Posted inଜାତୀୟ

ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ପିଡିପି ଏମ୍‌ପିଙ୍କ ଚିଠି: ରାଜନୈତିକ ବନ୍ଦୀଙ୍କୁ ମୁକ୍ତ କରାଯାଉ

ନୂଆଦିଲ୍ଲୀ, ୨୦ା୧୧(ପି.ଟି.) : ଜମ୍ମୁ-କଶ୍ମୀରର ୩ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଗୃହବନ୍ଦୀ ଥିବା ରାଜ୍ୟର ସମସ୍ତ ରାଜନେତାମାନଙ୍କୁ ତୁରନ୍ତ ମୁକ୍ତକରିବା ଲାଗି ପିଡିପିର ରାଜ୍ୟ ସଭା ଏମ୍‌ପି ମହମ୍ମଦ ଫୟାଜ୍‌ ମିର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ସେ ଲେଖିଛନ୍ତି, ଜମ୍ମୁ-କଶ୍ମୀରରେ ଯୋଗାଯୋଗ ସମ୍ପୂର୍ଣ୍ଣ ଠପ୍‌ ହୋଇଯିବା ଫଳରେ ରାଜ୍ୟବାସୀ ନାହିଁ ନ ଥିବା ସମସ୍ୟା ଭୋଗକରୁଛନ୍ତି। ନେତାଶୂନ୍ୟ ହୋଇପଡ଼ିଥିବା ଏହି ଅଞ୍ଚଳର ଲୋକେ ଭୟର ବାତାବରଣ ମଧ୍ୟରେ ଅଛନ୍ତି। ତେଣୁ ୩୭୦ ଅନୁଚ୍ଛେଦ ହଟାଯିବା ପରେ ଅଗଷ୍ଟ ୫ରୁ ଅଟକ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି, ଫାରୁକ୍‌ ଅବଦୁଲ୍ଲା ଓ ଓମାର ଅବଦୁଲ୍ଲାଙ୍କ ସହ ସମସ୍ତ ରାଜନେତା ଓ କର୍ମୀଙ୍କୁ ତୁରନ୍ତ ମୁକ୍ତ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

ଚାରି ସନ୍ତାନଙ୍କ ମା’ଙ୍କଠାରୁ ଅଲଗା ହେଲେ ଏଲନ ମସ୍କ ; ସାଥୀ ଶିଭୋନ ଲେଖିଲେ ଲମ୍ବା ପୋଷ୍ଟ

ଓ୍ବାଶିଂଟନ,୩।୧୦: ଏଲନ ମସ୍କ ଏବଂ ଶିଭୋନ ଜିଲିସଙ୍କ ସମ୍ପର୍କକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ନ୍ୟୁରାଲିଙ୍କ (Neuralink)ର ଅଧିକାରୀ ଶିଭୋନ ଜିଲିସ ସୋସିଆଲ ମିଡିଆରେ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

୩ ଦିନରେ ପ୍ରତ୍ୟାହାର ହେଲାଣି ୨୯,୬୦୦ କୋଟି

ମୁମ୍ବାଇ,୩ା୧୦: ପଶ୍ଚିମ ଏସିଆ ସଙ୍କଟକୁ ନେଇ ପରିବର୍ତ୍ତିତ ଭୂ-ରାଜନୈତିକ ସ୍ଥିତିରେ ବୈଶ୍ୱିକ ଶେୟାର ବଜାର ମାତ୍ରାଧିକ ପ୍ରଭାବିତ ହେବାରେ ଲାଗିଛି। ଅଶୋଧିତ ତୈଳର ଯୋଗାଣ ଶୃଙ୍ଖଳ ବ୍ୟାହତହେବା…

ରେନୋଇଣ୍ଡିଆ ନୂଆ ଟ୍ରାଇବର ୧୦୦ ପିଏସ୍‌ର ବଜାର ପ୍ରବେଶ

ଭୁବନେଶ୍ୱର, ୩ା୧୦:ରେନୋଇଣ୍ଡିଆ ପକ୍ଷରୁ ନୂଆ ଟ୍ରାଇବର ୧୦୦ ପିଏସ୍‌ ଉନ୍ମୋଚନ ହୋଇଯାଇଛି। ଏଥିସହ ଭାରତରେ କମ୍ପାନୀର ରେନୋ ଗ୍ରୁପ୍‌ ଏଣ୍ଟ୍ରି ପ୍ଲାଟ୍‌ଫର୍ମ (ଆର୍‌ଜିଇପିି)ର ଶୁଭାରମ୍ଭ ହୋଇଛି। ଗ୍ରାହକମାନଙ୍କ…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?