ସ୍ବାମୀଙ୍କୁ ଗୁଗଲ୍‌ ସର୍ଚ୍ଚ କରିବାକୁ ମନା କରିଥିଲେ କରୀନା: ଜାଣନ୍ତୁ କାହିଁକି

ବଲିଉଡ ଷ୍ଟାର୍ସ କରୀନା କପୁର ଖାନ୍‌ ଏବଂ ସୈଫ ଅଲ୍ଲୀ ଖାନ୍‌ ଇଣ୍ଡଷ୍ଟ୍ରୀର ସବୁଠୁ ଖାସ୍‌ ଯୋଡିଙ୍କ ମଧ୍ୟରୁ ଅନ୍ୟତମ। ପ୍ରଶଂସକ ସେମାନଙ୍କୁ ବିଷୟରେ ଜାଣିବାକୁ ଇଚ୍ଛୁକ ଥାନ୍ତି। କରୀନା ମଧ୍ୟ ନିଜ ପ୍ରଶଂସକଙ୍କ ମନ ଦୁଃଖ କରିବାକୁ ଆଦୌ ଚାହାନ୍ତି ନାହିଁ। ସେ ସୋସିଆଲି ମିଡିଆରେ ଆକ୍ଟିଭ୍‌ ରହି ନିଜ ପ୍ରଶଂସକଙ୍କ ପାଇଁ ଫଟୋ ଏବଂ ଭିଡିଓ ଶେୟାର କରନ୍ତି। ବେଳେବେଳେ ସୈଫ ଏବଂ କରୀନା ଟ୍ରୋଲ୍‌ର ମଧ୍ୟ ଶିକାର ହୋଇଥାନ୍ତି। ଏକ ସାକ୍ଷାତକାରରେ ସୈଫ କହିଥିଲେ, ସମୟ ଥିଲା ମୁଁ ଟ୍ରୋଲର ଶିକାର ହେବାପରେ ଚିନ୍ତିତ ରହୁଥିଲି। ମୋତେ ଚିନ୍ତିତ ଦେଖି କରୀନା ମୋତେ ଗୁଗଲ ନିଜକୁ ସର୍ଚ୍ଚ ନ କରିବାକୁ ଉପଦେଶ ଦେଇଥିଲେ। ମୁଁ ସୋସିଆଲ ମିଡିଆ ଦେଖିବା ମଧ୍ୟ ଛାଡି ଦେଇଥିଲି। ଏବେ ମୁଁ ସୋସିଆଲ ମିଡିଆରେ ଟ୍ରୋଲ୍ସ କମେଣ୍ଟ ପଢେ ନାହିଁ କି ସୋସିଆଲ ମିଡିଆରେ ବି ରୁହେ ନାହିଁ ବୋଲି କହିଥିଲେ ସୈଫ।
ସୈଫ୍‌ ନିଜ ଆଗାମୀ ଫିଲ୍ମ ‘ଭୂତ୍‌ ପୋଲିସ’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମରେ ଅର୍ଜୁନ କପୁର, ଜ୍ୟାକଲିନ୍‌ ଫର୍ନାଡିଜ୍‌ ଏବଂ ୟାମୀ ଗୌତମ ନଜର ଆସିବେ। ଆସନ୍ତା ସେପ୍ଟେମ୍ବର ୧୭ରେ ଡିଜ୍‌ନୀ ହଟ୍‌ଷ୍ଟାର୍‌ରେ ରିଲିଜ୍‌ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri