Posted inଜାତୀୟ

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲା: ଅଭିଯୁକ୍ତ ବିଜୟଙ୍କୁ ସୁପ୍ରିମକୋର୍ଟରୁ ଜାମିନ

ନୂଆଦିଲ୍ଲୀ,୨୪ା୭(ପି.ଟି.): ବହୁଚର୍ଚ୍ଚିତ କନ୍ଧମାଳ ଜିଲା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟା ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ବିଜୟ କୁମାର ସନସେଠ୍‌ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତର ବିଚାରପତି ଏ.ଏମ୍‌. ଖନ୍‌ଓ୍ବିଲ୍‌କର ଓ ବିଚାରପତି ଦୀନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ବିଚାର କରି ବିଜୟଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ୧୦ ବର୍ଷ ଜେଲଦଣ୍ଡ ପାଇଥିବା ଓ ଉଚିତ୍‌ ମତ ରଖିଥିବା ଖଣ୍ଡପୀଠ କହିବା ସହ ତାଙ୍କୁ ଜାମିନ ଦେଇଛନ୍ତି। ଫୁଲବାଣିର ଅତିରିକ୍ତ ସେସନ୍ସ କୋର୍ଟଙ୍କ ସର୍ତ୍ତ ସହ ତାଙ୍କୁ ଜାମିନ ମିଳିଛି। ପ୍ରକାଶଥାଉ କି, ୨୦୦୮ ଅଗଷ୍ଟ ୨୩ରେ କନ୍ଧମାଳର ଜଲେଶପେଟା ଆଶ୍ରମରେ ସ୍ବାମୀଜୀ ଓ ତାଙ୍କ ୪ ସହଯୋଗୀଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ ୩୮ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲାଇନ୍‌ରେ ବୋର୍ଡ ପରୀକ୍ଷା: ୧ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର କଲେ ହସ୍ତାକ୍ଷର

ନୂଆଦିଲ୍ଲୀ,୮।୪: ସିବିଏସ୍‌ଇର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆଉ ୩ ସପ୍ତାହ ସମୟ ରହିଛି। ଏହା ମେ ୪ରେ ଆରମ୍ଭ ହେବ।...

କଶ୍ମୀର ମାମଲାରେ ଟ୍ରମ୍ପକୁ ବି ହସ୍ତକ୍ଷେପ କରିବାକୁ ଦେଇ ନାହାଁନ୍ତି ମୋଦି: ଶାହ

ବୁଲଧାନା,୧୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାର ପ୍ରଚାରକୁ ଏବେ ଓହ୍ଲାଇଛନ୍ତି ବହୁ ହେଭିଓ୍ବେଟ ନେତା। ଶୁକ୍ରବାର ଭାଜପାର ପ୍ରଚାର କାର୍ଯ୍ୟକ୍ରମରେ ଯୋଗ...

ଜାତୀୟ ସଙ୍ଗିତ ଭୁଲିଗଲେ ସମାଜବାଦୀ ପାର୍ଟି ନେତା

ନୂଆଦିଲ୍ଲୀ,୧୬ ।୮: ଉତ୍ତର ପ୍ରଦେଶର ମୁରାଦାବାଦରୁ ସମାଜବାଦୀ ପାର୍ଟି ଏମ୍‌ପି ଡ. ଏସ୍ ଟି ହସନ ରବିବାର ଦେଶର ୭୫ ତମ ସ୍ୱାଧିନତା ଦିବସରେ ପତାକା...

ପୁଣି ୪୩ଟି ଆପ୍‌ସ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୪।୧୧: ପୁଣି ୪୩ ମୋବାଇଲ ଆପ୍‌ସ ବ୍ୟାନ କରିଛନ୍ତି କେନ୍ଦ୍ର ସରକାର। ଧାରା ୬୯ଏ ଅନୁଯାୟୀ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଦେଶର ସୁରକ୍ଷା,...

ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ

ପୁଲୱାମା,୧୭।୭: ଦକ୍ଷିଣ କଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀର ଏକ ଟିମ୍‌ ଉପରେ ଆତଙ୍କବାଦୀଙ୍କ ପକ୍ଷରୁ ଆକ୍ରମଣ କରାଯାଇଛି। ଏହି ଆକ୍ରମଣରେ ଜଣେ ସିଆରପିଏଫ୍‌ ଯବାନ ଶହୀଦ ହୋଇଛନ୍ତି।...

ପଦାତିକ ବାହିନୀ ଦିବସରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌

ନୂଆଦିଲ୍ଲୀ,୨୭।୧୦: ପଦାତିକ ବାହିନୀ ଦିବସ ଉପଲକ୍ଷେ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌ ନ୍ୟାସନାଲ୍‌ ଓ୍ବାର୍‌ ମେମୋରିଆଲ୍‌ଠାରେ ଶହୀଦ୍‌ଙ୍କୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୂଚନାଯୋଗ୍ୟ, କଶ୍ମୀରରେ...

ରାଗିଲେ ଦୁଷ୍ୟନ୍ତ ଚୌତାଲା

ଚଣ୍ଡିଗଡ଼,୨୯ ।୮: କରନାଲ ଏସ୍‌ଡିଏମଙ୍କ ଭାଇରାଲ ଭିଡିଓ ଦେଖିବା ପରେ ହରିୟାଣାର ଉପମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲା ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଉକ୍ତ...

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ...

Advertisement
Archives

Model This Week