ସ୍ବାସ୍ଥ୍ୟ ଉପକାରୀ ଡାଳିମ୍ବ ରସ: ରୋଗ ପ୍ରତିରୋଧକ ଶକ୍ତି କରେ ବୃଦ୍ଧି

ଡାଳିମ୍ବ ପ୍ରାୟ ସବୁ ଋତୁରେ ଉପଲବ୍ଧ । ଏହା ବଜାରରେ ସହଜରେ ମିଳିଯାଇଥାଏ। କେହିକେହି ଏହାର ଜୁସ୍‌ ପିଇବାକୁ ପସନ୍ଦ କରୁଥିବା ବେଳେ କେହି ଏହାକୁ ଚୋବାଇ ଖାଇବାକୁ ପସନ୍ଦ କରିଥାନ୍ତି। ଏଥିରେ ଥିବା ଔଷଧୀୟ ଗୁଣ ଶରୀର ସୁସ୍ଥ ରଖିବାରେ ସାହାଯ୍ୟ କରେ। ଏହାକୁ ଚୋବାଇ ଖାଇବା ଅପେକ୍ଷା ଏହାର ଜୁସ୍‌ ପିଇବା ଅଧିକ ଲାଭକାରୀ। ଏଥିରେ ଥିବା ପୁଷ୍ଟିକର ଉପାଦାନଗୁଡ଼ିକ ଶରୀରକୁ ସୁସ୍ଥ ରଖିଥାଏ।

ତେବେ ଜାଣନ୍ତୁ ଏ ସମ୍ପର୍କରେ ….

ରକ୍ତ ଶର୍କରା ସ୍ତର ନିୟନ୍ତ୍ରଣ
ରକ୍ତରେ ଶର୍କରା ସ୍ତର ବୃଦ୍ଧି ଘଟି ଡାଇବେଟିସ ଆଶଙ୍କା ସୃଷ୍ଟି କରିଥାଏ। ରକ୍ତ ଏହା ସଞ୍ଚାଳନ ଉପରେ ମଧ୍ୟ ଖରାପ ପ୍ରଭାବ ପକାଇଥାଏ। ତେଣୁ ଡାଳିମ୍ବ ରସ ପିଇବା ଦ୍ୱାରା ରକ୍ତରେ ଶର୍କରା ସ୍ତର ନିୟନ୍ତ୍ରଣ ହୋଇଥାଏ। ସକାଳେ ଏକ ଗ୍ଲାସ ଡାଳିମ୍ବ ରସ ପିଇବା ସ୍ବାସ୍ଥ୍ୟ ପକ୍ଷେ ହିତକର।

ଉଚ୍ଚ ରକ୍ତଚାପ ଥିବା ଲୋକଙ୍କ ପାଇଁ ଲାଭଦାୟକ
ଡାଳିମ୍ବ ରସ ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ ଲାଭଦାୟକ ଅଟେ। ଏଥିରୁ ପ୍ରଚୁର ପରିମାଣର ମ୍ୟାଗ୍ନେସିୟମ ମିଳିଥାଏ। ଯାହା ରକ୍ତଚାପକୁ ନିୟନ୍ତ୍ରଣ ରଖିବାରେ ସାହାଯ୍ୟ କରିଥାଏ। ଯେଉଁମାନଙ୍କଠାରେ ଉଚ୍ଚ ରକ୍ତଚାପ ଥାଏ ସେମାନେ ପ୍ରତିଦିନ ଏକ ଗ୍ଲାସ ଡାଳିମ୍ବ ରସ ପିଇବା ଉଚିତ୍‌।

କର୍କଟ ରୋଗରୁ ରକ୍ଷା
ପ୍ରତିଦିନ ଡାଳିମ୍ବ ରସ ପିଇବା ଦ୍ୱାରା କର୍କଟ ଭଳି ବିପଜ୍ଜନକ ରୋଗରୁ ମୁକ୍ତି ମିଳିଥାଏ। ଡାଳିମ୍ବରେ ଆଣ୍ଟି କ୍ୟାନ୍‌ସର ଗୁଣ ରହିଛି ଯାହା ଶରୀରରେ କର୍କଟ କୋଷକୁ ବଢ଼ିବାକୁ ଦିଏ ନାହିଁ।

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି
ଡାଳିମ୍ବ ରସ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri