ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି: ଗୁରୁତର ରୋଗୀଙ୍କୁ ନ ଫେରାଇବାକୁ ନିର୍ଦ୍ଦେଶ, ଖିଲାପକଲେ ରେଜିଷ୍ଟ୍ରେଶନ ରଦ୍ଦ

ଭୁବନେଶ୍ୱର,୨।୫(ବ୍ୟୁରୋ): ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଶନିବାର ଘରୋଇ ହସ୍ପିଟାଲଗୁଡ଼ିକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ସେବା ଯୋଗାଇଦେବାରେ କିଛି ହସ୍ପିଟାଲ ଦ୍ୱିଧା ପ୍ରକାଶ କରୁଛନ୍ତି। ଏନେଇ ଅଭିଯୋଗ ଆସିବା ପରେ ରାଜ୍ୟର ବିଭିନ୍ନ ହସ୍ପିଟାଲ ପାଇଁ ସ୍ବାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ସେଗୁଡ଼ିକୁ ସବୁ ସମୟରେ ସେବା ଯୋଗାଇଦେବାକୁ ଏଥିରେ ନିର୍ଦ୍ଦେଶ ରହିଛି। ବିଶେଷକରି ଡାଇଲେସିସ୍‌, ରକ୍ତ ସଂକ୍ରମଣ, କେମୋଥେରାପି ରୋଗୀଙ୍କୁ ଫେରାଇବା ଲାଗି ବାରଣ କରାଯାଇଛି। ଏଥିସହ ୫ ବର୍ଷରୁ କମ୍‌ ଶିଶୁ, ସଂକ୍ରମଣ ରୋଗୀଙ୍କୁ ନ ଫେରାଇବାକୁ ଏଥିରେ ନିର୍ଦ୍ଦେଶ ରହିଛି। ନିର୍ଦ୍ଦେଶ ଖିଲାପ କଲେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। ଏପରିକି ସମ୍ପୃକ୍ତ ହସ୍ପିଟାଲ କିମ୍ବା ନର୍ସିଂହୋମ୍‌ର ରେଜିଷ୍ଟ୍ରେଶନ ରଦ୍ଦ କରାଯିବ ବୋଲି ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିଟ୍‌ ଆଣ୍ଡ ରନ୍‌: ଅଟୋକୁ ଘୋଡ଼ାଡ଼ି ନେଲା ଟ୍ରକ୍‌, ଡ୍ରାଇଭରଙ୍କୁ ଧରି ନିର୍ଧୂମ ଛେଚିଲେ ଲୋକେ

ଭୁବନେଶ୍ୱର,୨୪ା୫: ରାଜଧାନୀରେ ପୁଣି ହିଟ୍‌ ଆଣ୍ଡ୍‌ ରନ୍‌। ଅଟୋକୁ ଘୋଷାଡ଼ି ନେଲା ଟ୍ରକ୍‌। କଟକ-ପୁରୀ ବାଇପାସ୍‌ ରୋଡ୍‌ ପାଣ୍ଡରା ଛକରେ ଏଡଇ ଦୁର୍ଘଟଣା ଘଟିଛି। ଏନଏଚ୍‌ରେ ୫୦ରୁ…

କାଲିଠାରୁ ୯ଦିନ ପ୍ରଚଣ୍ଡ ଖରା; ହେଲେ ୪ ରାଶିଙ୍କ ଉପରେ ହେବ ଧନର ବର୍ଷା…!

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ଗ୍ରହମାନଙ୍କ ରାଜା ସୂର୍ଯ୍ୟଦେବଙ୍କ ନକ୍ଷତ୍ର ପରିବର୍ତ୍ତନ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଘଟଣା। ସୂର୍ଯ୍ୟଦେବ ପ୍ରତିମାସରେ ନିଜର ରାଶି ପରିବର୍ତ୍ତନ କରନ୍ତି, ମାତ୍ର…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ…

ସାବଧାନ! ଆପଣ ବି ଦିନରାତି AC ଚଲାଉଛନ୍ତି କି? ଫାଟିବା ପୂର୍ବରୁ ଜାଣି ନିଅନ୍ତୁ ଏହି ଜରୁରୀ ନିୟମ

ନୂଆଦିଲ୍ଲୀ,୨୪।୫: ରାଜ୍ୟ ତଥା ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପ୍ରବଳ ଗରମ ଏବଂ ଗୁଳୁଗୁଳିରୁ ରକ୍ଷା ପାଇବା ପାଇଁ ଲୋକମାନେ ଘର ଓ…

ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ଯୁବକ

ବ୍ରହ୍ମପୁର,୨୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଆଙ୍କୁଲି ନୂଆ ସାହି ନିକଟରେ ଥିବା ବଡ଼ ବନ୍ଧ(ପୋଖରୀ)ରେ ବୁଡ଼ି ଜଣେ ଛାତ୍ର ସମେତ ଦୁଇଜଣଙ୍କ ମୃତ୍ୟୁ ଘଟିଛି।…

ସ୍ୱାମୀ କି ପିଲା ନାହାନ୍ତି? ମହିଳାଙ୍କ ମୃତ୍ୟୁ ପରେ କାହାକୁ ମିଳିବ ସମ୍ପତ୍ତି; ବାପଘର ନା ଶାଶୁଘର? ଆଶ୍ଚର୍ଯ୍ୟ କରିବ ଆଇନ!

ନୂଆଦିଲ୍‌ଲୀ,୨୪।୫: ଭାରତୀୟ ସମାଜରେ ମହିଳାମାନଙ୍କ ଆର୍ଥିକ ସୁରକ୍ଷା ଏବଂ ସମ୍ପତ୍ତି ଅଧିକାରକୁ ନେଇ ଅନେକ ସମୟରେ ବିଭିନ୍ନ ପ୍ରଶ୍ନ ଉଠିଥାଏ। ସାଧାରଣତଃ ବିବାହ ପରେ ଜଣେ ମହିଳାଙ୍କ…

ଟ୍ରେନ୍‌ ଉପରେ ଚଢ଼ି ସେଲ୍‌ଫି ନେଉଥିଲେ ଯୁବକ, ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଳିଗଲେ

ଭୁବନେଶ୍ୱର,୨୪ା୫: ଟ୍ରେନ୍‌ରେ ଚଢ଼ି ସେଲ୍‌ଫି ନେବାବେଳେ ଜଳିଗଲେ ଜଣେ ଯୁବକ। ରବିବାର ପୂର୍ବାହ୍ନରେ ମଞ୍ଚେଶ୍ୱର ଷ୍ଟେଶନରେ ଏପରି ଅଘଟଣ ଘଟିଛି। ଯୁବକ ଜଣକ ଟ୍ରେନ ଉପରେ ଚଢ଼ି…

ମାଟି ଉଠାଣକୁ ନେଇ ତୁମୁଳକାଣ୍ଡ: ଥାନାରେ ପହଞ୍ଚିଲା ମାମଲ…

ଧର୍ମଶାଳା,୨୪।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ଧର୍ମଶାଳା ଥାନା ଅନ୍ତର୍ଗତ ପାଟପୁର ପଞ୍ଚାୟତର ଶୁନାରି ମୌଜାରୁ ଅବୈଧ ଭାବେ ମାଟି ଉଠାଣ ହେଉଥିବା ବେଳେ ଏହାକୁ ବିରୋଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri