ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ପ୍ଲାଜମା ଥେରାପି ଦିଆଯାଇଛି। ଏହାପରେ ତାଙ୍କର ଜ୍ୱର କମିଯିବା ସହ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି। ଏବେ ସେ ୨୪ ଘଣ୍ଟା ଆଇସିୟୁରେ ରହିବା ସହ ତାଙ୍କର ସ୍ବାସ୍ଥ୍ୟ ଉପରେ ନଜର ରଖାଯିବ। ଏହି ସୂଚନା ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ଦିଆଯାଇଛି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ବେଳକୁ ବେଳ ତାଙ୍କ ସ୍ବାସ୍ଥ୍ୟରେ ଅବନତି ହେବାରୁ ପ୍ଲାଜମା ଥେରାପି ପାଇଁ ତାଙ୍କୁ ଶୁକ୍ରବାର ମ୍ୟାକ୍ସ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା। ଦିଲ୍ଲୀରେ କରୋନା ସଂକ୍ରମଣ ବ୍ୟାପି ଚାଲିଥିବା ବେଳେ କିଛି ଦିନ ତଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱରରେ ପୀଡ଼ିତ ହେବା ପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲ। ହେଲେ ତାଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ହକ୍‌ ଆଇ’ ଆପ୍‌ ଦ୍ୱାରା ଚୋରି ମୋବାଇଲ୍‌ ଉଦ୍ଧାର

ହାଇଦ୍ରାବାଦ୍‌: ଏକ ମୋବାଇଲ୍‌ ଆପ୍‌ ଜରିଆରେ ହାଇଦ୍ରାବାଦ ପୋଲିସ ୬୭ଟି ଚୋରି ମୋବାଇଲ୍‌ ଉଦ୍ଧାର କରିବାରେ ସକ୍ଷମ ହୋଇଥିବା ଜଣାପଡ଼ିଛି। ଜନସାଧାରଣଙ୍କ ସହ ଯୋଡ଼ିହେବା ପାଇଁ...

ସମାଧାନ ଆଡ଼େ ମୁହାଁଉଛି କେନ୍ଦ୍ର-କୃଷକ ବିବାଦ

ନୂଆଦିଲ୍ଲୀ,୩୧ା୧୨- ନୂଆ କୃଷି ଆଇନକୁ ନେଇ କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଚାଲିଥିବା ବିବାଦ ଦୀର୍ଘ ମାସକ ପରେ ସମାଧାନ ମୁହଁା ହୋଇଛି। ବୁଧବାର...

ପୁଅର ପାପ ଧୋଉଛନ୍ତି ୯୭ ବର୍ଷୀୟା ମା’

ପ୍ରୟାଗରାଜ: ଗଙ୍ଗାଜଳ ବାଣ୍ଟିଲେ ପାପ ଦୂର ହେବ। ଏଇ ବିଶ୍ୱାସରେ୧୫ ବର୍ଷ ହେଲାଣି ବିଭିନ୍ନ ସ୍ଥାନ ବୁଲି ବୁଲି ଗଙ୍ଗାଜଳ ବାଣ୍ଟୁଛନ୍ତି ପାର୍ବତୀ । ଅବଶ୍ୟ...

ପୁରୀରୁ ପୁଣି ୧୬କରୋନା ପଜିଟଭ୍‌ ଚିହ୍ନଟ: ଜିଲାରେ ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ପୁରୀ ଅଫିସ,୧୮।୬: ପୁରୀ ଜିଲାରୁ ଗୁରୁବାର ପୁଣି ୧୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ଦ୍ବିଶତକ ପାର କରିଛି। ନୂଆ...

ବିଦେଶରେ ମୋଦିଙ୍କ ପାଇଁ ଆୟୋଜିତ ସଫଳ କାର୍ଯ୍ୟକ୍ରମର ପ୍ରଚ୍ଛଦ ନାୟକ ବିଜୟ

ନୂଆଦିଲ୍ଲୀ,୧୬।୯: ବିଦେଶରେ ପୁଣି ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭାଷଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବ। ଆମେରିକାର ହଷ୍ଟନରେ ସେପ୍ଟେମ୍ବର ୨୨ରେ ‘ହାଓଡି ମୋଦି’(Howdy Modi)...

ମିଳିଲା ବାୟୁସେନା ବିମାନ ଏଏନ୍‌-୩୨ର କିଛି ଭଗ୍ନାବଶେଷ

ଇଟାନଗର,୧୧।୬: ନିଖୋଜ ଥିବା ଭାରତୀୟ ବାୟୁସେନା ବିମାନ ଏଏନ୍‌-୩୨ର କିଛି ଅଂଶ ଅରୁଣାଞ୍ଚଳ ପ୍ରଦେଶର ୧୬ କିଲୋମିଟର ଉତ୍ତରରେ ଥିବା ଲିପୋରେ ମିଳିଥିବା ସୂଚନା ମିଳିଛି।...

କରୋନା ଟୀକା ଏହି ମାସରେ ପହଞ୍ଚିବ ଲୋକଙ୍କ ପାଖରେ

ମସ୍କୋ, ୨।୮: ପୃଥିବୀରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ଦେଶର ବୈଜ୍ଞାନିକ କରୋନା ପ୍ରତିଷେଧକ ଟୀକାର ଟ୍ରାଏଲ୍‌ ଜାରି ରଖିଛନ୍ତି। ତେବେ...

ଅନୁପ୍ରବେଶ ପାଇଁ ୫ ସ୍ଥାନରେ ସୁଯୋଗ ଉଣ୍ଡି ବସିଛି ଚାଇନା: ହାଇ ଆଲର୍ଟରେ ଭାରତୀୟ ସେନା

ଲଦାଖ, ୧।୯: ସୀମାରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଅନୁପ୍ରବେଶ ପାଇଁ ୫ଟି ସ୍ଥାନରେ ଚାଇନା ସୁଯୋଗ ଉଣ୍ଡି ବସିଛି। ଗୋଇନ୍ଦା...

Play 250+ Trending Games
Archives

Model This Week

Why Dharitri