ସ୍ବାସ୍ଥ୍ୟ ପାଇଁ ଉପକାରୀ ଶାଗୁଦାନା

ବ୍ରତ ଉପବାସ ସମୟରେ ହିଁ କେବଳ ଶାଗୁଦାନା ଭିଜେଇ ଖାଇବାକୁ କେତେକେ ପସନ୍ଦ କରନ୍ତି। କିନ୍ତୁ ଜାଣିଛନ୍ତି! ଏସମୟରେ ଶାଗୁଦାନା ଯେତିକି ଆବଶ୍ୟକ ଅନ୍ୟସମୟରେ ବି ସ୍ବାସ୍ଥ୍ୟ ପାଇଁ ତାହା ଅଧିକ ନିରାମୟ ଏବଂ ଲାଭକାରୀ ସାବ୍ୟସ୍ତ ହୋଇଥାଏ। ଧଳା ମୋତି ଭଳି ଦେଖାଯାଉଥିବା ଏହି ଛୋଟ ଛୋଟ ଦାନା ଭିତରେ ଲୁଚିରହିଛି ଅନେକ ଗୁଣକାରୀ ତତ୍ତ୍ୱ। ଯାହା ସମ୍ପର୍କରେ ହୁଏତ ଅନେକେ ଅଜଣା ଥିବେ। ଶାଗୁଦାନାରେ ଥିବା ଫଲିକ୍‌ ଏସିଡ୍‌ ଏବଂ ଭିଟାମିନ୍‌ ବି କମ୍ପ୍ଲେକ୍ସ ଗର୍ଭାବସ୍ଥା ସମୟରେ ଗର୍ଭରେ ଥିବା ଭ୍ରୂଣର ବିକାଶରେ ସହାୟକ ହୋଇଥାଏ। ପୁଣି ଏହା କାର୍ବୋହାଇଡ୍ରେଟ୍‌ର ଏକ ଉତ୍ତମ ଉତ୍ସ। ଏହା ଶରୀରରେ ତୁରନ୍ତ ଏବଂ ଆବଶ୍ୟକ ଶକ୍ତି ଦେବାରେ ସହାୟକ ହୋଇଥାଏ। କାମ କରିବା ପରେ ଥକ୍କା ଲାଗୁଥିଲେ, ଶାଗୁଦାନା ସେବନ କଲେ ଶରୀର ତୁରନ୍ତ ତାଜା ହୋଇଯାଏ। ଏଥିରେ ଥିବା ପୋଟାସିୟମ୍‌ ରକ୍ତ ସଞ୍ଚାଳନକୁ ଉତ୍ତମ କରିବା ସହ ତାକୁ ନିୟନ୍ତ୍ରଣରେ ମଧ୍ୟ ରଖିଥାଏ, ଏହାଦ୍ୱାରା ରକ୍ତଚାପ ସମସ୍ୟାରୁ ବ୍ୟକ୍ତି ବର୍ତ୍ତିଯାଏ। ଯେଉଁମାନଙ୍କଠାରେ ଇଟିଙ୍ଗ୍‌ ଡିଜ୍‌ଅର୍ଡର୍‌ ସମସ୍ୟା ରହିଛି, ସେମାନଙ୍କ ପାଇଁ ଶାଗୁଦାନା ବରଦାନ ସଦୃଶ। ସକାଳେ ଏହା ସେବନ କରିବା ଦ୍ୱାରା ଅଧିକ ଭୋକ ଲାଗେନାହଁି। ଫଳରେ ଓଜନ ମଧ୍ୟ ନିୟନ୍ତ୍ରଣରେ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧନୀ ହେବାକୁ ଚାହାନ୍ତି, ହେଲେ ଘରେ ରହୁନାହିଁ ଟଙ୍କା: ନିଶ୍ଚୟ କରନ୍ତୁ ଏହି ୬ କାମ..

ଜଣେ ଦକ୍ଷ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ଏବଂ ଲକ୍ଷ୍ମୀ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରିଛନ୍ତି। କିପରି...

ହାର୍ଟ ଆଟାକ୍‌ ସମସ୍ୟାରୁ ଦୂରେଇ ରହିବାର ସହଜ ଉପାୟ…

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା...

ପେପରରେ ଖାଉଛନ୍ତି କି: ଦେଖାଦେଇପାରେ କ୍ୟାନ୍‌ସର ସମସ୍ୟା

ସାଧାରଣତଃ ଲୋକମାନେ ବେଳେବେଳେ ଖବରକାଗଜରେ ଖାଇଥା’ନ୍ତି। ଅଥବା ଆଜିକାଲି ଦୋକାନୀମାନେ ଖବରକାଗଜ ଠୁଙ୍ଗାରେ ଖାଦ୍ୟପଦାର୍ଥ ଗ୍ରାହକଙ୍କୁ ଦେଉଛନ୍ତି। ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ଗମ୍ଭୀର ସମସ୍ୟା...

ହାର୍ଟ ପାଇଁ ଉପକାରୀ ଧନିଆ

ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସେ…

ସକାଳେ ଗୁଡ଼ପାଣି ପିଇଲେ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏଥିରେ ପ୍ରଚୁର ପରିମାଣରେ ପୋଟାସିୟମ୍‌ ଏବଂ ସୋଡିୟମ୍‌ ରହିଥାଏ। ଫଳରେ ରକ୍ତଚାପ ନିୟନ୍ତ୍ରଣ କରିବାରେ ଗୁଡ଼ପାଣି...

ଔଷଧ ସାହାରାରେ ଜୀବନ

”ମଣିଷ ବଞ୍ଚତ୍ବା ପାଇଁ ଖାଦ୍ୟ ସହ ଔଷଧ ମଧ୍ୟ ଏକ ଆବଶ୍ୟକତାରେ ପରିଣତ ହୋଇଗଲାଣି। ପେନ୍‌କିଲର ପରି ଶକ୍ତିଶାଳୀ ରାସାୟନିକ ଔଷଧ ପ୍ରୟୋଗ, ଯାହାକି ଆମ...

ଧନିଆ ପତ୍ରରେ ରହିଛି ବହୁ ଉପକାରୀ ଗୁଣ : ଏ ସବୁ ରୋଗରୁ ଦିଏ ମୁକ୍ତି

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା...

ପାଖରେ ଟଙ୍କା ରହୁନାହିଁ? ଜାଣନ୍ତୁ ଧନର ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ

ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି,...

Advertisement
Archives

Model This Week