ସ୍ବାଭାବିକ ହେଉଛି ଚାଇନାର ଜୀବନଯାତ୍ରା

ବେଜିଂ,୨୧।୨: କରୋନା ଭାଇରସରେ ଚାଇନାରେ ହାହାକାର ପଡିଯାଇଥିବା ବେଳେ ଏଠାରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ମୃତ୍ୟୁ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହାର ଭୟାବହତାକୁ ଦେଖି ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜକୁ ଅନିର୍ଦ୍ଦିଷ୍ଟକାଳ ପାଇଁ ବନ୍ଦ କରି ଦିଆଯାଇଛି। ଶୁକ୍ରବାର ମିଳିଥିବା ସୂଚନାରୁ ଜଣାଯାଇଛି ଯେ, ଚାଇନାର କିଛି ଅଞ୍ଚଳରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି। କେତୋଟି ଘରୋଇ ସଂସ୍ଥା ଖୋଲିଯିବା ଫଳରେ କର୍ମଚାରୀମାନେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏମିତିକି କେତୋଟି ପର୍ଯ୍ୟଟନସ୍ଥଳ ଖୋଲିଯିବାରୁ ସେଠାକୁ ଯିବାକୁ ପର୍ଯ୍ୟଟକମାନଙ୍କୁ ଅନୁମତି ମଧ୍ୟ ପ୍ରଦାନ କରାଯାଇଛି। ହେଲେ ସମସ୍ତ ସତର୍କତା ସହ ଲୋକମାନଙ୍କୁ ବାହାରକୁ ବାହାରିବାକୁ ଚାଇନା ସରକାର ସତର୍କ କରାଇଛନ୍ତି। ସୂଚନାଯୋଗ୍ୟ, କରୋନା ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାରେ ଦେଖାଦେଇଥିବା ବେଳେ ଏବେ ଏହା ସାରା ବିଶ୍ୱର ନିଦ ହଜାଇ ଦେଇଛି। କାରଣ ପ୍ରତିଦିନ ଏହି କରୋନା ଭାଇରସରେ ଚାଇନାରେ ଶହ ଶହ ଲୋକ ସଂକ୍ରମିତ ହେଉଥିବା ବେଳେ ଏହାର ସଠିକ୍‌ ଚିକିତ୍ସା ପଦ୍ଧତି ଏପର୍ଯ୍ୟନ୍ତ ବାହାରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିବିସି ଡକ୍ୟୁମେଣ୍ଟାରି: ମୋଦିଙ୍କୁ ସମର୍ଥନ କଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୦ ।୧: ଗୁଜରାଟ ଦଙ୍ଗା ଉପରେ ନିର୍ମାଣ କରାଯାଇଥିବା ବିବିସି ଡକ୍ୟୁମେଣ୍ଟାରିର ବିବାଦ ଏବେ ବ୍ରିଟିଶ ସଂସଦରେ ପହଞ୍ଚିଯାଇଛି । ପକିସ୍ତାନର ମୂଳ ବାସିନ୍ଦା ସାଂସଦ...

ଭୁଶୁଡିଲା କରୋନା ସନ୍ଦିଗ୍ଧ ରହୁଥିବା ୮୦ ବଖରା ବିଶିଷ୍ଟ ହୋଟେଲ

ବେଜିଂ,୮।୩: ଚାଇନାରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ବେଳେ ଏବେବି ସେଠାରେ କେତେଜଣଙ୍କୁ କରୋନା ଭାଇରସ ଥିବା ସନ୍ଦେହ କରି...

ଜାତିସଂଘରେ ପାକ୍‌ କଶ୍ମୀର ପ୍ରସଙ୍ଗ ଉଠାଇଲେ ଦୃଢ଼ ଜବାବ ଦେବ ଭାରତ

ନ୍ୟୁୟର୍କ,୨୧ା୯(ପି.ଟି.): ଜାତିସଂଘ ସାଧାରଣ ପରିଷଦ ଅଧିବେଶନ ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ଭାରତ କଶ୍ମୀର ପ୍ରସଙ୍ଗ ଉଠାଇବ ନାହିଁ। ତେବେ ପାକିସ୍ତାନ ଯଦି...

ରହସ୍ୟରେ ରହିଯିବ କରୋନା ଉତ୍ପତ୍ତି, ଆମେରିକା ବି ପଛେଇଲା…

ଓ୍ବାଶିଂଟନ,୩୦।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ରୁଷିଆ ଏବଂ ଚାଇନାରେ ସଂକ୍ରମଣ ବଢୁଥିବାରୁ ପୁଣି ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣ...

ନୂଆ ସମ୍ବିଧାନ ପାଇଁ ରବିବାର ଜନମତ ସଂଗ୍ରହ…

ସାଣ୍ଟିଆଗୋ, ୩।୯ : ଚିଲିରେ ନୂଆ ସମ୍ବିଧାନ ଆପଣେଇବା ପାଇଁ ରବିବାର ଜନମତ ସଂଗ୍ରହ କରାଯିବ। ଗଣତାନ୍ତ୍ରିକ ବ୍ୟବସ୍ଥାର ଇତିହାସରେ ଏହି ସମ୍ବିଧାନକୁ ସ୍ବତନ୍ତ୍ର ବର୍ଣ୍ଣନା...

ଆଲୋଚନାରେ ଅଗ୍ରଗତି ହୋଇନି: କ୍ରେମଲିନ୍‌

ମସ୍କୋ, ୨୨ା୩: ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ହୋଇଥିବା ଶାନ୍ତି ଆଲୋଚନାରେ କୌଣସି ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହୋଇନାହିଁ ବୋଲି କ୍ରେମ୍‌ଲିନ୍‌ ପକ୍ଷରୁ କୁହାଯାଇଛି। ରୁଷିଆ ଗ୍ରହଣ...

କୃଷ୍ଣସାଗରରେ ଡଲ୍‌ଫିନ୍‌ ଦଳ

ମସ୍କୋ, ୨୯ା୪: ସବୁଠୁ ବୁଦ୍ଧିମାନ ମତ୍ସ୍ୟ ଡଲଫିନ୍‌କୁ ରୁଷିଆ କୃଷ୍ଣସାଗର ନୌସେନା ଘାଟିର ସୁରକ୍ଷା ପାଇଁ ମୁତୟନ କରିଛି। ୟୁଏସ୍‌ ନାଭାଲ ଇନଷ୍ଟିଚ୍ୟୁଟ୍‌ (ୟୁଏସ୍‌ଏନ୍‌ଆଇ) ଉପଗ୍ରହ...

ଇରାନର ୫୨ ସ୍ଥାନରେ ଆକ୍ରମଣ ପାଇଁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୫।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଇରାନକୁ ଏକ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଇରାନ ଯଦି କୌଣସି ଆମେରିକୀୟ ଅବା କୌଣସି ଅନୁଷ୍ଠାନ...

Advertisement
Archives

Model This Week