Posted inଜାତୀୟ

ସ୍ବରାଜ କୌଶଳଙ୍କୁ ପ୍ରେମ ବିବାହ କରିବା ପାଇଁ ପିତାଙ୍କୁ ମନର କଥା ଖୋଲି କହିଥିଲେ ସୁଷମା

ନୂଆଦିଲ୍ଲୀ,୭।୮: ପୂର୍ବ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ପ୍ରେମ ବିବାହ କରିବା ପାଇଁ ନିଜ ମନର କଥା ପିତା ହରଦେବ ଶର୍ମାଙ୍କୁ ଖୋଲି କହିଥିଲେ। ପିତା ପ୍ରଥମେ ମନା କରିଥିଲେ ବି ଶେଷରେ ରାଜି ହୋଇଥିଲେ। ସ୍ବରାଜ କୌଶଳ ଏବଂ ସୁଷମା ଆଇନ ପାଠ ପଢ଼ିବା ସହିତ ସାଥିହୋଇ ଦିଲ୍ଲୀରେ ପ୍ରାକ୍ଟିସ୍‌ କରୁଥିଲେ। ଧୀରେ ଧୀରେ ସେମାନଙ୍କ ମଧ୍ୟରେ ପ୍ରେମ ଆରମ୍ଭ ହୋଇଥିଲା। ଏହାପରେ ପ୍ରେମ ବିବାହରେ ପରିଣତ ହୋଇଥିଲା। ଦୁହିଁଙ୍କ ମଧ୍ୟରେ ନିବିଡ଼ ଭଲ ପାଇବା ଥିଲା। ସୁଷମା ଅଧିକାଂଶ ସମୟରେ କୌଶଳଙ୍କ ସହିତ ନିଜର ଫଟୋ ସୋସିଆଲ୍‌ ମିଡ଼ିଆରେ ଶେୟାର କରୁଥିଲେ। ଏହାକୁ ଫଲୋରର୍ସମାନେ ବେଶ୍‌ ପସନ୍ଦ ମଧ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

୭ ରାଜ୍ୟରେ ୫ ଦିନିଆ ଅସହ୍ୟ ତାତି, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୫।୪ : ଭାରତ ଚଳିତ ବର୍ଷ ଦେଶରେ ମାର୍ଚ୍ଚ ମାସରେ ପ୍ରବଳ ତାତି ଅନୁଭୁତ ହେଉଛି। ଏହାକୁ ଦୃଷ୍ଟିରେ ରଖି ଦେଶର ୭ଟି ରାଜ୍ୟରେ...

‘ରୋଗର ଉପହାସ କରି ହୀନ ରାଜନୀତି କରୁଛି ଭାଜପା’: ସତ୍ୟେନ୍ଦ୍ର ଜୈନଙ୍କ ଭିଡିଓକୁ ନେଇ ପ୍ରତିକ୍ରିୟା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୯ ।୧୧: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଏକ ପ୍ରେସ କନଫରେନ୍ସ ଜରିଆରେ ଏଏପି ନେତା ସତ୍ୟେନ୍ଦ୍ର ଜୈନଙ୍କ ମସାଜ ବାଲା ଭିଡିଓ ମାମଲାରେ...

ଚାଇନାକୁ ଆଇନା ଦେଖାଇଲେ ଦଲାଇ ଲାମା, ପଡୋଶୀଙ୍କୁ ଧ୍ୱଂସ କରିବାରେ ଲାଗିଛି ଚାଇନା…

ଗୁରୁଗ୍ରାମ,୨୧।୧୨ : ଭାରତ ସହ ଚାଇନା ସୀମା ବିବାଦ ଦୀର୍ଘ ବର୍ଷ ଧରି ଚାଲିଆସୁଛି। ଏହି ସମୟରେ, ତିବ୍ଦତୀୟ ଧାର୍ମିକ ନେତା ଦଲାଇ ଲାମା ବର୍ତ୍ତମାନ...

ଭୋକିଲା ଶୋଉଥିବା ବାଳକ ଆମେରିକାରେ ବୈଜ୍ଞାନିକ

ନାଗପୁର,୧୪।୧୧ : ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଏକ ନିପଟ ମଫସଲ ଗ୍ରାମରେ ଏକଦା ଦିନକୁ ବେଳାଏ ଖାଇବା ଯୋଗାଡ଼ କରିବା ନିମନ୍ତେ ସଂଘର୍ଷ କରୁଥିବା ବାଳକ...

ଅନିଲ ବିଜଙ୍କ ନିକଟରେ ଆଡଭାନ୍ସ କରୋନା ଲକ୍ଷଣ

ଚଣ୍ଡିଗଡ଼,୧୪ ।୧୨: ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କରୋନାରେ ସଂକ୍ରମିତ ହୋଇଥିଲେ । ରବିବାର ତାଙ୍କୁ ପିଜିଆଇଏମ୍‌ଏସ୍ ହସ୍ପିଟାଲର ଭର୍ତ୍ତି କରାଯାଇଛି । ତାଙ୍କ ନିକଟରେ...

ଜଙ୍ଗଲ ସୁରକ୍ଷା ନାଁରେ ପିଲାଙ୍କୁ ବ୍ୟବହାର ଅଭିଯୋଗ: ଆଦିତ୍ୟଙ୍କ ନାଁରେ ମାମଲା ରୁଜୁ ନୋଟିସ

ମୁମ୍ବାଇ,୧୧।୭: ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଏନ୍‌ସିପିସିଆର) ସୋମବାର ମୁମ୍ବାଇ ପୋଲିସକୁ ଶିବସେନା ନେତା ଆଦିତ୍ୟ ଠାକରେଙ୍କ ବିରୋଧରେ ଏଫ୍‌ଆଇଆର ରୁଜୁ କରିବାକୁ ଅନୁରୋଧ...

ଜମ୍ମୁ-କଶ୍ମୀରରେ ମାଗଣା ଫିଲ୍ମ ଦେଖାଇବେ ସରକାର

ଶ୍ରୀନଗର,୨୩।୧୦: ଜମ୍ମୁ-କଶ୍ମୀରରେ ୩୭୦ ଅନୁଚ୍ଛେଦ ଉଠିବା ପରେ ସେଠାରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଆତଙ୍କବାଦୀ ଆକ୍ରମଣ ଆଶଙ୍କାରେ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି...

Advertisement
Archives

Model This Week