Posted inଜାତୀୟ

ସ୍ବାଧୀନତାର ୭୨ ବର୍ଷ ପରେ ଜମ୍ମୁ-କଶ୍ମୀର ରାଜୌରିକୁ ବିଦ୍ୟୁତ୍‌ ଯୋଗାଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଥିବା ରାଜୌରି ଅଞ୍ଚଳରେ ସ୍ବାଧୀନତାର ୭୨ ବର୍ଷ ପରେ ବିଦ୍ୟୁତ୍‌ ଯୋଗାଣ କରାଯାଇଛି। ସୌଭାଗ୍ୟ ବିଦ୍ୟୁତ୍‌ ଯୋଜନା ଅନ୍ତର୍ଗତ ଏଠାକାର ୨୦ ହଜାର ପରିବାରଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଛି। ଏହି ଯୋଜନା ଅନୁସାରେ ଏଠାକାର ୨୦ ହଜାର ୩ ଶହ ପରିବାରଙ୍କୁ ବିଦ୍ୟୁତ ସଂଯୋଗ ଯୋଗାଇ ଦିଆଯିବ। ଏଠାରେ ୨୦୧୭ ସେପ୍ଟେମ୍ବର ୨୫ରେ ସୌଭାଗ୍ୟ ଯୋଜନାର ଶୁଭାରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଳିତ ଜନ ଅଭିଯୋଗ ଶୁଣାଣି : ସମସ୍ୟାର ତୁରନ୍ତ ସମାଧାନ କରିବା ପାଇଁ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲାପାଳ ଆଦିତ୍ୟ…

ପଇଡ଼ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ବାଲିଗୁଡା,୨ା୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ବାରଖମା ଆଉଟ ପୋଷ୍ଟ ନିକଟରେ ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ଏକ ପଇଡ଼ ବୋଝେଇ ଟ୍ରକ୍‌ରୁ…

କାମସାରି ଘରକୁ ଫେରୁଥିଲେ ଶ୍ରମିକ, ରାସ୍ତାରେ ଗଲା ଜୀବନ 

କେସିଙ୍ଗା,୨।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ପେଟ୍ରୋଲ ପମ୍ପ  ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ…

ପୂର୍ବତନ ସେନାମୁଖ୍ୟଙ୍କ ଅପ୍ରକାଶିତ ବହିକୁ ନେଇ ଲୋକସଭାରେ ଝଡ଼

ନୂଆଦିଲ୍ଲୀ,୨।୨: ପୂର୍ବତନ ସେନା ମୁଖ୍ୟ ଜେନେରାଲ୍ ଏମ.ଏମ. ନରଭାଣେଙ୍କ ଆତ୍ମଜୀବନୀ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’କୁ ନେଇ ସଂସଦରେ ହଙ୍ଗାମା ଦେଖିବାକୁ ମିଳିଛି। ସୋମବାର ଲୋକସଭାରେ ଶାସକ…

ବିବିସି ସ୍ପୋଟର୍‌ସ ଆଓ୍ବାର୍ଡ ଦୌଡ଼ରେ ରହିଛନ୍ତି ଭାରତର ଏହି ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୨ା୨: ବିବିସି ଇଣ୍ଡିଆନ ସ୍ପୋଟର୍‌ସ ଓମ୍ୟାନ ଅଫ୍‌ ଦି ଇୟର ପୁରସ୍କାର ୨୦୨୫ ପାଇଁ ଦୌଡ଼ରେ ଯେଉଁ ଖେଳାଳିମାନେ ଅଛନ୍ତି, ସେମାନଙ୍କ ମଧ୍ୟରେ ଭାରତର ଐତିହାସିକ ୨୦୨୫…

‘ଚାଷୀଙ୍କ ପ୍ରତି ଉପହାସ ଚଳିବ ନାହିଁ’, ସରକାରଙ୍କୁ ଧୋଇଲେ ବିଜେଡି ବିଧାୟକ, କହିଲେ…

ବରଗଡ଼,୨।୨(ପ୍ରେମାନନ୍ଦ ଖମାରୀ): ଚଳିତ ଖରିଫ ଋ଼ତୁ ୨୦୨୫-୨୬ରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ଫେଲ୍‌ ମାରିଥିବାରୁ ଜିଲାରେ ଚାଷୀ ଭାଇମାନେ ଧାନ ବିକିବା ପାଇଁ…

ମୁକୁଳା ଡ୍ରେନ୍‌ କବଳରେ ଶିଶୁ: ବାରମ୍ବାର ପଡ଼ିଲା ପରେ ବି…

ଗଞ୍ଜାମ,୨।୨(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡନଂ ପାଞ୍ଚ ତ୍ରିବେଣୀ ମଠ ଛକ ସାହିଠାରେ ଜଣେ ଶିଶୁ ଖେଳୁଥିବା ବେଳେ ହଟାତ ମୁକୁଳା ଡ୍ରେନରେ ପଡି…

ମଦ୍ୟପ ଯାତ୍ରୀଙ୍କ ଉନ୍ମତ୍ତ କାଣ୍ଡ, ବିମାନରେ ପୋଷାକ ଖୋଲି….

ନୂଆଦିଲ୍ଲୀ,୨।୨: ଜଣେ ଯାତ୍ରୀ ବିମାନରେ ହଙ୍ଗାମା କରୁଥିବାର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri