ସ୍ବାମୀଙ୍କୁ ପଥରରେ ଛେଚି ମାରିଦେଲେ ସ୍ତ୍ରୀ

କପ୍ତିପଦା, ୧୭।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ମଝିଗାଡ଼ିଆ ପଞ୍ଚାୟତ ମହୁଲପଙ୍ଖା ଗାଁରେ ଜଣେ ମହିଳା ମଙ୍ଗଳବାର ରାତିରେ ତାଙ୍କ ସ୍ବାମୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ମୃତକ ହେଲେ ଟୁନା ବେସ୍ରା। ତାଙ୍କ ଅଭିଯୁକ୍ତ ସ୍ତ୍ରୀ ହେଲେ ଚମ୍ପା।
ପ୍ରକାଶ ଯେ, ମଙ୍ଗଳବାର ରାତିରେ କୌଣସି କଥାକୁ ନେଇ ଟୁନା ଓ ଚମ୍ପାଙ୍କ ମଧ୍ୟରେ ବଚସା ହୋଇଥିଲା। ସେହି ସମୟରେ ଟୁନା ପ୍ରଥମେ ଚମ୍ପାକୁ ଆକ୍ରମଣ କରିଥିଲେ। ଏଥିରେ ଚମ୍ପା ଉତ୍‌କ୍ଷିପ୍ତ ହୋଇ ଟୁନାଙ୍କୁ ଏକ ପଛରରେ ଛେଚି ହତ୍ୟା କରିଥିଲେ। ଖବର ପାଇ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଉଦଳା ପଠାଇଛି। ଆହତ ଚମ୍ପାଙ୍କୁ ଚିକିତ୍ସା ପାଇଁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟରେ ସାର୍ବଜନୀନ ହେବ କାଳିଆ ହିତାଧିକାରୀଙ୍କ ନାମ: ମନ୍ତ୍ରୀ

ଭୁବନେଶ୍ୱର,୨୮।୭(ବ୍ୟୁରୋ): କାଳିଆ ଯୋଜନାରେ ଉପକୃତ ହୋଇଥିବା ହିତାଧିକାରୀଙ୍କ ନାମ ଆସନ୍ତା ଅଗଷ୍ଟରେ ସାର୍ବଜନୀନ କରାଯିବ। କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ...

ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା...

ବୁଲ୍‌ବୁଲ୍‌ କ୍ଷୟକ୍ଷତି ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌ ଆଜି ସନ୍ଧ୍ୟାରେ ରାଜ୍ୟ ଅଧିକାରୀଙ୍କ ସହ ବୈଠକ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ୬ଟି ଜିଲାରେ ବ୍ୟାପକ କ୍ଷତି ହୋଇଥିବା ଜଣାପଡିଛି। ବାତ୍ୟାରେ ରାଜ୍ୟରେ କ୍ଷୟକ୍ଷତି ଆକଳନ ସକାଶେ କେନ୍ଦ୍ର ସରକାରଙ୍କ ଆନ୍ତଃ-ମନ୍ତ୍ରଣାଳୟ...

କମିଲା ବସ୍‌ ଭଡ଼ା: କିମି ପିଛା ୧ରୁ ୨ ପଇସା

ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା କମିଲା। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଛି। ସାଧାରଣ ବସ୍‌ ଭଡ଼ା ୬୯ ପଇସା ଥିବା ବେଳେ...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

କପ୍ତିପଦା,୩ା୧୨(ଡ଼ିଏନ୍‌ଏ) – ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଶରତ ଥାନା ଅଞ୍ଚଳରେ ଜନୈକା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାର ତଦନ୍ତ କରି...

ମାପଚୁପ ହେଲା ମଙ୍ଗୁ ମଠ: ଉଚ୍ଛେଦ ଛଡ଼ାଇ ନେଇଛି ଖୁସି, ଫିକା ପଡ଼ିଲା ସୁନିଆ

ପୁରୀ ଅଫିସ, ୧୧-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ଚାଲିଛି ଉଚ୍ଛେଦ ଅଭିଯାନ। ପ୍ରାଥମିକ ପର୍ଯ୍ୟାୟରେ ବିପଦସଙ୍କୁଳ ମଠ ଭଙ୍ଗାଯାଉଛି। ଇତିମଧ୍ୟରେ ୨ଟି ପୁରାତନ...

କରୋନା ନେଇ ଗୁଜବ ପ୍ରଚାର କଲେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ

ଭୁବନେଶ୍ୱର,୧।୪(ବ୍ୟୁରୋ): ଦେଶ, ସମାଜ ଏବଂ ରାଜ୍ୟ ଏବେ କଠିନ ପରିସ୍ଥିତି ଦେଇ ଗତି କରୁଛି। ଆଗାମୀ ଦିନରେ କରେନା ସହ ଲଢ଼ିବା ପାଇଁ ପ୍ରତିଟି ବୁନ୍ଦା...

ଗଣଶିକ୍ଷା ମନ୍ତ୍ରୀଙ୍କ କୋକସରା ହାଇସ୍କୁଲ ପରିଦର୍ଶନ: ଶିକ୍ଷାଦାନରେ ଅବହେଳା ନେଇ ଅସନ୍ତୋଷ

କୋକସରା,୧୩।୧: ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବହୁ ପ୍ରତୀକ୍ଷିତ ଇନ୍ଦ୍ରାବତୀ ମେଗାଲିଫ୍ଟ ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ବୁଧବାର କୋକସରା...

Advertisement
Archives

Model This Week