ସ୍ବାସ୍ଥ୍ୟୋପକାରୀ ମଟର

ମଟର ସ୍ବାସ୍ଥ୍ୟ ଉପକାରୀ ହୋଇଥାଏ। ଏହାକୁ ଖାଇବା ଫଳରେ ଅନେକ ପ୍ରକାର ସ୍ବାସ୍ଥ୍ୟଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ। ଏଥିରେ ଭିଟାମିନ୍‌ କେ’, ଭିଟାମିନ୍‌ ସି, ଫସ୍‌ଫରସ୍‌ ସହିତ ଅନେକ ପୋଷକତତ୍ତ୍ୱ ରହିଥାଏ । ଭିଟାମିନ୍‌ ବି ୧, ଓ ଭିଟାମିନ୍‌ ବି ୬ ମଧ୍ୟ ରହିଥାଏ।
ତେବେ ଜାଣନ୍ତୁ ମଟର ଖାଇବା ଫଳରେ କେଉଁସବୁ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ମିଳିଥାଏ।

* ମଟର ଖାଇବା ଫଳରେ ହୃତ୍‌ପିଣ୍ଡ ଜନିତ ସମସ୍ୟାରୁ ମୁକ୍ତି ମିଳିଥାଏ । ମଟର ତରକାରି ଖାଇବା ଫଳରେ ହୃଦ୍‌ଘାତ ଆଶଙ୍କା କମ୍‌ ହୋଇଥାଏ। ତେଣୁ ସପ୍ତାହରେ ଦୁଇଥର ମଟର ଛୁଇଁଖାଇବା ଜରୁରୀ। ଏହା ସହ ଏଥିରେ ଥିବା ଭିଟାମିନ୍‌ ସି ପାଚନତନ୍ତ୍ରକୁ ସକ୍ରିୟ କରାଇଥାଏ।

* ଗବେଷଣାରୁ ମଧ୍ୟ ଜଣାପଡ଼ିଛି ଯେ, ମଟର ଖାଇବା ଫଳରେ ପେଟ କ୍ୟାନ୍‌ସର ସମସ୍ୟା ଅନେକାଂଶରେ ଦୂର ହୋଇଥାଏ। ଏତଦ୍‌ବ୍ୟତୀତ ମେଦବହୁଳତା ସମସ୍ୟାରୁ ମୁକ୍ତି ପାଇବା ସହ ଓଜନ୍‌ କମ୍‌ କରିଥାଏ। ଶରୀରରୁ କୋଲେଷ୍ଟରଲ ପରିମାଣ କମ୍‌ କରିଥାଏ।

* ଏଥିରେ ପ୍ରୋଟିନ୍‌ ପରିମାଣ ଅଧିକ ଥିବାରୁ ହାଡ଼କୁ ଶକ୍ତ କରାଇଥାଏ।

* ଫାଇବର ପରିମାଣ ଥିବାରୁ ତ୍ୱଚା ଓ ଦୃଷ୍ଟିଶକ୍ତି ସମସ୍ୟାରୁ ମୁକ୍ତି ମିଳିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri