Posted inଜାତୀୟ

ସ୍ବାମୀଙ୍କ ଭୟରେ ୫ ମହଲାରୁ ଡେଇଁଲେ ସ୍ତ୍ରୀ

ନୂଆଦିଲ୍ଲୀ, ୧୬।୫: ଦିଲ୍ଲୀରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ସ୍ବାମୀଙ୍କ ଭୟରେ ୫ମହଲା ଛାତରୁ ଡେଇଁ ପ୍ରାଣ ହରାଇଛନ୍ତି। ମୃତ ମହିଳା ଜଣଙ୍କ ସ୍ବାମୀଙ୍କ ଅନୁପସ୍ଥିତିରେ ଅନ୍ୟ ଜଣେ ପୁରୁଷଙ୍କ ସହ ଆପତ୍ତିଜନକ ଅବସ୍ଥାରେ ଧରାପଡିଯିବାରୁ ଭୟରେ ଏଭଳି ଚରମ ନିଷ୍ପତ୍ତି ନେଇଛନ୍ତି ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସାଉଥ୍‌ ଦିଲ୍ଲୀ ତଗଡୀ ଥାନା ଅଞ୍ଚଳ ଜେଜେ କଲୋନୀରେ ରହୁଥିବା ଜଣେ ମହିଳା ନିଜ ସ୍ବାମୀଙ୍କ ସହ ରହୁଥିଲେ। ଅନ୍ୟ ଜଣେ ପୁରଷଙ୍କ ସହ ତାଙ୍କର ସମ୍ପର୍କ ଥିଲା। ଘଟଣା ଦିନ ମହିଳାଙ୍କ ସ୍ବାମୀ କୌଣସି କାମରେ ବାହାରକୁ ଯାଇଥିଲାବେଳେ ଉକ୍ତ ପୁରୁଷ ଜଣଙ୍କ ଘରକୁ ଆସିଥିଲେ। ଦୁହେଁ ବେଡ୍‌ରୁମରେ ଏକାଠି ଥିଲାବେଳେ ହଠାତ୍‌ ମହିଳାଙ୍କ ସ୍ବାମୀ ଆସି ଦେଖିଦେଇଥିଲେ। ପରେ ମହିଳାଙ୍କୁ ଚାପୁଡା ମାରି ଘର ବନ୍ଦ କରିଥିଲେ ତାଙ୍କ ସ୍ବାମୀ। ଏହାପରେ ମହିଳା ଜଣଙ୍କ ଭୟଭୀତ ହୋଇ ଘରର ବାଲକୋନୀରୁ ତଳକୁ ଡେଇଁ ପଡିଥିଲେ ବୋଲି ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ନ ବଦଳରେ ଲଗାଇ ହେବ ମ୍ୟୁଜିକାଲ ଟ୍ୟୁନ

ନୂଆଦିଲ୍ଲୀ,୫।୧୦: ନିକଟ ଭବିଷ୍ୟତରେ ଟ୍ରାଫିକ୍‌ ଜାମରେ ଗାଡ଼ିର ହର୍ନ ବଦଳରେ ଶୁଣିବାକୁ ମିଳିପାରେ ସୁମଧୁର ଭାରତୀୟ ମ୍ୟୁଜିକାଲ ଇନ୍‌ଷ୍ଟ୍ରୁମେଣ୍ଟର ଟ୍ୟୁନ। ଏ ନେଇ ସଙ୍କେତ ଦେଇଛନ୍ତି...

ଷଢ଼େଇକଳାରେ ମାଓବାଦୀ ଆକ୍ରମଣ: ୫ ପୋଲିସ ଶହୀଦ

ରାଞ୍ଚତ୍,୧୫ା୬: ଝାଡ଼ଖଣ୍ଡର ଷଢ଼େଇକଳା ଜିଲାରେ ମାଓବାଦୀଙ୍କ ଅତର୍କିତ ଆକ୍ରମଣରେ ୫ ପୋଲିସ ଶହୀଦ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ସବ୍‌ଇନ୍ସିପେକ୍ଟର ଓ ୩ କନ୍‌ଷ୍ଟେବଲ...

ଦ୍ୱିତୀୟଥର କେରଳର ମୁଖ୍ୟମନ୍ତ୍ରୀ ହେଲେ ପିନାରାଇ ବିଜୟନ

ଥିରୁଭାନନ୍ତପୁରମ୍‌,୨୦।୫: ଦ୍ୱିତୀୟଥର କେରଳର ମୁଖ୍ୟମନ୍ତ୍ରୀ ଭାବରେ ପିନାରାଇ ବିଜୟନ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେରଳ ରାଜ୍ୟପାଳ ଆରିଫ ମହମ୍ମଦ...

ଭାରତର ଆତ୍ମାକୁ ବିଜୟୀ କରାଇଛନ୍ତି ଦିଲ୍ଲୀବାସୀ: କେଜରିଓ୍ବାଲଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଏଏପି ଏକ୍‌ଜିଟ୍‌ ପୋଲ୍‌ ଅନୁମାନ ସତ୍ୟରେ ପରିଣତ ହୋଇଛି। ଦିଲ୍ଲୀବାସୀ ପୁଣିଥରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପ୍ରତି ନିଜର ସମର୍ଥନ...

ପେଣ୍ଡାଲ ଭାଙ୍ଗିଲା ବରଯାତ୍ରୀରେ ଆସିଥିବା ହାତୀ

ପ୍ରୟାଗରାଜ,୧୩।୬: ସୁସଜ୍ଜିତ ହାତୀକୁ ସାଥିରେ ନେଇ ବିବାହ ପାଇଁ ଯାଇଥିଲେ ବର। କିନ୍ତୁ ବାଣ ଓ ଡିଜେ ସାଉଣ୍ଡରୁ ହାତୀ ଉତ୍ତେଜିତ ହୋଇଉଠିଥିଲା। ତା’ ପରେ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬...

ଟଙ୍କା ଟଳମଳ, ଡଲାର ସବଳ

ଓ୍ବାଶିଂଟନ/ମୁମ୍ବାଇ,୨୩ା୯: ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଟଙ୍କା ଦିନକୁ ଦିନ ତଳକୁ ଖସିବାରେ ଲାଗିଥିବାରୁ ଭାରତର ଅର୍ଥନୀତିକୁ ଶକ୍ତ...

ତାମିଲନାଡୁରେ ଭାଜପା ହାତ ଛାଡ଼ିଲା ଏଆଇଏଡିଏମ୍‌କେ

ନୂଆଦିଲ୍ଲୀ,୧୯ା୯: ତାମିଲନାଡୁରେ ଭାଜପା ସହ ମେଣ୍ଟ ନ ଥିବା ଏଆଇଏଡିଏମ୍‌କେ ସୋମବାର ଘୋଷଣା କରିଛି। ମେଣ୍ଟ ସମ୍ପର୍କିତ କୌଣସି ନିଷ୍ପତ୍ତି ନିର୍ବାଚନ ବେଳେ ନିଆଯିବ ବୋଲି ଦଳ...

Advertisement
Archives

Model This Week