ସ୍ବଭାବିକ ହେଲା ଟ୍ରେନ ଚଳାଚଳ

ମୁନିଗୁଡ଼ା,୯ା୮(ଡ଼ି.ଏନ.ଏ)- ଲଗାଣ ବର୍ଷା ଯୋଗୁ ଗତ ୬ ତାରିଖ ରାତିରେ ରାୟଗଡ଼ା ଜିଲା ଆମ୍ବାଦୋଳା ରେଳ ଷ୍ଟେଶନ ନିକଟରେ ରେଳ ଧାରଣା ଧୋଇ ହୋଇଯାଇଥିଲା ା ଯୁଦ୍ଧକାଳୀନ ଭିତ୍ତିରେ ରେଳ ଲାଇନ ମରାମତି ପରେ ଦୀର୍ଘ ୩୬ ଘଣ୍ଟା ପରେ ଶୁକ୍ରବାର ରେଳ ଚଳାଚଳ ସ୍ବଭାବିକ ହୋଇଛି ା ଉକ୍ତ ଲାଇନରେ ପ୍ରଥମେ ଏକ ମାଲବାହୀ ଟ୍ରେନକୁ ପରୀକ୍ଷାମୂଳକ ଭାବେ ଛଡ଼ାଯାଇଥିଲା ା ପରେ ଗାନ୍ଧୀଧାମ, ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ ଛଡ଼ାଯାଇଥିଲା ା ଦୁଇଟି ଟ୍ରାକ ମଧ୍ୟରୁ କେବଳ ଗୋଟିଏ ଟ୍ରାକରେ ଟ୍ରେନ ଚଳାଚଳ ସ୍ବଭାବିକ ହୋଇଛି ା ଅନ୍ୟପଟେ ଏହି ରୁଟ୍‌ରେ ଚଳାଚଳ କରୁଥିବା କିଛି ଟ୍ରେନକୁ ଏବେ ବି ବାତିଲ କରାଯାଇଛି ା ଆଉ କିଛି ଟ୍ରେନର ଦିଗ ପରିବର୍ତ୍ତନ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri