ସ୍ବାଧୀନତା ଦିବସରେ ଏଠି ସମସ୍ତେ ପିନ୍ଧନ୍ତି ଖଦି ପୋଷାକ

ଭାରତ ସ୍ବାଧୀନତାର ସ୍ବପ୍ନ ଦେଖିଥିବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଉଦ୍‌ବୋଧନରେ ସେତେବେଳେ ବହୁମାତ୍ରାରେ ଅନୁପ୍ରାଣିତ ହୋଇଥିଲେ ଛାତ୍ର ଗୋଷ୍ଠୀ। ଇଂରେଜମାନଙ୍କୁ ଦେଶରୁ ହଟାଇବାକୁ ଗାନ୍ଧିଜୀ ଯେଉଁ ମନ୍ତ୍ର ଦେଉଥିଲେ ତାହା ଛାତ୍ରମାନଙ୍କୁ ଉତ୍ସାହିତ କରୁଥିଲା। ଗାନ୍ଧିଜୀଙ୍କ ଭାଷଣ ଶୁଣି ଆଲିଗଡ ବିଶ୍ୱବିଦ୍ୟାଳୟର ଛାତ୍ରମାନେ ସ୍ବାଧୀନତା ସଂଗ୍ରାମରେ ଯୋଗ ଦେବା ସହ ବିଦେଶୀ ପୋଷାକ ବର୍ଜନ କରିଥିଲେ। ସେତିକି ନୁହେଁ ଏହି ବିଶ୍ୱବିଦ୍ୟାଳୟ ଏତେ ମାତ୍ରାରେ ଗାନ୍ଧିଜୀଙ୍କ ଉଦ୍‌ବୋଧନରେ ଅନୁପ୍ରାଣିତ ହୋଇଥିଲା ଯେ, ଆଜିବି ଅକ୍ଟୋବର ୨ ଗାନ୍ଧୀ ଜୟନ୍ତି ଓ ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତ ଛାତ୍ରୀଛାତ୍ର ଓ କର୍ମଚାରୀ ଖଦି ପୋଷାକ ପିନ୍ଧିବାର ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷ ପାର୍ଟିରେ ଯୁବତୀଙ୍କୁ ହତ୍ୟା

ମୁମ୍ବାଇ, ୩ା୧: ନୂଆବର୍ଷ ପାର୍ଟି ଚାଲିଥିବାବେଳେ ମୁମ୍ବାଇରେ ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ତାଙ୍କ ସାଙ୍ଗମାନେ ହତ୍ୟା କରିଛନ୍ତି। ଘଟଣା ମୁତାବକ, ଖାର ଅଞ୍ଚଳରେ ଜାହ୍ନବୀ...

ଝିଅଙ୍କ ଅଧିକାର, ଅଗ୍ରଗତି ଗୁରୁତ୍ୱପୂର୍ଣ୍ଣ

ଏବେ ସବୁ କ୍ଷେତ୍ରରେ ବାଳିକାମାନେ ଆଗୁଆ। ଜୀବନର ସମସ୍ତ ଆହ୍ବାନକୁ ସେମାନେ ସହଜରେ ଗ୍ରହଣ କରିବାକୁ ସକ୍ଷମ। ଭବିଷ୍ୟତରେ ବଡ଼ ହୋଇ ପରିବାର ସମ୍ଭାଳିବାଠାରୁ ଆରମ୍ଭ...

୯ ମାସର ଶିଶୁ ସମେତ ଗୋଟିଏ ପରିବାରର ୫ ମୃତ, କାରଣ ଅସ୍ପଷ୍ଟ

ବେଙ୍ଗାଲୁରୁ,୧୮ ।୯: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଏକ ଘଟଣା ଏବେ ସମସ୍ତଙ୍କୁ ଚମକାଇ ଦେଇଛି । ବ୍ୟାଦରହଲ୍ଲୀ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ...

ଫେବୃୟାରୀ ପାଇଁ ଗାଇଡ୍‌ ଲାଇନ୍‌ : ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ମିଳିବ ଅନୁମତି

ନୂଆଦିଲ୍ଲୀ,୨୭ା୧- ଆସନ୍ତା ଫେବୃୟାରୀ୧ ଠାରୁ ଜାରି ହେବାକୁ ଯାଉଛି ନୂଆ ଗାଇଡ୍‌ଲାଇନ। ଏଥିରେ ସିନେମା ହଲରେ ୫୦ ପ୍ରତିଶତରୁ ଅଧିକ ଦର୍ଶକଙ୍କୁ ଅନୁମତି ଦିଆଯିବ। ଏ...

ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟଣାର ତଦନ୍ତ ନିର୍ଦ୍ଦେଶ: ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ମୁମ୍ବାଇ,୯।୧, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶନିବାର ଭଣ୍ଡାରା ଜିଲା ଜେନେରାଲ ହସ୍ପିଟାଲରେ ନିଆଁ ଲାଗି ୧୦ ଶିଶୁଙ୍କ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।...

ଦିଲ୍ଲୀ ମାକ୍ସ ହସ୍ପିଟାଲର ୧୫୦କର୍ମଚାରୀ ସେଲ୍ଫ କ୍ୱାରାଣ୍ଟାଇନ୍‌

ନୂଆଦିଲ୍ଲୀ, ୧୩।୪: ଦିଲ୍ଲୀର ସାକେତ ସ୍ଥିତ ମାକ୍ସ ହସ୍ପିଟାଲରେ ୧୫୦ କର୍ମଚାରୀଙ୍କୁ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ପଠାଇ ଦିଆଯାଇଛି। ଏମାନେ ସମସ୍ତେ ୨ଜଣ କରୋନା ପଜିଟିଭ୍‌ ରୋଗୀଙ୍କ...

୧୮ ଦିନ ପରେ ସିଦ୍ଧୁ ଫେରାଇ ନେଲେ ଇସ୍ତଫା, କହିଲେ ସବୁ ଠିକ୍ ହୋଇଗଲା

ନୂଆଦିଲ୍ଲୀ,୧୬ ।୧୦: ପଞ୍ଜାବ କଂଗ୍ରେସରେ ଲାଗି ରହିଥିବା କଳହରେ କିଛିଟା ଶାନ୍ତି ପଡି ଯାଇଥିବା ଲକ୍ଷ୍ୟ କରାଯାଉଛି । ଦଳର ପୂର୍ବତନ ଅଧ୍ୟକ୍ଷ ନବଜୋତ ସିଂ...

ପ୍ରଥମ ଦେଖାରେ ପୁଅଙ୍କ କେଉଁ ବ୍ୟବହାର ପ୍ରେମିକାଙ୍କୁ ପ୍ରଭାବିତ କରିଥାଏ, ଜାଣନ୍ତୁ..

ପହିଲି ପ୍ରେମର ପ୍ରଥମ ଦେଖା ପ୍ରେମିକାପ୍ରେମିକଙ୍କ ମନରେ ଏହା ଏକ ଅଭୁଲା ସ୍ମୃତି ହୋଇ ରହିଥାଏ। କାରଣ ପ୍ରଥମ ଦେଖାରେ ମନକୁ ଯେଉଁ ଭାବନା ଆସିଥାଏ...

Advertisement
Archives

Model This Week