Posted inବରଗଡ଼

ସ୍ବାଧୀନତା ଦିବସ ପାଳିତ

ବରଗଡ ଅଫିସ,୧୫।୮: ବରଗଡ କେଶବ ନଗରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଗୁରୁବାର ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉକ୍ତ ସମାରୋହରେ ଶିକ୍ଷାବିତ୍‌ ରୁକ୍ମଣ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ପରିଚାଳନା କମିଟି ସଭାପତି ତେଜସ୍ବୀ ଦିଶ୍ରୀ, ପ୍ରଧାନ ଆଚାର୍ଯ୍ୟ ସନ୍ତୋଷ କୁମାର ଦାସ ଏବଂ ଅନ୍ୟ ଗୁରମା ଗୁରୁଜୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଛାତ୍ରୀଛାତ୍ର ପରେଡ ପ୍ରଦର୍ଶନ କରିଥିଲେ। ସେହିପରି ଅତିଥିମାନେ ଦେଶ ମାତୃକାର ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ବରପୁତ୍ରଙ୍କ ପଥାନୁସରଣ ସହିତ ଦେଶସେବା କରିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri