ସ୍ବପ୍ନରେ ନିଆଁ ବା ପାଣି ଦେଖିଲେ କ’ଣ ସଙ୍କେତ ରହିଥାଏ ଜାଣନ୍ତୁ

ନିଦରେ ସ୍ବପ୍ନ ଦେଖିବା ଏକ ସାଧାରଣ ଘଟଣା ହେଲେ ମଧ୍ୟ ଏହାର ସମ୍ବନ୍ଧ ଆମ ଅତୀତ, ବର୍ତ୍ତମାନ ତଥା ଭବିଷ୍ୟତ ସହିତ ରହିଥାଏ। ତେବେ ସ୍ବପ୍ନରେ ଯଦି ନିଆଁ କିମ୍ବା ପାଣି ଦେଖନ୍ତି ଏହାର କ’ଣ ସଙ୍କେତ ରହିଥାଏ ସେ ସମ୍ପର୍କରେ ଜାଣନ୍ତୁ।

* ଯଦି ସ୍ବପ୍ନରେ କୌଣସି ସ୍ଥାନରେ ନିଆଁ ଲାଗିଥିବାର ଦେଖନ୍ତି ତେବେ ଏହା ଏହି ସଙ୍କେତ ଦିଏ କି ଆପଣ ଖୁବ୍‌ଶୀଘ୍ର ମାନସିକ ବିଶାଦରୁ ମୁକ୍ତି ପାଇବା ସହ ଭବିଷ୍ୟତରେ ବିଦେଶ ଯାତ୍ରା କରିପାରନ୍ତି।

* ସ୍ବପ୍ନରେ ଯଦି ନିଜ ଘର ନିଆଁରେ ଜଳୁଥିବାର ଦେଖନ୍ତି ତେବେ ଆପଣଙ୍କ ଘରେ ଖୁବ୍‌ଶୀଘ୍ର ସନ୍ତାନ ସୁଖ ପ୍ରାପ୍ତି ହେବାର ସୂଚନା ଦେଇଥାଏ। ଆଉ ଆପଣ ଯଦି ଅବିବାହିତ ଖୁବ୍‌ଶୀଘ୍ର ଆପଣ ନିଜ ମନପସନ୍ଦର ଜୀବନ ସାଥୀ ପାଇବାର ସଙ୍କେତ ମଧ୍ୟ ଦେଇଥାଏ।

* ସ୍ବପ୍ନରେ ନଦୀ ଦେଖିବା ଖୁବ୍‌ ଶୁଭ ବୋଲି କୁହାଯାଇଥାଏ। ଏହା ଆପଣଙ୍କ ସ୍ବପ୍ନକୁ ଖୁବ୍‌ଶୀଘ୍ର ପୂରା ହେବାର ସଙ୍କେତ ଦେଇଥାଏ।

* କିନ୍ତୁ ସ୍ବପ୍ନରେ ବନ୍ୟା ଦେଖିବା ଆଗାମୀ କୌଣସି ଅଘଟଣର ସୂଚନା ଦେଇଥାଏ ବୋଲି କୁହାଯାଏ।

* ସ୍ବପ୍ନରେ ବର୍ଷା ଦେଖିବା ଅର୍ଥ ଆଗାମୀ ଦିନରେ ଆପଣଙ୍କ ଜୀବନରେ ଖୁସି ଆସିବାର ସଙ୍କେତ ଦେଇଥାଏ।

* ସ୍ବପ୍ନରେ ସମୁଦ୍ର ଦେଖିବା ଅର୍ଥ ଆପଣଙ୍କ ଦ୍ୱାରା ହୋଇଥିବା କୌଣସି ଭୁଲ୍‌ର ସୁଧାର କରିବାର ଆବଶ୍ୟକ।

* ସ୍ବପ୍ନରେ ନିର୍ମଳ ପାଣି ଦେଖିବା ଅର୍ଥ ଆପଣଙ୍କ ଦ୍ୱାରା କରାଯାଇଥିବା ସମସ୍ତ ପରିଶ୍ରମ ସଫଳ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ହେଉଛି ଅଦ୍ଭୁତ ତ୍ରିବେଣୀ ସଂଗମ: ଏହି ଶୁଭ ମୁହୂର୍ତ୍ତରେ ରାକ୍ଷୀ ବାନ୍ଧିଲେ ଚମକିବ ଭାଇଙ୍କ ଭାଗ୍ୟ!

ରକ୍ଷାବନ୍ଧନ ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ। ଏହି ପର୍ବରେ ଯେତେବେଳେ ଶୁଭ ଯୋଗ ଗଠିତ ହୁଏ, ସେତେବେଳେ ଏହାର ମହତ୍ତ୍ୱ ଆହୁରି ବଢ଼ିଯାଏ। ଚଳିତ ବର୍ଷ ଅଗଷ୍ଟ…

ସେପ୍ଟେମ୍ବରରେ ଶୁକ୍ରଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ସଫଳତା: ଏହି ୩ ରାଶିଙ୍କ ଉପରେ ଧନବର୍ଷା, ଲଭ ଲାଇଫ୍‌ରେ…

ଶୁକ୍ର ଗ୍ରହ ୨୫ ଅଗଷ୍ଟରେ ଚିତ୍ରା ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ଏବେ ଶୁକ୍ର ସ୍ବାତୀ ନକ୍ଷତ୍ରରେ ପ୍ରବେଶ କରିବେ। ଜ୍ୟୋତିଷ ଅନୁସାରେ, ଶୁକ୍ର ଗ୍ରହ ସୁଖ, ସୌନ୍ଦର୍ଯ୍ୟ,…

ଧନଲାଭର ମହାଯୋଗ! ଏହି ୫ ରାଶିଙ୍କ ପାଇଁ ଶୁଭ ସଙ୍କେତ, ଜାଣନ୍ତୁ କ’ଣ କହୁଛି ଆଜିର ରାଶିଫଳ

୨୬ ଅଗଷ୍ଟ ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ଏକ ବିଶେଷ ଦିନ ହୋଇପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାରର ସଂଯୋଗ ରହିଛି।…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri