ସ୍ବାଧୀନତା ସଂଗ୍ରାମରେ ଭଦ୍ରକର ରହିଛି ଅତୁଳନୀୟ ଅବଦାନ: ଜିଲାପାଳ

ଭଦ୍ରକ ଅଫିସ,୨୬।୧: ଭଦ୍ରକଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳନ କରାଯାଇଛି। ଭଦ୍ରକ ନେହେରୁ ଷ୍ଟାଡିୟମଠାରେ ଅନୁଷ୍ଠିତ ଏହି ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମୁଖ୍ୟଅତିଥି ଭାବେ ଭଦ୍ରକ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ ସ୍ବାଧୀନତା ସଂଗ୍ରାମରେ ସଂଗ୍ରାମୀ ମାଟି ଭଦ୍ରକର ଅତୁଳନୀୟ ଅବଦାନ ଥିବା କହିଛନ୍ତି। ଏଥି ସହ ଜାତୀୟ ପତାକା ଉତ୍ତୋଳନ କରି ଜିଲାପାଳ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିରେ ଜିଲାର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ର, ପୋଲିସ ଏବଂ ଅଗ୍ନିଶମ ବିଭାଗର ୪୩ଟି ଗ୍ରୁପ ସମ୍ମିଳିତ ପରେଡରେ ଅଂଶଗ୍ରହଣ କରିଛନ୍ତି। ଏଥିସହିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି। ଜିଲାପାଳ କୃତୀ ଛାତ୍ରୀଛାତ୍ର ଏବଂ କ୍ୟାଡଟ୍‌ମାନଙ୍କୁ ପୁରସ୍କୃତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri