ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ସ୍ତ୍ରୀ ଛାଡ଼ପତ୍ର ପାଇଁ କୋର୍ଟର ହେଲେ ଦ୍ୱାରସ୍ଥ

ଆବୁଧାବି, ୨୫।୮: ସ୍ତ୍ରୀ ସ୍ବାମୀଙ୍କ ମଧ୍ୟରେ ଭଲ ପାଇବା ରହିବା ସ୍ବାଭାବିକ କଥା। ତେବେ ସ୍ବାମୀଙ୍କ ଭଲ ପାଇବାରେ ଅତିଷ୍ଠ ହୋଇ ଜଣେ ମହିଳା ଛାଡ଼ପତ୍ର ପାଇଁ କୋର୍ଟରେ ଆବେଦନ କରିଛନ୍ତି। ଏହି ଘଟଣା ୟୁଏଇରେ ଘଟିଛି। ସ୍ତ୍ରୀ ସ୍ଥାନୀୟ ଫୁଜୈରାସ୍ଥିତ କୋର୍ଟରେ ଏନେଇ ଆବେଦନ କରିଛନ୍ତି। ଆବେଦନରେ ଦର୍ଶାଯାଇଛି ଯେ, ସ୍ବାମୀ ଆବଶ୍ୟକତାଠାରୁ ଅଧିକ ଭଲ ପାଉଥିବାରୁ ଏଥିରେ ସେ ଅତିଷ୍ଠ ହୋଇପଡ଼ିଛନ୍ତି। ସେମାନଙ୍କର ବିବାହକୁ ମାତ୍ର ଏକ ବର୍ଷ ହୋଇଥିବା ଆବେଦନରେ ଦର୍ଶାଯାଇଛି। ସେହିପରି ବିବାହ ପରେ ସ୍ବାମୀ ତାଙ୍କ ସହିତ ଥରେ ହେଲେ ଝଗଡ଼ା ମଧ୍ୟ କରି ନ ଥିବା ସ୍ତ୍ରୀ ଦର୍ଶାଇଛନ୍ତି। ଏଭଳି ଆବେଦନକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ରାଷ୍ଟ୍ରପତି ହେବେ ଜିନ୍‌ପିଙ୍ଗ୍‌

ବେଜିଂ, ୯ା୧୧: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ତୃତୀୟ ଥର ପାଇଁ ଶାସନ ମୁଖ୍ୟ ମନୋନୀତ ହେବାକୁ ଯାଉଛନ୍ତି। ଏଥିପାଇଁ ଚାଇନା କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ...

କରୋନା ଟୀକା ନେବାର ଅଳ୍ପ ସମୟ ପରେ ବେହୋସ ହୋଇଗଲେ ନର୍ସ: ଭିଡିଓ ଭାଇରାଲ

ଆମେରିକାର ଏକ ହସ୍ପିଟାଲର ନର୍ସଙ୍କ ମଧ୍ୟରେ ମୁଖ୍ୟ ଟିଫାନି ଡୋଭର କରୋନା ଟିକା ନେବା ପରେ ଏକ ସାମ୍ବାଦିକ ସମ୍ମିଳନୀରେ ବେହୋସ ହୋଇଥିଲେ। ଫାଇଜର ବାୟୋନୋଟେକର...

ଭଡ଼ାରେ ଲାଗିବ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ଘର

ଇସ୍‌ଲାମାବାଦ,୫।୮: ପାକିସ୍ତାନର ଆର୍ଥିକ ସ୍ଥିତି ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ କ୍ଷମତାକୁ ଆସିବାର ୩ ବର୍ଷ ମଧ୍ୟରେ ଦେଶର ଅର୍ଥନୀତି ୧୯ ବିଲିୟନ...

ବିନା ଦର୍ଶକରେ ମାର୍ଚ୍ଚପାଷ୍ଟ

ଟୋକିଓ,୨୪।୭ (ପି.ଟି.): କୋଭିଡ୍‌-୧୯ ପ୍ରକୋପ ଜାରି ରହିଥିବା ସତ୍ତ୍ୱେ ଶୁକ୍ରବାର ରାତିରେ ଏକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଟୋକିଓ ଅଲିମ୍ପିକ୍ସ ଉଦ୍‌ଘାଟିତ ହୋଇଛି। ମହାମାରୀ କାରଣରୁ...

ଶେହବାଜଙ୍କୁ ଝଟକା: ସିଜେପିଙ୍କ ଅଧିକାର ହ୍ରାସ ପ୍ରସ୍ତାବ ପୁନର୍ବିଚାର ପାଇଁ ଫେରାଇଲେ ରାଷ୍ଟ୍ରପତି…

ଇସଲାମାବାଦ,୮।୪ : ଦେଶର ପ୍ରଧାନ ବିଚାରପତି (ସିଜେପି)ଙ୍କ କ୍ଷମତାକୁ ହ୍ରାସ କରିବା ଲାଗି ଉଦ୍ଦିଷ୍ଟ ଏକ ପ୍ରସ୍ତାବକୁ ପାକିସ୍ତାନର ରାଷ୍ଟ୍ରପତି ଆରିଫ ଅଲଭି ସଂସଦକୁ ପୁନର୍ବିଚାର...

ଗାଡିରେ ବସି ଜଳନ୍ତା ସିଗାରେଟ୍‌ ବାହାରକୁ ଫିଙ୍ଗିଲେ ୫ ଲକ୍ଷ ଟଙ୍କା ଜରିମାନା

ସିଡନୀ,୨୦।୧: ଅଷ୍ଟ୍ରେଲିଆ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପ୍ରାୟ ୫୦ କୋଟିରୁ ଊର୍ଦ୍ଧ୍ୱ ଜୀବଜନ୍ତୁଙ୍କ ମୃତ୍ୟୁ ଘଟିଲାଣି। ହଜାର ହଜାର ଲୋକ ବାସହରା ହୋଇପଡିଛନ୍ତି। ଏବେ...

‘ଟ୍ରମ୍ପଙ୍କ ଭୂଗୋଳ ଜ୍ଞାନ କମ୍‌’

ୱାଶିଂଟନ,୧୭।୧:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଭୂଗୋଳ ଜ୍ଞାନ କମ । ଭାରତ ଏବଂ ଚାଇନା ମଧ୍ୟରେ ଅନ୍ତର୍ଜାତୀୟ ସୀମା ରହିଛି ବୋଲି ସେ ଜାଣିନାହାନ୍ତି। ଦୁଇଜଣ...

ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଲା ଜର୍ଜିଆନ ଏୟାରୱେଜ…

ଟିବିଲିସ,୨୧।୫ : ଜର୍ଜିଆର ଜାତୀୟ ବିମାନ ସେବା ଜର୍ଜିଆନ ଏୟାରୱେଜ ନିଜ ଦେଶର ରାଷ୍ଟ୍ରପତିଙ୍କ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଇଛି। ରାଷ୍ଟ୍ରପତି ସାଲୋମ ଜୁରାବିଚଭିଲି କହିଥିଲେ...

Advertisement
Archives

Model This Week