ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀ ମୃତ

ଖଲ୍ଲିକୋଟ,୨୦ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ପଥରା ପଞ୍ଚାୟତର କଣ୍ଡରାପଡ଼ା ଗ୍ରାମରେ ରବିବାର ସ୍ବାମୀଙ୍କ ଛୁରାମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣ୍ଡରାପଡ଼ା ଗ୍ରାମର ସେରନ୍ତୀ ବେହେରା (୫୦)।
ଉକ୍ତ ଗ୍ରାମରେ ସେରନ୍ତୀ ତାଙ୍କ ୪ ପୁଅ, ଦୁଇ ଝିଅଙ୍କ ସହ ରହୁଥିଲେ। ସେରନ୍ତୀଙ୍କ ଜଣେ ୨୨ ବର୍ଷର ଦିବ୍ୟାଙ୍ଗ ପୁତ୍ର ଶଯ୍ୟାଶାୟୀ। ତାଙ୍କ ସ୍ବାମୀ ଭିକାରି ବେହେରା ବହୁ ସମୟରେ ଘରେ ରୁହନ୍ତି ନାହିଁ। ବେଳେ ବେଳେ ଘରକୁ ଆସିଲେ ଉଭୟ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ଗତ ୧୫ ତାରିଖରେ ଭିକାରି ମାସିକ ବାର୍ଦ୍ଧକ୍ୟ ଭତ୍ତା ପାଇବା ପାଇଁ ଗାଁକୁ ଆସିଥିଲେ। ରବିବାର ମଧ୍ୟାହ୍ନରେ ପୁଣି ଘରେ ସେରନ୍ତୀ ଓ ଭିକାରିଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡ଼ା ହୋଇଥିଲା। ଏଥିରେ ଭିକାରି ରାଗି ଯାଇ ଦିବ୍ୟାଙ୍ଗ ପୁଅ ଆଗରେ ଛୁରି ନେଇ ସେରନ୍ତୀଙ୍କୁ ଭୁସି ଦେଇଥିଲେ। ପାଟି ଶୁଣି ପଡ଼ୋଶୀ ପହଞ୍ଚତ୍ ସେରନ୍ତୀଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଭେଜିପୁଟ ଫାଣ୍ଡି ଅଧିକାରୀ ସୁଶାନ୍ତ କୁମାର ପ୍ରଧାନ, ଏସ୍‌ଆଇ ଟୁନା ପିଡ଼ିକା ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଚଳାଇଛନ୍ତି। ହତ୍ୟାକାଣ୍ଡ ଘଟାଇ ଭିକାରି ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଫଣ୍ଡକୁ ଅଙ୍ଗନୱାଡ଼ି କର୍ମୀଙ୍କ ସହାୟତା

ବୁଗୁଡ଼ା,୧୦ା୫(ଡି.ଏନ.ଏ.)- ବୁଗୁଡ଼ା ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନରେ କାର୍ଯ୍ୟ କରୁଥିବା ସ୍ଥାନୀୟ ଏନ୍‌ଏସିର ସେକ୍ଟର ତରଫରୁ ଅଙ୍ଗନୱାଡ଼ି କର୍ମୀ, ସହାୟିକା ଏବଂ ଆତ୍ମ ସହାୟିକା...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଆଉ ୪ ଦିନ: ଭୋଟରଙ୍କୁ ମନାଇବାକୁ ଜୋରଦାର କସରତ

ଅନୁଗୋଳ ଅଫିସ, ୧୮।୪- ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତା ୨୩ ତାରିଖରେ ଅନୁଷ୍ଠିତ ହେବ। ତେଣୁ ପ୍ରଚାର ପାଇଁ ପ୍ରାର୍ଥୀଙ୍କ ହାତରେ ଆଉ ମାତ୍ର ୪...

ନୋ-ପାର୍କିଂରୁ ଗାଡ଼ି ଉଠାଇଲା ପୋଲିସ

ବ୍ରହ୍ମପୁର ଅଫିସ,୫।୬: ବ୍ରହ୍ମପୁର ସହରର ବିଭିନ୍ନ ଥାନା ଅଞ୍ଚଳର ନୋ-ପାର୍କିଂରେ ରଖାଯାଉଥିବା ଗାଡ଼ି ହଟାଇବା ଅଭିଯାନ ଟ୍ରାଫିକ୍‌ ପୋଲିସ ଆରମ୍ଭ କରିଛି। ଏଣୁ ଟ୍ରାଫିକ୍‌ ପୋଲିସ ନୋ-ପାର୍କିଂରେ...

ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା

ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି।...

ବେଆଇନ ଗଛକଟାକୁ ଗ୍ରାମବାସୀଙ୍କ ବିରୋଧ: ଜଙ୍ଗଲ ସୁରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ

କାମାକ୍ଷାନଗର, ୯ା୧୧(ଡି.ଏନ୍‌.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବୀରାଶାଳ ଫରେଷ୍ଟ ସେକ୍ସନ ଅଧୀନ ହରିଡ଼ାପଦାରେ ବେଆଇନ ଗଛକଟାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର...

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ...

ଫରେଷ୍ଟ କଲୋନୀରେ ବିସ୍ଫୋରଣ: ହାତୀ ସ୍କ୍ବାଡ୍‌ କର୍ମଚାରୀ ଗୁରୁତର

ଢେଙ୍କାନାଳ ଅଫିସ,୨୪।୬: ଢେଙ୍କାନାଳ ସହର ଗଣେଶ ବଜାରରେ ଥିବା ଫରେଷ୍ଟ କଲୋନୀରେ ବୁଧବାର ସକାଳେ ବିସ୍ଫୋରଣ ଘଟିଛି। ଏଥିରେ ଜାଣେ ଗୁରୁତର ହୋଇଛନ୍ତି। ସେ ହେଲେ...

ପ୍ରଦୂଷଣ ରୋକିବାକୁ ଅଧିକାରୀଙ୍କୁ ପରାମର୍ଶ

ଝାରସୁଗୁଡ଼ା ଅଫିସ,୨୨।୧୨: ବିଧାନସଭା ହାଉସ ସବ୍‌କମିଟି ବୁଧବାର ୨ଦିନିଆ ଝାରସୁଗୁଡ଼ା ଜିଲା ଗସ୍ତ କରିଛନ୍ତି। କମିଟି ସଦସ୍ୟ ଏସ୍‌ଏମ୍‌ସି ପାୱାର ଜେନେରେସନ, ଓପିଜିସି ଓ ବେଦାନ୍ତ...

Advertisement
Archives

Model This Week