ସ୍ବର୍ଗଠାରୁ କମ୍‌ ନୁହେଁ ବିଗ୍‌ ବି’ଙ୍କ ବଙ୍ଗଳା ‘ଜଲ୍‌ସା’

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ୫୦ ବର୍ଷ ଧରି ହିନ୍ଦୀ ଫିଲ୍ମ ଜଗତରେ ଅଛନ୍ତି। ତାଙ୍କୁ ଶତାବ୍ଦୀର ମହାନାୟକ ମଧ୍ୟ କୁହାଯାଏ। ପ୍ରଥମ ଫିଲ୍ମ ‘ସାତ୍‌ ହିନ୍ଦୁସ୍ତାନୀ’ଠାରୁ ଆଜିପର୍ଯ୍ୟନ୍ତ ଅମିତାଭ ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିସାରିଛନ୍ତି। ତାଙ୍କର ଅନେକ ଫିଲ୍ମ ରିଲିଜ୍‌ ଅପେକ୍ଷାରେ ରହିଛି। ଅମିତାଭ ମୁମ୍ବାଇର ମୂଳ ବାସିନ୍ଦା ନୁହନ୍ତି, କିନ୍ତୁ ଫିଲ୍ମ ଜଗତକୁ ଆସିବା ପରେ ସେ ମୁମ୍ବାଇରେ ଘର କରିଥିଲେ। ମୁମ୍ବାଇରେ ଅମିତାଭଙ୍କର ଏକାଧିକ ବିଳାସପୂର୍ଣ୍ଣ ଘର ରହିଛି। ସେଥିମଧ୍ୟରୁ ‘ଜଲସା’ ଅନ୍ୟତମ। ତେବେ ଜଲ୍‌ସାର ଫଟୋ ଦେଖି ସ୍ବର୍ଗଠାରୁ କମ୍‌ ନୁହେଁ ବୋଲି ପ୍ରଶଂସକମାନେ କହିଛନ୍ତି।


ଅମିତାଭ୍‌ ସପରିବାର ଏହି ‘ଜଲ୍‌ସା’ରେ ରହୁଛନ୍ତି। ପ୍ରଶଂସକମାନେ ପ୍ରତି ରବିବାର ଅମିତାଭଙ୍କୁ ଏଠାକୁ ଭେଟିବାକୁ ଆସିଥାନ୍ତି। ଅମିତାଭ ପ୍ରଶଂସକଙ୍କୁ ଲିଭିଂ ରୁମ୍‌ରେ ସାକ୍ଷାତ କରିଥାନ୍ତି। ଏଠାରେ ସୁନ୍ଦର ସୋଫା, ବିଭିନ୍ନ ପ୍ରକାର ଗଛ ଦେଖିବାକୁ ମିଳିଥାଏ। ସେହିପରି ତାଙ୍କ ବେଡ୍‌ରୁମ୍‌ ବି ଖୁବ୍‌ ସୁନ୍ଦର। ଏହାର ଭିତର ଦେଖିଲେ ଯେ କେହି ଆକର୍ଷିତ ହୋଇଯିବ।

ଅମିତାଭଙ୍କ ଜଲ୍‌ସା ବଙ୍ଗଳା ମୁମ୍ବାଇର ଜୁହୁଠାରେ ରହିଛି। କାନ୍ଥଗୁଡ଼ିକରେ ସୁନ୍ଦର ସୁନ୍ଦର ପେଣ୍ଟିଂ ହୋଇଛି। ଏହି ଘରେ ଅମିତାଭଙ୍କ ସହ ସ୍ତ୍ରୀ ଜୟା ବଚ୍ଚନ, ପୁଅ ଅଭିଷେକ, ବୋହୂ ଐଶ୍ୱର୍ଯ୍ୟା ଏବଂ ନାତୁଣୀ ଆରାଧ୍ୟା ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିତିଙ୍କ ନିଶ

ମୁମ୍ବାଇ: ବଲିଉଡ୍‌ କମେଡି ସିକ୍ୱେଲ୍‌ ‘ହାଉସ୍‌ଫୁଲ-୪’ରିଲିଜ୍‌ ସମୟ ପାଖେଇ ଆସିଲାଣି। ଏଥିପାଇଁ ଫିଲ୍ମର ସମସ୍ତ ଷ୍ଟାର୍‌କାଷ୍ଟ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହାସହ ଦର୍ଶକଙ୍କୁ ଆକୃଷ୍ଟ କରିବାକୁ...

ଭାଲେଣ୍ଟାଇନ ଡେ’ରେ ଛୁଟି କାଟିବାକୁ ବାହାରିଲେ ଦୀପବୀର

ମୁମ୍ବାଇ: ଆରମ୍ଭ ହୋଇଯାଇଛି ଭାଲେଣ୍ଟାଇନ୍‌ ଓ୍ବିକ୍‌। ଏବେ ଏହାକୁ ନେଇ କିଏ କେତେ ପ୍ଲାନ କରି ସାରିଛନ୍ତି। ବିଶେଷ କରି ବଲିଉଡ୍‌ ସେଲିବ୍ରିଟିମାନେ ଏହାକୁ ନେଇ...

ହ୍ରିତିକ ରୋଶନଙ୍କର ହେବ ଇଣ୍ଟରନ୍ୟାଶନାଲ ଡେବ୍ୟୁ!

ମୁମ୍ବାଇ: ବଲିଉଡ୍ ନାୟକ ହ୍ରିତିକ ରୋଶନ ତାଙ୍କର ଇଣ୍ଟରନ୍ୟାଶନାଲ ଡେବ୍ୟୁ ପାଇଁ ପ୍ରସ୍ତୁତ ହୋଇ ସାରିଲେଣି । ଗତବର୍ଷ ରିଲିଜ୍ ହୋଇଥିବା ସୁପରହିଟ୍ ଫିଲ୍ମ ‘ସୁପର-୩୦’ର...

ଜାଣନ୍ତି କି ସଞ୍ଜୟଙ୍କ ବିଳାସପୂର୍ଣ୍ଣ ବଙ୍ଗଳାର ଦାମ୍‌?

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତଙ୍କ ଆଜି ୬୩ ତମ ଜନ୍ମ ଦିନ। ତାଙ୍କ ଅଭିନୟରେ ସେ କୋଟି କୋଟି ଦର୍ଶକଙ୍କ ହୃଦୟ ଜିତିପାରିଛନ୍ତି। ସେ ଜୀବନରେ...

ଅବସର ନେବେ ମହାନାୟକ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନଙ୍କୁ ସାଧାରଣ ଅର୍ଥରେ ବଲିଉଡ୍‌ ମହାନାୟକ କୁହାଯାଏ ନାହିଁ। ସେ ପ୍ରକୃତରେ ବଲିଉଡ୍‌ର ମହାନାୟକ। ଦଶନ୍ଧି ଦଶନ୍ଧି ଧରି ନିଜ...

୧.୫ କୋଟି ଦାନ କରିବେ ସୁପରଷ୍ଟାର ପ୍ରଭାସ

ହାଇଦ୍ରାବାଦ,୨୧।୧୦-ତେଲେଙ୍ଗାନାରେ ବନ୍ୟା ପରିସ୍ଥିତି ଦେଖାଯାଇଛି । ଫଳରେ ବର୍ତ୍ତମାନ ସୁଦ୍ଧା ସେଠାରେ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସେହିପରି ବନ୍ୟା ଯୋଗୁ ପ୍ରମୁଖ ହ୍ରଦର...

ମୋଦିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ସୋସିଆଲ ମିଡିଆରେ ବେଶ୍‌ ସକ୍ରିୟ ଏବଂ ବିଭିନ୍ନ ପ୍ରସଙ୍ଗରେ ତାଙ୍କ ମତାମତ ଦିଅନ୍ତି। ନିଜ ମନ୍ତବ୍ୟ ପାଇଁ ଅନେକ ସମୟରେ...

କିଶୋର କୁମାରଙ୍କ ତୃତୀୟ ସ୍ତ୍ରୀଙ୍କୁ ବିବାହ କରିଥିଲେ ଏହି ଅଭିନେତା

ଆଜି ବଲିଉଡ୍‌ ଅଭିନେତ୍ରୀ ଯୋଗିତା ଓ୍ବାଲିଙ୍କ ଜନ୍ମଦିନ। ସେ ୧୯୫୨, ଅଗଷ୍ଟ ୧୩ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସେ ତାଙ୍କ ବୃତ୍ତିଗତ ଜୀବନ ସହ ବ୍ୟକ୍ତିଗତ...

Advertisement
Archives

Model This Week