Posted inଜାତୀୟ

ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ, ମଣ୍ଡପରେ ପହଞ୍ଚିଲେ ପ୍ରଥମ ସ୍ତ୍ରୀ

ମୁଜାଫରନଗର, ୧୬।୭: ଛାଡପତ୍ର ନ ଦେଇ ଦ୍ୱିତୀୟ ବିବାହ କରୁଥିବା ସ୍ବାମୀଙ୍କୁ ହାଜତକୁ ନେଇଛନ୍ତି ପ୍ରଥମ ସ୍ତ୍ରୀ। ସ୍ବାମୀ ମଣ୍ଡପରେ ଦ୍ୱିତୀୟ ବିବାହ କରୁଥିବା ଜାଣି ପୋଲିସ ଧରି ସେଠାରେ ପହଞ୍ଚିଥିଲେ ସ୍ତ୍ରୀ। ଏହାଦେଖି କନ୍ୟାଘର ପକ୍ଷ ଲୋକେ ସେଠାରୁ ଉଭାନ ହୋଇଯାଇଥିଲେ। ପୋଲିସ ବରକୁ ପଚରାଉଚରା ପାଇଁ ଥାନାକୁ ନେଇଥିଲେ। ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗ ଉନଯାୟୀ ତାଙ୍କ ସ୍ବାମୀ ତାଙ୍କୁ ଏପର୍ଯ୍ୟନ୍ତ ଛାଡପତ୍ର ଦେଇନାହାନ୍ତି। କୋର୍ଟରେ ମାମଲା ଏବେ ବିଚାରାଧୀନ ରହିଛି। ତେଣୁ ସ୍ବାମୀ କେମିତି ଦ୍ୱିତୀୟ ବିବାହ କରୁଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ମୁଜାଫରନଗରର ଜଣେ ଯୁବକ ସୋମବାର ବିବାହ କରୁଥିଲାବେଳେ ତାଙ୍କ ପ୍ରଥମ ସ୍ତ୍ରୀଙ୍କ ପରିବାର ଲୋକେ ସେଠାରେ ପହଞ୍ଚି ତାଙ୍କ ସହ ମାରପିଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁନାଲଙ୍କ ଯାତ୍ରା ଉପରେ ୪ ଏୟାର ଲାଇନ୍ସର କଟକଣା

ଚଣ୍ଡିଗଡ଼,୩୦ା୧: ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କ ବିମାନଯାତ୍ରା ଉପରେ ଇଣ୍ଡିଗୋ ପକ୍ଷରୁ ୬ ମାସ ପାଇଁ ଲଗାଯାଇଥିବା କଟକଣାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ)...

ପବନଙ୍କ ରାଜକ୍ଷମା ଆବେଦନ ଖାରଜ: ଜାରି ହେବ ନୂଆ ଡେଥ୍‌ ଓ୍ବାରେଣ୍ଟ

ନୂଆଦିଲ୍ଲୀ,୪।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ରାଜକ୍ଷମା ଆବେଦନ ବୁଧବାର ରାଷ୍ଟ୍ରପତି ରାମନାଥ ଖାରଜ କରିଛନ୍ତି। ରାଷ୍ଟ୍ରପତି ରାଜକ୍ଷମା ଆବେଦନକୁ ଖାରଜ...

ସଡ଼କ ଦୁର୍ଘଟଣାରେ ଉନ୍ନାଓ ବଳାତ୍କାର ପୀଡ଼ିତା ଗୁରୁତର, ୨ ମୃତ

ଲକ୍ଷ୍ନୌ, ୨୮।୭: ଉତ୍ତର ପ୍ରଦେଶର ରାଏବରେଲିରେ ଏକ ଭୟାନକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଉନ୍ନାଓ ବଳାତ୍କାର ପୀଡିତା ଗୁରୁତର ଆହତ ହେବା ସହ ଜଣେ...

ରାଜ ଠାକରେଙ୍କୁ ପୋଲିସର ନୋଟିସ

ମୁମ୍ବାଇ,୨ ।୫: ମହାରାଷ୍ଟ୍ରରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଥମିବାର ନାଁ ନେଉନି । ଏବେ ନବନୀତ ରାଣାଙ୍କ ମାମଲା ସମାଧାନ ହୋଇ ନ...

ରିକ୍ସା ଚାଳକଙ୍କ ଝିଅ ବିବାହରେ ଶୁଭେଚ୍ଛା ବାର୍ତ୍ତା ପଠାଇଲେ ମୋଦି

ବାରାଣସୀ,୧୬।୨: ଉତ୍ତରପ୍ରଦେଶ ବାରାଣସୀର ରିକ୍ସା ଚାଳକ ମଙ୍ଗଳ କେବଟଙ୍କ ଘରେ ଝିଅ ବାହାଘର ପାଇଁ ଖୁସିର ପରିବେଶ ସୃଷ୍ଟି ହୋଇଛି। ଆଉ ଏହି ଖୁସି ଏବେ...

ମହାମେଣ୍ଟ ପଛେଇଲା: ଏନ୍‌ଡ଼ିଏ କୁହୁକ ସଂଖ୍ୟା କଲା ପାର୍‌

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନ ଏବେ ରୋଚକ ମୋଡ଼ରେ ପହଞ୍ଚିଛି। ତେଜସ୍ବୀ ଯାଦବଙ୍କ ନେତୃତ୍ୱାଧୀନ ମହାମେଣ୍ଟ ପଛେଇବାକୁ ଆରମ୍ଭ କରିଛି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ...

ଉଡୁପିରେ ସ୍କୁଲ, କଲେଜ ପାଖରେ ୧୪୪ ଧାରା

ବାଙ୍ଗାଲୋର ,୧୩।୨: ହିଜାବ-ସାଫ୍ରନକୁ ନେଇ ଚାଲିଥିବା ବିବାଦ ଯୋଗୁ ୪ ଦିନ ବନ୍ଦ ରହିବା ପରେ ସୋମବାରଠାରୁ କର୍ନାଟକରେ ଖୋଲିବାକୁ ଯାଉଛି ହାଇ ସ୍କୁଲ। ଏହାକୁ...

ମରାଠଓ୍ବାଡାରେ ୫ ମାସରେ ୩୯୧ କୃଷକ କଲେଣି ଆତ୍ମହତ୍ୟା

ମୁମ୍ବାଇ,୧୮।୬: ମହାରାଷ୍ଟ୍ରର ମରାଠୱାଡା ଠାରେ କୃଷକ ଆତ୍ମହତ୍ୟା ଥମିବାର ନାଁ ନେଉନାହିଁ। ବର୍ତ୍ତମାନ ଏକ ଆଶ୍ଚର୍ଯ୍ୟଜନକ ଆକଳନ ସାମ୍ନାକୁ ଆସିଛି , ଯେ ହାରାହାରି ତିନିଜଣ...

Advertisement
Archives

Model This Week