ୍ଚ

ବୈପାରିଗୁଡା,୧୩ା୬ (ଡି.ଏନ୍‌.ଏ.): କୋରାପୁଟ ଜିଲା ବୈପାରିଗୁଡା ପଞ୍ଚାୟତ ସରପଞ୍ଚ ଓ ନିର୍ବାହୀ ଅଧିକାରୀଙ୍କ ମଧ୍ୟରେ ବିବାଦ ଉଗ୍ରରୂପ ନେଇଛି। ସୋମବାର ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)...

ରାଜସ୍ବ ଗ୍ରାମ ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬ରେ ପ୍ରାବଧାନ ଥିବା ସତ୍ତ୍ୱେ ବଣଜଙ୍ଗଲ ଘେରା ଅଞ୍ଚଳରେ ରହୁଥିବା ପୁରାତନ ବସ୍ତି ଓ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର...

ଅନୁଗୋଳରେ ୫୦ ପ୍ରତିଶତ ଉପସ୍ଥାନ

ଅନୁଗୋଳ ଅଫିସ, ୧୬।୧୧- ଅନୁଗୋଳ ଜିଲାରେ ସୋମବାର ୬ଷ୍ଠ ଓ ୭ମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିଥିବାରୁ ପ୍ରଥମ ଦିନରେ ୫୦ ପ୍ରତିଶତ ଉପସ୍ଥାନ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ...

କୁଟିର ଶିଳ୍ପ ପ୍ରୋତ୍ସାହନ ପାଇଁ ସଚେତନତା କର୍ମଶାଳା

କର୍ଲାମୁଣ୍ଡା,୩୦।୮(ଡି.ଏନ.ଏ.):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲା ଶିଳ୍ପ କେନ୍ଦ୍ର କଳାହାଣ୍ଡି ପକ୍ଷରୁ ଶୁକ୍ରବାର କୁଟିର ଶିଳ୍ପର ପ୍ରୋତ୍ସାହନ ପାଇଁ ଏକ ଜନସଚେତନତା କର୍ମଶାଳା...

କୋରାପୁଟ ଜିଲାରେ ୬୪୭.୪ ମିମି ବର୍ଷା ରେକର୍ଡ: କୋଟପାଡ ବ୍ଲକରେ ସର୍ବାଧିକ ୧୩୫ ମିମି

କୋରାପୁଟ,୩।୯(ସ୍ବ.ପ୍ର): କୋରାପୁଟ ଜିଲାରେ ମଙ୍ଗଳବାର ୬୪୭.୪ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ସୂଚନା ମିଳିଛି ା ସେଥିମଧ୍ୟରୁ ଜିଲାର କୋଟପାଡ଼ ବ୍ଲକରେ...

Advertisement
Archives

Model This Week