Posted inଜାତୀୟ

ସ୍ବର ଚପାଇବାକୁ ବଳପ୍ରୟୋଗ

ନୂଆଦିଲ୍ଲୀ,୨୧ା୧୨: ସିଏଏକୁ ନେଇ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବାବେଳେ ଲୋକଙ୍କ ସ୍ବରକୁ ଚାପିଦେବା ପାଇଁ ସରକାର ନିଷ୍ଠୁରତାର ସହ ବଳପ୍ରୟୋଗ କରୁଥିବା କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଅଭିଯୋଗ କରିଛନ୍ତି। ଭିନ୍ନମତକୁ ସରକାର ଉପେକ୍ଷା କରିବା ସହ ଏହାକୁ ଚାପିଦେବା ପାଇଁ ବଳପ୍ରୟୋଗ କରିବା ଗଣତନ୍ତ୍ରରେ ଗ୍ରହଣୀୟ ନୁହେଁ ବୋଲି ସୋନିଆ ଏକ ଟେଲିଭିଜନ ବାର୍ତ୍ତାରେ କହିଛନ୍ତି। ଛାତ୍ରୀଛାତ୍ର, ଯୁବଗୋଷ୍ଠୀ ଓ ନାଗରିକଙ୍କ ଉପରେ ସରକାରଙ୍କ ଏଭଳି ନିଷ୍ଠୁର ଦମନ ଲୀଳାକୁ କଂଗ୍ରେସ ନିନ୍ଦାକରିବା ସହ ଚିନ୍ତାବ୍ୟକ୍ତ କରିଛି। ଗଣତାନ୍ତ୍ରିକ ରାଷ୍ଟ୍ରରେ ସରକାରଙ୍କ ଭୁଲ ନୀତି ନିଷ୍ପତ୍ତି ବିରୋଧରେ ସ୍ବର ଉତ୍ତୋଳନ କରିବା ଅଧିକାର ପ୍ରତ୍ୟେକ ନାଗରିକର ରହିଛି। ସେମାନଙ୍କ ଅଭିଯୋଗକୁ ଶୁଣିବା ସହ ଚିନ୍ତା ଦୂରକରିବା ସରକାରଙ୍କ ଦାୟିତ୍ୱ ବୋଲି ସୋନିଆ କହିଛନ୍ତି।
ବିବାଦୀୟ ନାଗରିକତ୍ୱ ଆଇନକୁ ରଦ୍ଦ କରାଯିବା ସହ ବିକ୍ଷୋଭକାରୀଙ୍କ ସହ ଆଲୋଚନା ପାଇଁ ବରିଷ୍ଠ କଂଗ୍ରେସ ନେତା ଆନନ୍ଦ ଶର୍ମା ସରକାରଙ୍କୁ ଆହ୍ବାନ ଦେଇଛନ୍ତି। ଲୋକଙ୍କ ଅଧିକାରକୁ ସରକାର ସମ୍ମାନ ଦେବାକୁ ପଡ଼ିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେପର ବ୍ୟାଗ୍‌: ବର୍ତ୍ତମାନର ଜରୁରୀ ଆବଶ୍ୟକତା

ପ୍ରତିବର୍ଷ ଜୁଲାଇ ୧୨ରେ ସାରା ବିଶ୍ୱରେ ପାଳନ ହୋଇଆସୁଛି ‘ବିଶ୍ୱ ପେପର(କାଗଜ) ବ୍ୟାଗ ଦିବସ’। ଚଳିତ ମାସ ଜୁଲାଇ ୩ରେ ‘ଅନ୍ତର୍ଜାତୀୟ ପ୍ଲାଷ୍ଟିକ ବ୍ୟାଗ ମୁକ୍ତ ଦିବସ’…

ଜଟିଳ ପ୍ରକ୍ରିୟା

ଆଇନଶୂନ୍ୟ ଦେଶଗୁଡ଼ିକର ମନମୁଖି ଶାସନ ପ୍ରତି ଲୋକମାନଙ୍କ ମନରେ ଗଭୀର ଆତଙ୍କ ରହିଥାଏ। ଏଥିରେ ନିଷ୍ଠୁରତାକୁ ଏକ ପ୍ରକ୍ରିୟା ଭାବରେ ଦର୍ଶାଯାଇ ଲୋକଙ୍କୁ ନିର୍ଯାତନା ଦିଆଯାଇଥାଏ। ଏବେ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ପଛକୁ ପଛ ୨ ଲଘୁଚାପ; IMD କଲା ସତର୍କ

ଭୁବନେଶ୍ୱର, ୧୨ା୭(ବନ୍ଦନା ସେଠୀ): ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ଏଥିସହ ଗାଙ୍ଗେଟିକ୍‌ ୱେଷ୍ଟବେଙ୍ଗଲ ଓ ପାଖାପାଖି ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ…

କିମ୍ୱଦନ୍ତୀ ଗାୟିକା ଏସ୍‌. ଜାନକୀଙ୍କ ପରଲୋକ

ଭୁବନେଶ୍ୱର,୧୨ା୭ (ସୌମ୍ୟରଞ୍ଜନ ରାଉତ): ଭାରତୀୟ ଚଳଚ୍ଚିତ୍ର ସଙ୍ଗୀତ ଜଗତର ଏକ ସ୍ୱର୍ଣ୍ଣିମ ଅଧ୍ୟାୟର ଅବସାନ ଘଟିଛି। ଦକ୍ଷିଣ ଭାରତର ପ୍ରଖ୍ୟାତ ପାର୍ଶ୍ୱଗାୟିକା ଏସ୍‌. ଜାନକୀଙ୍କର ଶନିବାର ମହୀଶୂରସ୍ଥିତ…

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri