ସ୍ବାଭାବିକ ପରିସ୍ଥିତିକୁ ଆସିଲା ଆନନ୍ଦପୁର ମହାବିଦ୍ୟାଳୟ

ଆନନ୍ଦପୁର,୨୭।୧୧(ସ୍ବ.ପ୍ର.): ଆନନ୍ଦପୁର ମହାବିଦ୍ୟାଳୟ ସ୍ବାଭାବିକ ପରିସ୍ଥିତିକୁ ଆସିଛି। ମହାବିଦ୍ୟାଳୟର ମୁଖ୍ୟ ଗେଟ୍‌ ପାଖରେ ଚେକିଂ ବ୍ୟବସ୍ଥା କଡ଼ାକଡ଼ି କରାଯିବା ସହ ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ଯାଞ୍ଚ, ୟୁନିଫର୍ମ ତଦାରଖ କରାଯାଉଛି। ସେମାନେ କିପରି ଶାନ୍ତିଶୃଙ୍ଖଳାରେ ଯାଇପାରିବେ ସେନେଇ କଡ଼ା ନଜର ରଖାଯାଇଛି। କେବଳ ମହାବିଦ୍ୟାଳୟ ଖେଳପଡିଆକୁ ଛାଡ଼ି ପାଠପଢା ପରିସରକୁ ନିୟନ୍ତ୍ରଣରେ ରଖିବା ନିମନ୍ତେ କଲେଜ କର୍ତ୍ତୃପକ୍ଷ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ପଡ଼ିଆରେ ଏକ ଗେଟ୍‌ ନିର୍ମାଣ କାର୍ଯ୍ୟ ଯୁଦ୍ଧକାଳିନ ଭିତ୍ତିରେ ଆରମ୍ଭ ହୋଇଛି। କଲେଜ ପରିସର ନିୟନ୍ତ୍ରଣାଧୀନ ରହିଥିବା କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଦୁଇଦିନ ତଳେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଫଳରେ ମହାବିଦ୍ୟାଳୟ ପରିସରରେ ଉତ୍ତେଜନା ଲାଗି ରହିଥିଲା। ଏପରିକି ମଙ୍ଗଳବାର ମହାବିଦ୍ୟାଳୟ ବନ୍ଦ ଥିଲା। ବୁଧବାର ମହାବିଦ୍ୟାଳୟ କର୍ମଚାରୀ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟ ଆପୋଷ ସମାଧାନ କରାଯିବାରୁ ପରିସ୍ଥିତି ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?