ସ୍ବାସ୍ଥ୍ୟୋପକାରୀ ବ୍ରେକ୍‌ଫାଷ୍ଟ

ପ୍ରଥମ କଥା ହେଲା, ପ୍ରତିଦିନ କେତେବେଳେ ବ୍ରେକ୍‌ଫାଷ୍ଟ କରିବେ ତାହା ନିର୍ଦ୍ଧାରଣ କରନ୍ତୁ।
ସବୁଦିନେ ଯେପରି ଏହା ଦୈନନ୍ଦିନ ରୁଟିନ୍‌ରେ ସାମିଲହେବ ସେ ନେଇ ସଚେତନ ରହିବା ନିହାତି ଦରକାର।
ବ୍ରେକ୍‌ଫାଷ୍ଟ ତାଲିକାରେ ଜୁସ୍‌ ସାମିଲ କରନ୍ତୁ। କାରଣ ଜୁସ୍‌ ଶରୀରରେ କ୍ୟାଲୋରି ବଢ଼ାଇବା ସହ ମନକୁ ଫୁର୍ତ୍ତି ରଖିଥାଏ।
ପ୍ରତିଦିନ ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳ ଖାଆନ୍ତୁ।
ଏହି ତାଲିକାରେ ଫାଷ୍ଟଫୁଡ୍‌ ଜାତୀୟ ଖାଦ୍ୟ ଆଦୌ ସାମିଲ କରନ୍ତୁ ନାହିଁ।
ବ୍ରେକ୍‌ଫାଷ୍ଟରେ ତଟକା ଫଳମୂଳ ବ୍ୟତୀତ ବ୍ରେଡ୍‌, ବିସ୍କୁଟ ଖାଇପାରିବେ।
ସବୁବେଳେ ବ୍ରେକ୍‌ଫାଷ୍ଟରେ ହାଲୁକା ଖାଦ୍ୟ ଖାଆନ୍ତୁ। କାରଣ ଏପରି ଖାଦ୍ୟ ସହଜରେ ହଜମ ହୋଇଥାଏ।
ଏହି ସମୟରେ ଏପରି ଖାଦ୍ୟ ଖାଆନ୍ତୁ ନାହିଁ ଯାହାଦ୍ୱାରା ଆପଣଙ୍କୁ ଆଳସ୍ୟ ଲାଗିବ।
ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ଏଥିରେ ଏପରି ଖାଦ୍ୟ ସାମିଲ କରନ୍ତୁ, ଯାହା ମନକୁ ଫୁର୍ତ୍ତି ରଖିବା ସହ ମାନସିକତାକୁ ସକାରାତ୍ମକ ରଖିବ।
ଯଦି ପ୍ରତିଦିନ ଆପଣ ବ୍ୟାୟାମ କରୁଛନ୍ତି ତେବେ କିଛି ସମୟ ପରେ ହିଁ ବ୍ରେକ୍‌ଫାଷ୍ଟ କରନ୍ତୁ।ବ୍ରେକ୍‌ଫାଷ୍ଟ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri