Posted inଜାତୀୟ

ସ୍ବାମୀଙ୍କ ମୁଣ୍ଡ କାଟି ଥାଳିରେ ଧରି ଥାନାରେ ପହଞ୍ଚିଲେ ମହିଳା

ଗୁଆହାଟୀ, ୩୦।୫: ଆସାମର ଲକ୍ଷ୍ମୀପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ନିଜ ସ୍ବାମୀଙ୍କ ମୁଣ୍ଡ କାଟି ପ୍ଲାଷ୍ଟିକ୍‌ ଥାଳିରେ ରଖି ଥାନାରେ ପହଞ୍ଚିଥିଲେ। ମୁଁ ମୋ ସ୍ବାମୀ ହତ୍ୟା କରିଛି ବୋଲି ସ୍ବୀକାର ମଧ୍ୟ କରିଥିଲେ। ପୋଲିସ ଉକ୍ତ ମହିଳାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନାଯୋଗ୍ୟ, ମହିଳା ଜଣଙ୍କ ଅଭିଯୋଗ କରିଛନ୍ତି କି, ମୋ ସ୍ବାମୀ ମଦ ପିଇ ମୋ ସହ ମାରପିଟ୍‌ କରୁଥିତ୍ଲେ। ଏପରିକି ପିଲାମାନଙ୍କୁ ମଧ୍ୟ ଛାଡୁ ନ ଥିଲେ। ପ୍ରତିଦିନ ଏଭଳି ଘଟଣା ଘଟିବା ଦେଖି ୁ ମଁୁ ତାଙ୍କୁ ହତ୍ୟା କଲି ବୋଲି ପୋଲିସ ଆଗରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

ପାକିସ୍ତାନ ଇଙ୍ଗିତରେ ନାଚୁଛି ବାଂଲାଦେଶ: ଭାରତୀୟ ରାଷ୍ଟ୍ରଦୂତଙ୍କ ଆଗରେ କଲା ଏମିତି କାମ

ଶ୍ରୀନଗର,୭।୭:ଜମ୍ମୁ ଓ କଶ୍ମୀର ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ। ଏହା ସତ୍ତ୍ୱେ ଅନେକ କ୍ଷେତ୍ରରେ କଶ୍ମୀରକୁ ଭାରତଠାରୁ ପୃଥକ ଭାବରେ ଦର୍ଶାଯାଇଛି। ବାଂଲାଦେଶରେ ଏପରି ଏକ ଘଟଣା…

ବିବାଦରେ ମୈଥିଲୀ ଠାକୁର: ଯୁବକଙ୍କୁ ଧମକ, ଗାଳିଗୁଲଜ କରିବା ନେଇ ଆସିଲା ଅଭିଯୋଗ, ଜାଣନ୍ତୁ କାହିଁକି ରାଗିଲେ ବିଧାୟିକା?

ନୂଆଦିଲ୍ଲୀ, ୭।୭: ବିହାରର ଦରଭଙ୍ଗା ଜିଲା ଅଲୀନଗର ଆସନର ଭାଜପା ବିଧାୟିକା ତଥା ପ୍ରସିଦ୍ଧ ଗାୟିକା ମୈଥିଲୀ ଠାକୁର ଏବେ ଏକ ବଡ଼ ବିବାଦରେ ଛନ୍ଦି ହୋଇପଡ଼ିଛନ୍ତି।…

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri