ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର, ପୋଷ୍ଟର: ୪ ଜଣଙ୍କୁ ମୃତ୍ୟୁଦଣ୍ଡ ଉଲ୍ଲେଖ

ମାଲକାନଗିରି,୨।୨(ସ୍ବ.ପ୍ର.): ସ୍ବାଭିମାନ ଅଞ୍ଚଳରେ ପୁଣି ମାଓବାଦୀ ବ୍ୟାନର ଓ ପୋଷ୍ଟର ରବିବାର ଦେଖିବାକୁ ମିଳିଛି। ପୋଲିସ ଓ ସରକାରଙ୍କୁ ବିରୋଧ କରି ଏହି ପୋଷ୍ଟର ଲଗାଯାଇଛି। ଯୋଡ଼ାମ୍ବରୁ ପଣସପୁଟ ପର୍ଯ୍ୟନ୍ତ ଦୀର୍ଘ ୧୦ କିଲୋମିଟର ଯାଏ ଏହି ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ଗତ ୨୫ ତାରିଖରୁ ବିଚ୍ଛିିନ୍ନାଞ୍ଚଳରେ ଉତ୍ତେଜନା ଲାଗି ରହିଥିବା ବେଳେ ଯୋଡ଼ାମ୍ବ ପଞ୍ଚାୟତର ଚାରି ଜଣଙ୍କୁ ମାଓବାଦୀମାନେ ଟାର୍ଗେଟ କରିଛନ୍ତି । ସେମାନଙ୍କୁ ମୃତ୍ୟୁଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ ରହିଛି। ଏପରି ଧମକପୂର୍ଣ୍ଣ ପୋଷ୍ଟର ଲଗାଯିବା ପରେ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ସହ ରାଜ୍ୟ ପୋଲିସ ବିଭାଗର ଅନେକ ବରିଷ୍ଠ ଅଧିକାରୀ ସ୍ବାଭିମାନ ଅଞ୍ଚଳ ଗସ୍ତ କରି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri