Posted inଜାତୀୟ

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲ୍‌କର ଓ ବିଚାରପତି ଦୀନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ବିଚାର କରି ବିଜୟଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ୧୦ ବର୍ଷ ଜେଲଦଣ୍ଡ ପାଇଥିବା ଓ ଉଚିତ୍‌ ମତ ରଖିଥିବା ଖଣ୍ଡପୀଠ କହିବା ସହ ତାଙ୍କୁ ଜାମିନ ଦେଇଛନ୍ତି। ଫୁଲବାଣିର ଅତିରିକ୍ତ ସେସନ୍ସ କୋର୍ଟଙ୍କ ସର୍ତ୍ତ ସହ ତାଙ୍କୁ ଜାମିନ ମିଳିଛି। ପ୍ରକାଶଥାଉ କି, ୨୦୦୮ ଅଗଷ୍ଟ ୨୩ରେ କନ୍ଧମାଳର ଜଲେଶପେଟା ଆଶ୍ରମରେ ସ୍ବାମୀଜୀ ଓ ତାଙ୍କ ୪ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ ୩୮ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri