Posted inଖେଳ

ସ୍ବତନ୍ତ୍ର ରେକର୍ଡର ଅଧିକାରୀ ବୁମରା

ମାଉଣ୍ଟ ମାଉଁଗନୁଇ,୨।୨- ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ୫ମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତୀୟ ପେସର ଯଶପ୍ରୀତ ବୁମରା ଏକ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ଇନିଂସର ଦ୍ୱିତୀୟ ଓଭରରେ ବୁମରା ବୋଲିଂ କରି ପ୍ରତିପକ୍ଷ ଦଳକୁ କୌଣସି ରନ୍‌ ଦେଇ ନ ଥିଲେ। କିନ୍ତୁ ନ୍ୟୁଜିଲାଣ୍ଡର ଇନ ଫର୍ମ ବ୍ୟାଟ୍ସମ୍ୟାନ କଲିନ ମୁନ୍‌ରୋଙ୍କ ଉଇକେଟ ହାତେଇଥିଲେ। ଟି୨୦ କ୍ୟାରିୟରରେ ଏହା ଥିଲା ବୁମରାଙ୍କ ୭ମ ମେଡେନ ଓଭର। ଏଥି ସହ ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସର୍ବାଧିକ ମେଡେନ ଓଭର ପକାଇବାର ରେକର୍ଡ ବୁମରା ନିଜ ନାମରେ କରିଛନ୍ତି। ତାଙ୍କ ପୂର୍ବରୁ ଏହି ରେକର୍ଡ ଶ୍ରୀଲଙ୍କାର ପୂର୍ବତନ ପେସର ନୂଆନ କୁଲସେକରାଙ୍କ ନାମରେ ଥିଲା। ସେ ଅନ୍ତର୍ଜାତୀୟ ଟି୨୦ରେ ୬ଟି ମେଡେନ ଓଭର ପକାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ନେଇ ଚାଞ୍ଚଲ୍ୟକର ବୟାନ ଦେଲେ ୟୁସୁଫ ପଠାନ

ନୂଆଦିଲ୍ଲୀ,୨୯।୧୦: ପଶ୍ଚିମବଙ୍ଗର ମୁର୍ସିଦାବାଦରେ ସିଇସି ଗଣେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରି ଏନସିପି ସାଂସଦ ୟୁସୁଫ ପଠାନ କହିଛନ୍ତି ଯେ ଏହି ଦେଶର ଯୁବକ ଏବଂ…

ହସିନା ସରକାରଙ୍କୁ ଗାଦିଚ୍ୟୁତ କରିବାର ଯୋଜନା ଆଗୁଆ ପ୍ରସ୍ତୁତ କରାଯାଇଥିଲା: ୟୁନୁସଙ୍କ ପୂର୍ବତନ ସଚିବ ଦେଲେ ଚମକାଇବା ଭଳି ତଥ୍ୟ

ଢାକା,୨୯।୧୦: ବାଂଲାଦେଶରେ ଛାତ୍ରମାନଙ୍କ ହିଂସାତ୍ମକ ବିକ୍ଷୋଭ ପରେ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡ଼ିବା ପୂର୍ବରୁ, ଦେଶର ଦାୟିତ୍ୱ ମହମ୍ମଦ ୟୁନୁସଙ୍କୁ ହସ୍ତାନ୍ତର କରାଯାଇଥିଲା।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବ: ଫସଲ କ୍ଷତି ଆଶଙ୍କାରେ ଚାଷୀ

ରିଷିଡା,୨୯ା୧୦(ସୁଶାନ୍ତ ମଲ୍ଲିକ)- ବାତ୍ୟା ଅର୍ଣ୍ଣବ ପ୍ରଭାବରେ କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକର ରିଷିଡା ସମେତ ତେରେସିଂହା, ଗଜବାହାଲ, ପୌରକେଲା, ରେଗେଡ଼ା, ରାଜପୁର, ସରଗୁଲମାଲପଡା, ଯୋରାଡ୍ରବରା, ସାପଲହରା, ରିଞ୍ଜା…

‘ଟେଷ୍ଟ କ୍ରିକେଟରେ ଏବେ ବି ବହୁତ କିଛି ପ୍ରମାଣ କରିବାର ଅଛି’ ଯଶପ୍ରୀତ ବୁମରାଙ୍କ ସମ୍ପର୍କରେ ଏମିତି କହିଲେ ପାକିସ୍ତାନ କ୍ରିକେଟର

ନୂଆଦିଲ୍ଲୀ,୨୯।୧୦: ଯେତେବେଳେ ଜସପ୍ରୀତ ବୁମରାଙ୍କ ହାତରେ ବଲ ଥାଏ, ସେତେବେଳେ ଶ୍ରେଷ୍ଠ ବ୍ୟାଟରମାନଙ୍କ ପାଇଁ ମଧ୍ୟ ରନ ସଂଗ୍ରହ କରିବା କଷ୍ଟକର ହୋଇପଡ଼େ। ନିଜର ଦମଦାର ବୋଲିଂ…

ବାତ୍ୟାରେ ଉଜୁଡିଗଲା ମକା ଫସଲ

ବରଗଡ଼,୨୯।୧୦(ପ୍ରେମାନନ୍ଦ ଖମାରୀ): ବାତ୍ୟା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ବଢ଼ାଇ ଦେଇଛି। ବାତ୍ୟା ପ୍ରଭାବରେ ଧାନ ସମେତ ଅଣଧାନ ଫସଲ ମଧ୍ୟ ବ୍ୟାପକ ଭାବେ ପ୍ରଭାବିତ ହୋଇଛି।…

ଋଷିକୁଲ୍ୟାର କରାଳ ରୂପ: ବାହ୍ୟଜଗତରୁ ବିଚ୍ଛିନ୍ନ ପୁରୁଷୋତ୍ତମପୁର, ବୁଡ଼ିଲା ସରକାରୀ କାର୍ଯ୍ୟାଳୟ-ବଜାରଘାଟ, ରିଲିଫ୍ ଅପେକ୍ଷାରେ…

ପୁରୁଷୋତ୍ତମପୁର, ଅକ୍ଟୋବର ୨୯ (ସବିତା ମିଶ୍ର): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ବନ୍ୟା ଏକ ଭୟବହ ରୂପ ନେଇଛି। ତିନି ଦିନର ଲଗାଣ…

ଅଧିନାୟକ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହି ଦଳରେ ଯୋଗ ଦେବାକୁ ପଡ଼ିବ; ଅଶ୍ୱିନ ଦେଲେ ବଡ଼ ବୟାନ, ହେଲାଣି ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୯।୧୦: ହାର୍ଦ୍ଦିକ ପାଣ୍ଡ୍ୟା କ’ଣ ମୁମ୍ବାଇ ଇଣ୍ଡିଆନ୍ସ ସହିତ ନିଜର ଯାତ୍ରା ଜାରି ରଖିବେ, ନା ତାଙ୍କୁ ଏକ ନୂତନ ଦଳର ଜର୍ସିରେ ଦେଖିବାକୁ ମିଳିବ? ଆଗାମୀ…

ଶୁଭଲକ୍ଷ୍ମୀଙ୍କ ବହୁମୁଖୀ ପ୍ରତିଭା: ୮ ବର୍ଷ ବୟସରେ ନୃତ୍ୟ-ମଡେଲିଂରେ ସାଉଁଟୁଛନ୍ତି ସଫଳତା

ଅମରପାଲି,୨୯ା୧୦(ପୀତାମ୍ବର ସାହୁ): କଅଁଳ ବୟସରୁ ନୃତ୍ୟ ପ୍ରତି ଆଗ୍ରହ ରଖି ଚର୍ଚ୍ଚାକୁ ଆସିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ୮ ବର୍ଷୀୟା ଶୁଭଲକ୍ଷ୍ମୀ ହୋତା। ସମ୍ବଲପୁରର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?