ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ସେମିଳିଗୁଡା, ୧୫।୮(ସ୍ବ.ପ୍ର.)-
ସେମିଳିଗୁଡ଼ାସ୍ଥିତ ସାଉଥ୍‌-କୋ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ପ୍ରଥମେ କାର୍ଯ୍ୟାଳୟରେ ପତାକା ଉତ୍ତୋଳନ କରାଯାଇଥିଲା। ପରେ ଏହି ଅବସରରେ ସ୍ଥାନୀୟ ପାହଡ଼ରେ ସାଉଥ୍‌-କୋ କର୍ମଚାରୀମାନେ ଚାରାରୋପଣ କରିଥିଲେ। ପରିବେଶକୁ ସବୁଜସୁନ୍ଦର କରିବା ଲକ୍ଷ୍ୟରେ ଆମ୍ବ, କଦମ୍ବ, ବଉଳ, କୃଷ୍ଣଚୂଡା ଗଛ ଲଗାଯାଇଛି ବୋଲି ସାଉଥ୍‌-କୋ ଅଧିକାରୀ କହିଥିଲେ। ପତାକା ଉତ୍ତୋଳନ ଓ ଚାରାରୋପଣ ସମୟରେ ସାଉଥ୍‌-କୋ ସହକାରୀ ଯନ୍ତ୍ରୀ ଅରବିନ୍ଦ ପଣ୍ଡା, ପ୍ରଭାତ ଚୌଧୁରି, ସଂଗ୍ରାମ ବିଶ୍ୱାଳ, ନୀଳ ଟାକିରି, ମନୋଜ ପାତ୍ର, ମାଧବ ମହାନ୍ତି, ଲକ୍ଷ୍ମୀ ପଣ୍ଡା, ପି. ପ୍ରଦୀପ କୁମାର, ସନ୍ତୋଷ ପାଢି, ରମେଶ କୁମାର ସାହୁ, ବାଲାଜି ଓ କାଳୁ ମହାନ୍ତିଙ୍କ ସମେତ ଅନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?