Posted inଜାତୀୟ

ସ୍ବାଧୀନତା ଦିବସରେ ବି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୫।୮: ପାକିସ୍ତାନ ତା’ର ପୂର୍ବ ପ୍ରକୃତି ଭୁଲି ପାରୁ ନାହିଁ। ଭାରତ ଗୁରୁବାର ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ପାଳନ କରୁଥିବା ବେଳେ ସେପଟେ ସୀମାରେ ଅଶାନ୍ତ ପରିବଶେ ସୃଷ୍ଟି କରିଛି ପାକିସ୍ତାନ। ଜମ୍ମୁ-କଶ୍ମୀରର କେଜି ସେକ୍ଟରରେ ଗୁରୁବାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ସୂଚନା ମିଳିଛି। ଏହି ସମୟରେ ଭାରତୀୟ ସେନା ମଧ୍ୟ ଏହାର କଡା ଯବାବ ଦେଇଛନ୍ତି। ଏପର୍ଯ୍ୟନ୍ତ ମୃତାହତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁର ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିପାରେ ବିରୋଧୀ

ନୂଆଦିଲ୍ଲୀ,୨୫।୭: ଆଜି ମୌସୁମୀ ଅଧିବେଶନର ଚତୁର୍ଥ ଦିନ। ଆଜି ବି ଲୋକ ସଭା ଓ ରାଜ୍ୟ ସଭାରେ ଉତ୍ତେଜନା ଦେଖାଦେଇଛି। ମଣିପୁର ହିଂସାକୁ ନେଇ ପ୍ରଧାନମନ୍ତ୍ରୀ...

ନୀତୀଶଙ୍କ ସହ ନାହିଁ କୌଣସି ଶତ୍ରୁତା କେବଳ ନୀତିର ଲଢେଇ: ଚିରାଗ

ପାଟନା,୧୫ ।୧୦: ବିହାର ବିଧାନସଭା ନିର୍ବାଚନକୁ ନେଇ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଏନ୍‌ଡିଏଠାରୁ ଅଲଗା ହୋଇ ନିର୍ବାଚନ ଲଢୁଛି । ଏହା ପଛର କାରଣ ହେଉଛି...

ଅସୁସ୍ଥ ଅଛନ୍ତି ଗେହଲୋଟ, ପଞ୍ଜାବ-ଅଜମେର ଗସ୍ତ ହେଲା ବାତିଲ

ଜୟପୁର,୨୭।୧: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ଗତ କିଛି ଦିନ ଧରି ସେ ଅସୁସ୍ଥ ଅଛନ୍ତି । ମୁଖ୍ୟମନ୍ତ୍ରୀ ଅସୁସ୍ଥତା ସତ୍ତ୍ୱେ ଗୁରୁବାର...

ପୁଣି ଖୋଲିପାରେ ମଲ୍‌: ଗାଇଡ୍‌ଲାଇନ୍‌କୁ ଅପେକ୍ଷା

ମୁମ୍ବାଇ,୧୧।୮: କରୋନା ଦୈନିକ ସଂକ୍ରମଣ ହ୍ରାସ ପାଇବା ପରେ ଅନେକ ରାଜ୍ୟରେ ଲକ୍‌ଡାଉନ କଟକଣାକୁ କୋହଳ କରାଯାଇଛି। ଇତିମଧ୍ୟରେ ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ...

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି।...

ସିଆଚେନ୍‌ ପହଞ୍ଚିଲେ ରାଜନାଥ

ନୂଆଦିଲ୍ଲୀ,୩।୬: ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ରାଜନାଥ ସିଂ ସୋମବାର ସିଆଚେନ୍‌ ଗ୍ଲାସିୟର ପହଞ୍ଚିଛନ୍ତି। ସେଠାରେ ସେ ସୁରକ୍ଷା ବ୍ୟବସ୍ଥା ଓ...

ନୈନିତାଲରେ ବାଦଲ ଫଟା ବର୍ଷା: ବନ୍ୟାରେ ୧୭ ମୃତ

ହରିଦ୍ୱାର,୧୯ ।୧୦: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ପରେ ଜଳ ପ୍ରଳୟ ସୃଷ୍ଟି ହୋଇଛି । ଏହାରି ଭିତରେ ନୈନିତାଲରେ ବାଦଲ ଫଟା ବର୍ଷା ହୋଇଥିବା ଜଣାପଡିଛି...

୧୪ ଦିନିଆ ନ୍ୟାୟିକ ହେପାଜତରେ ଶିଜାନ

ମୁମ୍ବାଇ: ଟେଲିଭିଜନ ଅଭିନେତ୍ରୀ ତୁନିଷା ଶର୍ମା ଆତ୍ମହତ୍ୟା କରିବା ପରେ ତାଙ୍କର କୋ-ଷ୍ଟାର ଶିଜାନ ଖାଁଙ୍କ ଅଡୁଆ ବଢିବାରେ ଲାଗିଛି । ଶନିବାର ତାଙ୍କର ପୋଲିସ...

Advertisement
Archives

Model This Week