ସ୍ବାଭିମାନ ଅଞ୍ଚଳରେ ପ୍ରତିଷ୍ଠା ହେବ ଶିକ୍ଷକ କ୍ଲଷ୍ଟର

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ସ୍ବାଭିମାନ ଅଞ୍ଚଳରେ ଶିକ୍ଷକ କ୍ଲଷ୍ଟର ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି ଅଞ୍ଚଳର ୭ଟି ପଞ୍ଚାୟତର ସ୍କୁଲ ଉପକୃତ ହେବ। ଏଥିପାଇଁ ୮କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାଶ କହିଛନ୍ତି ଯେ, ଗୁରୁପ୍ରିୟା ସେତୁ ହେବାପରେ ମଧ୍ୟ ସ୍ବାଭିମାନ ଅଞ୍ଚଳର ଦୁଇଟି ପଞ୍ଚାୟତ ପଣସପୁଟ, ଜଡାଆମ୍ବ ପଞ୍ଚାୟତର ସ୍କୁଲକୁ ଆସୁଥିବା ଶିକ୍ଷକମାନଙ୍କୁ ବିଶେଷ ଅସୁବିଧା ହେଉଛି। ସେହିପରି କ୍ଲଷ୍ଟର ପ୍ରସ୍ତୁତ ହେବାଦ୍ୱାରା ସ୍ବାଭିମାନ ଅଞ୍ଚଳର ଅନ୍ୟ ୫ ପଞ୍ଚାୟତ ଯଥା ପାପରମେଟେଲା, ବଡପଦର, ଅଣ୍ଡରାପାଲି, ଜନ୍ତ୍ରୀ ଓ କାଜୁଲମାମୁଡ଼ିରେ ଥିବା ସ୍କୁଲର ଶିକ୍ଷକମାନେ ମଧ୍ୟ ଉପକୃତ ହେବେ। ସେହି ଅଞ୍ଚଳରୁ ଆସୁଥିବା ଶିକ୍ଷକମାନେ ଲଞ୍ଚରେ ଯିବା ଆସିବା କରୁଛନ୍ତି। ତେଣୁ ସେଠାରୁ ଆସୁଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ ଯିବା ଆସିବାରେ ୬ ଘଣ୍ଟା ଯାଉଛି। ସେମାନଙ୍କ ସମୟ ନଷ୍ଟ ନ ହେବା ସକାଶେ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ କ୍ଲଷ୍ଟରରେ ୧୫ଜଣ ଶିକ୍ଷକ କ୍ଲଷ୍ଟରରେ ନିଯୁକ୍ତି ପାଇବେ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିରାଡମ୍ବର ଉତ୍ସବରେ ଶପଥ ନେବେ ଶିବକୁମାର, ଜାଣନ୍ତୁ କାହିଁକି ନେଲେ ଏଭଳି ନିଷ୍ପତ୍ତି

ବେଙ୍ଗାଲୁରୁ,୩୧।୫: ବର୍ଷ ବର୍ଷ ଧରି ରାଜନୈତିକ ଚାଲବାଜି ଏବଂ ସିଦ୍ଦାରାମାୟାଙ୍କ ସହ ତୀବ୍ର କ୍ଷମତା ସଂଘର୍ଷ ପରେ, ଡି.କେ. ଶିବକୁମାର ଶେଷରେ କର୍ନାଟକର ମୁଖ୍ୟମନ୍ତ୍ରୀ ହେବାର ତାଙ୍କର…

ପଶ୍ଚିମବଙ୍ଗରେ ଆଉ ଜଣେ ଟିଏମସି ନେତାଙ୍କୁ ଆକ୍ରମଣ, ମୁଣ୍ଡରେ ଲାଗିଛି ଗଭୀର ଆଘାତ, ସାମ୍ନାକୁ ଆସିଲା ଭିଡିଓ

କୋଲକାତା,୩୧।୫: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ସରକାର କ୍ଷମତା ଗ୍ରହଣ କରିବା ପରେ, ଟିଏମସି ନେତାଙ୍କ ଉପରେ ଆକ୍ରମଣ ଆରମ୍ଭ ହୋଇଛି। ପ୍ରଥମେ, ଦକ୍ଷିଣ ୨୪ ପରଗନାର ସୋନାରପୁରରେ…

ମନ୍‌ କି ବାତ୍‌ରେ ଓଡ଼ିଶାର ବେଲପଣାକୁ ପ୍ରଶଂସା କଲେ ମୋଦି, କହିଲେ ଗ୍ରୀଷ୍ମ ପ୍ରବାହରେ…

ନୂଆଦିଲ୍ଲୀ,୩୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ୍‌’ର ୧୩୪ ତମ ସଂସ୍କରଣରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ କିଛି ବାର୍ତ୍ତା ଦେଇଛନ୍ତି। ଏଥିରେ ସେ ଓଡ଼ିଶାର ବେଲପଣାକୁ ପ୍ରଶଂସା…

RCB vs GT IPL Final: ଯଦି ବର୍ଷା ଫାଇନାଲରେ ସାଜେ ଖଳନାୟକ, ତେବେ କିଏ ଚାମ୍ପିୟନ ହେବ? ଜାଣନ୍ତୁ ଅହମଦାବାଦର ପାଣିପାଗ…

ନୂଆଦିଲ୍ଲୀ,୩୧।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ପାଇଁ ପର୍ଯ୍ୟାୟ ପ୍ରସ୍ତୁତ। ଆଜି ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଟାଇଟଲ ମୁକାବିଲା ହେବ। ଫାଇନାଲରେ ଡିଫେଣ୍ଡିଂ…

ମାମୁଘରକୁ ବୁଲିବା ପାଇଁ ଆସିଥିଲେ ଭାଣିଜୀ, ସକାଳୁ ମିଳିଲା ଝୁଲନ୍ତା ମୃତଦେହ

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅନ୍ତର୍ଗତ ସ୍ଥାନୀୟ କେବି ଦାଣ୍ଡୁଆ ପଞ୍ଚାୟତ ବଡ଼ପାଳ ସିନ୍ଦୂଆ ପାରି…

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri