ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚିଲେ ଦୀପବୀର

ତିରୁପତି ଦର୍ଶକ ପରେ ବଲିଉଡ୍‌ର ଚର୍ଚ୍ଚିତ ଦମ୍ପତି ରଣବୀର କପୁର ଓ ଦୀପିକା ପାଦ୍ୟୁକୋନ ଅମୃତସରର ସ୍ବର୍ଣ୍ଣ ମନ୍ଦିରରେ ପହଞ୍ଚତ୍ଛନ୍ତି। ସେଠାରେ ସେ ମଥା ଟେକିଛନ୍ତି। ପାରମ୍ପରିକ ଲୁକ୍‌ରେ ଉଭୟ ନଜର ଆସିଛନ୍ତି। ଦୀପିକା ମୁଣ୍ଡରେ ସିନ୍ଦୁର ଲଗାଇ ଓଢଣୀ ଦେଇ ଗୁରୁଜୀଙ୍କ ଆଶୀର୍ବାଦ ନେଇଥିଲେ। ମନ୍ଦିର ଦର୍ଶନ କରୁଥିବା ସମୟରେ ଦୀପବୀରଙ୍କ କିଛି ଫଟୋ ସୋଶିଆଲ ମିଡିଆରେ ଭାଇରାଲ ହୋଇଛି। ପ୍ରଥମ ବିବାହ ବାର୍ଷିକୀ ପାଳନ କରିବା ଅବସରରେ ଉଭୟ ନିଜ ପରିବାର ସହ ତିରୁପତି ଦର୍ଶନ କରିଥିଲେ। ତିରୁପତିରେ ଦୁହିଁଙ୍କୁ ବରକନ୍ୟା ବେଶରେ ଦେଖିବାକୁ ମିଳିଥିଲା ନବବଧୂଙ୍କ ପରି ଦୀପିକା ଲାଲ ଶାଢି ଓ ଗହଣା ପିନ୍ଧିଥିବାବେଳେ ରଣବୀର୍‌ ଗୋଲ୍ଡେନ କଲର ଶେରୱାନି ପିନ୍ଧିଥିଲେ। ତିରୁପତିରେ ଦର୍ଶନ କରିବା ପରେ ଦୁହେଁ ପଦ୍ମାବତୀ ମନ୍ଦିରରେ ପହଞ୍ଚିଥିଲେ। ସୂଚନାଯୋଗ୍ୟ, ଦୀପିକା ଓ ରଣବୀର ଗତବର୍ଷ ନେ୍‌qମ୍ବର ୧୪ ତାରିଖରେ ଇଟାଲୀର ଲେକ କୋମୋରେ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ଗୋବିନ୍ଦା-କୋମଲଙ୍କ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ଝିଅ ଟିନା, କେବଳ କଥା….

ମୁମ୍ବାଇ,୪।୧୦: ବଲିଉଡ୍ ଅଭିନେତା ଗୋବିନ୍ଦା ଏବେ ଅଭିନେତ୍ରୀ କୋମଲ ରାଣୀ ସ୍ୱର୍ଣ୍ଣକାରଙ୍କ ସହ କଥିତ ସମ୍ପର୍କକୁ ନେଇ ଚର୍ଚ୍ଚାରେ ଅଛନ୍ତି । ଗୋବିନ୍ଦା ଓ ତାଙ୍କ ପତ୍ନୀ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?