ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ଦାବିକଲା ଘରୋଇ ବସ୍‌ କର୍ମଚାରୀ ସଂଘ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଘରୋଇ ବସ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବର୍ଗର ଲୋକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବା ପାଇଁ ଦାବି କରାଯାଇଛି। ପ୍ରତିଟି ବର୍ଗର ଲୋକଙ୍କୁ ବିଭିନ୍ନ ଘୋଷଣା କରାଯାଇ ସନ୍ତୁଷ୍ଟ କରାଯାଇଥିବା ବେଳେ ଏମାନଙ୍କ କ୍ଷତି ପାଇଁ ରାଜ୍ୟ କିମ୍ବା କେନ୍ଦ୍ର ସରକାର କୌଣସି ପ୍ୟାକେଜ୍‌ ଘୋଷଣା କରି ନ ଥିବାରୁ ଅସନ୍ତୋଷ ବ୍ୟକ୍ତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri