ସ୍ବାସ୍ଥ୍ୟ ସଚିବଙ୍କ କାର୍ଯ୍ୟକାଳ ବଢ଼ିଲା

ନୂଆଦିଲ୍ଲୀ,୨୭ା୪(ପି.ଟି.): କରୋନା ମୁକାବିଲାରେ ପ୍ରମୁଖ ଭୂମିକା ନେଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି ସୂଦନଙ୍କ କାର୍ଯ୍ୟକାଳ ଏପ୍ରିଲ ୩୦ରେ ଶେଷ ହେବାକୁ ଥିବାବେଳେ ଏହାକୁ ଆଉ ୩ ମାସ ବଢ଼ାଇ ଦିଆଯାଇଛି। ପ୍ରଶାସନିକ ସ୍ତରରେ ହୋଇଥିବା ଅଦଳବଦଳ ଅନୁଯାୟୀ ୨୩ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ସଚିବ ନିଯୁକ୍ତ କରାଯାଇଛି। ଗ୍ରାମାଞ୍ଚଳ ବିକାଶ ସଚିବ ରାଜେଶ ଭୂଷଣଙ୍କୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟରେ ଅଫିସର ଅନ୍‌ ସ୍ପେଶିଆଲ ଡ୍ୟୁଟି (ଓଏସ୍‌ଡି) ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ...

ଏନ୍‌ଇଇଟି-ପିଜି: ପୁଣି କାଉନସେଲିଂ ଆବେଦନ ଖାରଜ

ନୂଆଦିଲ୍ଲୀ,୧୧।୬: ବିଭିନ୍ନ ମେଡିକାଲ କଲେଜରେ ଖାଲି ପଡ଼ିଥିବା ୧,୪୫୬ ସିଟ୍‌ ପୂରଣ ଲାଗି ଏନ୍‌ଇଇଟି-ପିଜି ୨୦୨୧ କାଉନସେଲିଂ ପୁଣି ଥରେ କରିବା ଲାଗି ଦାଏର ଏକାଧିକ...

କରୋନାରେ ବାପାଙ୍କୁ ହରାଇଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨।୫: ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। କରୋନା ଦ୍ୱାରା କେବଳ ସାଧାରଣ ଲୋକ ନୁହେଁ, ଅନେକ ବଡ ବଡ ସେଲିବ୍ରିଟି ମଧ୍ୟ...

୨୫ ମହଲା ଉପରୁ ଖସି ପଡ଼ିଲେ ଯାଅଁଳା ଭାଇ

ଗାଜିଆବାଦ୍‌,୧୭।୧୦: ୧୪ ବର୍ଷୀୟା ଦୁଇ ଯାଅଁଳା ଭାଇ ଆପର୍ଟମେଣ୍ଟର ୨୫ତମ ମହାଲାରୁ ପଡ଼ି ପ୍ରାଣ ହରାଇଛନ୍ତି। ଶନିବାର ରାତିରେ ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ଘଟିଛି ଏଭଳି...

‘ଗୋଟିଏ ଭୋଟ୍‌ କିଛି ଫରକ ପକାଇବ ନାହିଁ’

ଲକ୍ଷ୍ନୌ,୭।୨: ଆଗ୍ରାର ଫତେହାବାଦରେ ଜଣେ ଭିନ୍ନକ୍ଷମଙ୍କୁ ଭାଜପାକୁ ଭୋଟ ଦେବାକୁ ବାଧ୍ୟ କରିଥିବା ଅଭିଯୋଗ ହୋଇଛି। ସେ ଭାଜପା ବଦଳରେ ଅନ୍ୟ ଦଳକୁ ଭୋଟ ଦେବାକୁ...

ହିଜାବ: ଶିମୋଗାରେ ୧୪୪ ଧାରା

ବେଙ୍ଗାଲୁରୁ,୯।୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବାକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ସ୍କୁଲ, କଲେଜରେ ମୁସଲମାନ ସମ୍ପ୍ରଦାୟର ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ଅନୁମତି ଦେବା...

୧୯ ବର୍ଷ ପରେ ଗୋଧ୍ରା ଦଙ୍ଗା ମୁଖ୍ୟ ଅଭିଯୁକ୍ତ ଗିରଫ

ବଡ଼ୋଦରା, ୧୭ା୨: ଗୁଜରାଟର ପଞ୍ଚମହଲ ଜିଲା ଗୋଧ୍ରା ରେଳ ଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ରେ ନିଆଁ ଲଗାଇବା ସହ ଦଙ୍ଗା ଭିଆଇଥିବା ରଫିକ୍‌ ହୁସେନ ଭଟୁକଙ୍କୁ ପୋଲିସ...

ଜୁନ୍‌ ୮ରୁ ଖୋଲିବ ଧାର୍ମିକ ସ୍ଥଳ, ହୋଟେଲ, ରେଷ୍ଟୁରାଣ୍ଟ

ନୂଆଦିଲ୍ଲୀ,୩୦।୫: ଜୁନ୍‌ ପହିଲାରୁ ଏକ ମାସ ଅର୍ଥାତ ଜୁନ ୩୦ ପର୍ଯ୍ୟନ୍ତ ବଢ଼ିଛି ଲକ୍‌ଡାଉନ୍‌ ଅବଧି। ଶନିବାର ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା...

Advertisement
Archives

Model This Week